ସମ୍ବଲପୁର

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ ଓ ଜିଲା ଓକିଲ ସଂଘ ପକ୍ଷରୁ କଚେରି ଛକରେ ଧାରଣା ଦିଆଯାଇଛି । ବିଚାରପତିମାନଙ୍କୁ…

ଅନ୍ତର୍ଜାତୀୟ ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ: ୪ ଗିରଫ

ସମ୍ବଲପୁର,୨୦।୧୨(ବ୍ୟୁରୋ)-ସମ୍ବଲପୁର ଜିଲା ପୋଲିସ ଶୁକ୍ରବାର ଏଟିଏମ୍‌ ଠକେଇ ରାକେଟ୍‌ର ପର୍ଦ୍ଦାଫାଶ କରିଛି। ଏଥିରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବିହାର ନନ୍ଦପୁରର ରାଜେଶ ପ୍ରସାଦ ସିଂ( ୩୭), ଗୟା ଜିଲାର ସ୍ବରୁଭ କୁମାର( ୨୭), ଶଶୀ ଭୂଷଣ କୁମାର(୨୦)…

ଖରିଫ୍‌ ଧାନ ଶସ୍ୟବୀମା ପ୍ରଦାନ ଦାବି: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଜମନକିରା,୧୯।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ମିଳିତ ଚାଷୀ ସଂଗଠନ ପକ୍ଷରୁ ଶସ୍ୟବୀମା ରାଶି ପ୍ରଦାନ ଦାବିରେ କୁଚିଣ୍ଡା ଉପଖଣ୍ଡରେ ଥିବା ୫୫ଟି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବା ନିଷ୍ପତ୍ତି ହୋଇଛି। ଏହିକ୍ରମରେ ଜମନକିରା ବ୍ଲକ୍‌ରେ ୨୧ଟିରୁ ଅଦ୍ୟାବଧି ୭ଟି ପଞ୍ଚାୟତ…

ସିଏଏକୁ ବିରୋଧ, ସମ୍ବଲପୁରରେ ବିକ୍ଷୋଭ

ସମ୍ବଲପୁର,୧୯।୧୨(ବ୍ୟୁରୋ): ସଂଶୋଧିତ ନାଗରିକତ୍ୱ ଆଇନ ସିଏଏ ଓ ଏନ୍‌ଆରସିକୁ ବିରୋଧ କରି ସମ୍ବଲପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭୀମ ଆର୍ମି ପକ୍ଷରୁ ଏହି ବିକ୍ଷୋଭ କରାଯାଉଛି। ଧନୁପାଲି ଥାନା ସୁନାପାଲି ଅଞ୍ଚଳରୁ ଏକ ରାଲି ବାହାରି ବୁଥାପଡ଼ାରେ ପହଞ୍ଚତ୍ଥିଲା। ବିନା ଅନୁମତିରେ…

ବଢ଼ତି ଭତା ପାଏବାରୁ ଦିବ୍ୟାଙ୍ଗ ବଁଚିତ୍‌

ଚିପିଲିମା, ୧୯।୧୨ (ଡି.ଏନ୍‌.ଏ.)- ରାଏଜ୍‌ ସରକାରକଁର ତରଫୁ ଦିବ୍ୟାଙ୍ଗମାନେ ବଢ଼ତି ଭତା ଟଁକା ପାଏବେ ବଲି ଘୋଷନା କରାଯାଇଛେ। ହେଲେ ସମ୍ବଲପୁର ଜିଲା ଧନକଉଡ଼ା ବ୍ଲକରେ ଇତାର ଉଲଟା ଦେଖ୍‌ବାକେ ମିଲୁଛେ। ଧନକଉଡ଼ା ବ୍ଲକ ଅଧୀନ କର୍ଡ଼ୋଲା ପଁଚେତ୍‌ରେ ଇତାର ଗୁଟେ…

ସମ୍ବଲପୁର ପୋଲିସର ଅଭିନବ ପଦକ୍ଷେପ: ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ

ସମ୍ବଲପୁର, ୧୮।୧୨ (ବ୍ୟୁରୋ)- ସମ୍ବଲପୁର ଜିଲାପାଳ ମହିଳାଙ୍କ ସୁରକ୍ଷା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରିଛ। ଅତ୍ୟାଧୁନିକ ବ୍ୟବସ୍ଥା ଥିବା ସ୍ବତନ୍ତ୍ର ମହିଳା ପିସିଆର୍‌ ଭ୍ୟାନ୍‌, ବାଇକ୍‌ର ଶୁଭାରମ୍ଭ କରାଯାଇଛି। ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ ବୁଧବାର ଏହାର…

ଧାନ ଅଭାବୀ ବିକ୍ରି: ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧୭।୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ବିକ୍ରି ସମସ୍ୟା ସମାଧାନ ନ ହେବାରୁ ପୁଣି ଚାଷୀମାନେ ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି । ସକାଳେ ଶତାଧିକ ଚାଷୀ ଅଇଁଠାପାଲି ଥାନା ବରେଇପାଲି ମାର୍କେଟ ଛକର ୫୫ ନଂ. ଜାତୀୟ ରାଜପଥକୁ ଅବରୋଧ କରିବା ସହ…

ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ

ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍‌ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ ପ୍ରକୃତି…

ରାହାଗିରିରେ ସୁସ୍ଥ, ସ୍ବଚ୍ଛ ସମ୍ବଲପୁର ବାର୍ତ୍ତା

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ସ୍ବଚ୍ଛ ଓ ସୁସ୍ଥ ସମ୍ବଲପୁର ସଚେତନତା ବାର୍ତ୍ତା ନେଇ ରବିବାର ସକାଳେ ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରିଂ-ରୋଡ ସମଲେଇ ମନ୍ଦିର ଛକରେ ଲୋକନୃତ୍ୟ, ଲୋକଗୀତ, ଲୋକବାଦ୍ୟ, ନାଟକ, ରଙ୍ଗୋଲି, ଚିତ୍ରାଙ୍କନ, ମାର୍ଶଲଆର୍ଟ ଓ ସୁନ୍ଦର ସ୍ବାସ୍ଥ୍ୟ…

ରଙ୍ଗବତୀ ଗୀତରେ ଝୁମିଲେ ଦର୍ଶକ

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ଅଇଁଠାପାଲି ପିଏଚଡି ପଡିଆଠାରେ ଚାଲିଥିବା ସମ୍ବଲପୁର ମହୋତ୍ସବ-୨୦୧୯ ରବିବାର ରାତିରେ ଉଦ୍‌ଯାପିତ ହୋଇଯାଇଛି । ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ଓ ପ୍ରୀତିନନ୍ଦା ମିଶ୍ରଙ୍କ କଣ୍ଠରୁ ରଙ୍ଗବତୀ ଗୀତ ଝରି ପଡିଥିଲା । ସାରା ବିଶ୍ୱରେ ଖ୍ୟାତି ଅର୍ଜନ…

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ ଜମନକିରା ଥାନା ବଲବସପୁର ନିତ୍ୟା ବଲୁଆଙ୍କ ପୁଅ ପିଙ୍କୁ (୧୨), କୁଚିଣ୍ଡା ଥାନା ଅନ୍ତର୍ଗତ…

ମୁହାଁମୁହିଁ ଧକ୍କା ହୋଇ ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌ ଜଳିଯିବା ଘଟଣା: ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ଯୁଯୁମୁରା ଥାନା ନିକଟରେ ଶନିବାର ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର ଓ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ୍‌ କରାଯାଇ ଅନ୍ୟ ଏକ ଟ୍ୟାଙ୍କର ବଦଳା ଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?