ସମ୍ବଲପୁର

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ ପୋଥାଳଙ୍କ…

କୋରିଆରୁ ଫେରିଥିବା ଯୁବକ ଭୀମସାରରେ ଭର୍ତ୍ତି: କରୋନା ଭାଇରସ୍‌ ସନ୍ଦେହ

ସମ୍ବଲପୁର, ୨୬।୨(ବ୍ୟୁରୋ): ବୁର୍ଲା ଭିମସାର ମେଡିକାଲରେ କରୋନା ଭାଇରସ୍‌ ସନ୍ଦେହରେ ଜଣେ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ଼ ଜିଲା ହେମଗିରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ଉକ୍ତ ଯୁବକ କୋରିଆରେ ଚାକିରି କରୁଥିଲେ। ତେବେ ଗତ କିଛି ଦିନ ହେବ ସେ ଭାରତ…

ହାତୀ ଆତଙ୍କ: ପୁଣି ଭାଙ୍ଗିଲା ୪ ଘର

ଜମନକିରା,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ରେଞ୍ଜ ଖର୍ସନମାଲ ଗାଁରେ ଗତ ୨ ତାରିଖ ବିଳମ୍ବିତ ରାତିରେ ଗୋଟିଏ ଦନ୍ତାହାତୀ ଆତଙ୍କରାଜ ଚଳାଇ ୧୦ ଜଣଙ୍କ ଘର ଭାଙ୍ଗିବା ସହ ବାଡ଼ିବଗିଚା ନଷ୍ଟ କରିଦେଇଥିବା…

ପୁରୁଣାକୁ ଅଣଦେଖା

ଚଳିତ ରେଳ ବଜେଟରେ ସମ୍ବଲପୁର ଜିଲାକୁ ମିଳିଥିବା ଅନୁଦାନ ଆଶାନୁରୂପକ ନୁହେଁ। ଦାବି ଓ ଆବଶ୍ୟକତାଠାରୁ କମ୍‌ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି । ସମ୍ବଲପୁର ରେଳମଣ୍ଡଳ ଅଧୀନରେ ଅନେକ ପ୍ରକଳ୍ପ ଘୋଷଣା କରାଯାଇଛି। ହେଲେ ପୁରୁଣା ପ୍ରକଳ୍ପ…

ଅନ୍ୟ କୋର୍ଟକୁ ମାମଲା ସ୍ଥାନାନ୍ତର ନିଷ୍ପତ୍ତି

ସମ୍ବଲପୁର,୧୫।୨ (ବ୍ୟୁରୋ): ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଚାଲି ଆସୁଥିବା ଆନ୍ଦୋଳନର ସମାଧାନ ହୋଇପାରୁନାହିଁ । ହେଲେ ରାଜ୍ୟ ସରକାର କୋର୍ଟରେ ଗଡୁଥିବା ମାମଲାଗୁଡିକ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି…

ତଲାବିରା କୋଇଲା ଖଣି ବିବାଦ: ବଳପୂର୍ବକ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇଲା ପୋଲିସ

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ତଲାବିରା କୋଇଲା ଖଣି ୧ ଓ ୨ରେ ବିବାଦ ଲାଗି ରହିଛି । କୋଇଲା ଖଣିରେ ଅଞ୍ଚଳବାସୀ ଆନ୍ଦୋଳନରେ ବସିଥିବା ବେଳେ ଗୁରୁବାର ସକାଳ ୮ଟାରେ ପୋଲିସ ପହଞ୍ଚିଥିଲା। ପରେ ବଳପୂର୍ବକ ମହିଳାମାନଙ୍କୁ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌: ଅଭିଯୋଗ ପରେ ନୂତନ ପ୍ରଶ୍ନପତ୍ର ସେଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌ ହୋଇଛି। କେମେଷ୍ଟ୍ରି (ରସାୟନ ବିଜ୍ଞାନ) ଓ ଜୁଲୋଜି (ପ୍ରାଣୀ ବିଜ୍ଞାନ) ବିଷୟର ପ୍ରଶ୍ନପତ୍ର ଗୁରୁବାର ଲିକ୍‌ ହୋଇଥିବା ଅଭିଯୋଗ ହୋଇଛି। ହେଲେ ବିଶ୍ୱବିଦ୍ୟାଳୟ ପକ୍ଷରୁ କେମେଷ୍ଟ୍ରି ପେପର୍‌ ଲିକ୍‌…

ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ ପ୍ରାୟ…

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ଦୁଇ ଗରିବ୍‌ ପରିବାର

  ଜମନକିରା, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଅନେକ୍‌ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଦରକାରୀ କାଗଜପତର ଧରି ପଁଚେତ୍‌ନୁ ବ୍ଲକ ତକ୍‌…

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌ କରୁଛନ୍‌।…

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା ଡିଏଫ୍‌ଓ…

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?