ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ
ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ...
ଚମରାବାହାଲ ମାଲିଆ ହତ୍ୟାକାଣ୍ଡ , ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ବୌଦ୍ଧ,୨୩।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଅତିରିକ୍ତ ଜିଲା ଦୌରାଜଜ ସତ୍ୟନାରାୟଣ ଷଡଙ୍ଗୀ ଏକ ହତ୍ୟା ମାମଲାର ବିଚାର କରି ସୋମବାର ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବାସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେମାନେ ହେଲେ ମନମୁଣ୍ଡା...
ପାଉଚ ମଦରେ ନିଆଁ ଲଗାଇଲେ ମହିଳା
ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର...
ପୋଲିସ ଇନ୍ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର
ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଥିଲେ। ଏହାର ୬ ଘଣ୍ଟା ନ ପୂରୁଣୁ ଏହି ବ୍ଲକ ବିଶ୍ୱନାଥପୁର ଥାନା...
ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍ ଆରୋହୀ ଗୁରୁତର
ଭବାନୀପାଟଣା,୨୨।୭ (ଡି.ଏନ୍.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି ଜଣେ ବାଇକ୍ ଆରୋହୀ ଗୁରୁତର ହୋଇପଡ଼ିଛନ୍ତି। ସେ ହେଲେ ମରାଜୋର ଗ୍ରାମର ଦିଲୁ...
ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ
ବରଗଡ଼ ଅଫିସ୍,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଚାଷୀମାନେ ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବିହିତ ପଦକ୍ଷେପ...
ପରିଣତ ବୟସରେ ଜିଲାପାଳଙ୍କୁ ଫେରାଦ
ବରଗଡ଼ ଅଫିସ୍,୨୨।୭- ନାଁ ତାଙ୍କର କୁଲରନ୍ ନାୟକ। ବରଗଡ଼ ଜିଲା ବରପାଲି ଏନଏସି ଅଧିନ ୱାର୍ଡ଼ ନଂ-୩ରେ ସେ ବର୍ତ୍ତମାନ ରହୁଛନ୍ତି । ପରିଣତ ବୟସରେ ସେ ଉପନୀତ। ତାଙ୍କୁ ୭୦ବର୍ଷ ବୟସ ଟପିଲାଣି। ଆହା କିମ୍ବା ସାହା କରିବାକୁ...
ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା
ବରଗଡ଼ ଅଫିସ୍,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍ପାଟ୍, ମାଡ଼ପିଟ୍ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ...
ପୋଲିସ ଇନ୍ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା
ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଛନ୍ତି। ମୃତକ ହେଲେ ବୋରପଦର ଗଁାର ଠିକାଦାର ରାଜେନ୍ଦ୍ର ସାହୁ। ଏହି...
ମହିଳାଙ୍କ ଉଦ୍ୟମରୁ ସମ୍ଭବ: ୧୭ବର୍ଷ ହେଲା ଖେମୁଣ୍ଡିଆମୁଣ୍ଡା ନିଶାମୁକ୍ତ
ସୋନପୁର,୨୨।୭: ଗାଁର ନା ଖେମୁଣ୍ଡିଆମୁଣ୍ଡା। ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ରେଙ୍ଗାଲି ପଞ୍ଚାୟତ ଅଧୀନ ଏହି ଗାଁ ବାରପାହାଡ ସଂରକ୍ଷିତ ଜଙ୍ଗଲପାର୍ଶ୍ୱରେ ଅବସ୍ଥିତ। ଲୋକସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ। ଗ୍ରାମର ୯୦ପ୍ରତିଶତ ଲୋକ ଆଦିବାସୀ ସମ୍ପ୍ରଦାୟର। ସମସ୍ତେ ଗରିବ ଶ୍ରେଣୀର। ଚାଷ...
ଚାଷ ଜମି ଫାଟି ଆଁ କଲାଣି, ଗଜା ମରୁଡି ଆଶଙ୍କା
ବୌଦ୍ଧ,୨୨।୭(ସ୍ବ.ପ୍ର) ବୌଦ୍ଧ ଜିଲାରେ ବର୍ତ୍ତମାନ ବର୍ଷା ନ ଥିବାରୁ ଚାଷ ଜମି ଗୁଡିକ ଫାଟି ଆଁ କଲାଣି । ଏହାସହ ତଳି ଗୁଡିକ ମରିବାକୁ ବସିଲାଣି। ଦୁଇ ତିନି ଦିନ ମଧ୍ୟରେ ଭଲ ବର୍ଷା ନ ହେଲେ ଗଜା ମରୁଡି...
କେନ୍ଦରା ସ୍ବରରେ ଜୀବନ
ଭବାନୀପାଟଣା, ୨୨ା୭(ଡି.ଏନ.ଏ.)-ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ କଳାକାର ପେନ୍ସନ ଯୋଜନା ପ୍ରଣୟନ କରାଯାଇଛି। ବୟସର ଅପରାହ୍ନରେ ପହଞ୍ଚତ୍ ଥିବା କଳାକାରଙ୍କୁ ଭତ୍ତା ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି। ହେଲେ...
Archives


