ସମ୍ବଲପୁର

ବାଇକ୍-କଣ୍ଟେନର ମୁହାଁମୁହିଁ ଧକ୍କା: ୩ ମୃତ, ନିଆଁରେ ପୋଡିଗଲା….

ଜମନକିରା,୯ା୩(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡରମା ପଞ୍ଚାୟତ ଡିମିରିମୁଣ୍ଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏନଏଚ୍ ୫୩ରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହିତ କଣ୍ଟେନରରେ ମଧ୍ୟ ନିଆଁ ଲାଗିଯାଇଛି । ସୂଚନା…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ନିଜର ସମସ୍ତ ସଞ୍ଚିତ ପୁଞ୍ଜିକୁ ଶିକ୍ଷା ଓ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେବା ମାତ୍ରେ ହାତୀ ଗାଁ ମୁଣ୍ଡକୁ ଆସି ଲୋକଙ୍କ ଘରଦ୍ୱାର…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ ମା’ ସମଲେଶ୍ୱରୀଙ୍କ ପବିତ୍ର ପୀଠ ପରିସରରେ ମଦ ଓ ମାଂସର ଆସର ଭଳି…

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସମ୍ବଲପୁର, ୨୪।୨(ପ୍ରମୋଦ ବହିଦାର): ପୋଲିସ ହାତରେ ଧରାପଡିଲେ ବନ୍ଧୁକ ମୁନରେ ନବବଧୂ ଅପହରଣକାରୀ। ନବବଧୂ କଣ୍ଟାମାଳ ଥାନା ଅନ୍ତର୍ଗତ କଣ୍ଟାମାଳ ବ୍ଲକଛକର ରଶ୍ମି ପୁଟେଲ(୧୯)ଙ୍କ ସହ କଣ୍ଟାମାଳ ବଡ଼ଚାପଲି ଗ୍ରାମର ସଞ୍ଜୟ ସାହୁ(୨୬)ଙ୍କୁ ପୋଲିସ ଗିରଫ କରିଛି। ଉଭୟେ ସମ୍ବଲପୁର ଅଇଁଠାପାଲି…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି। ତାଙ୍କ ସ୍ବାମୀ ହେଉଛନ୍ତି ମୁକେଶ ଛତ୍ରପାଲ। ସେ ମହତାବ ନଗର ବୁର୍ଲାରେ ରୁହନ୍ତି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ ଆହ୍ବାନ କ୍ରମେ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ ପୋଲିସ ଅଟକ ରଖିବା ପରେ ନୋଟିସ ଦେଇ ଛାଡ଼ିଛି। ମିଳିଥିବା ସୂଚନା ଅନୁସାରେ,…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲା।…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ସୁବୋଧ ସିଂହକୁ ରିମାଣ୍ଡରେ ନେବାକୁ ଅଧିକାରୀଙ୍କ ସହ ଆଲୋଚନା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?