ଗୁଦୁରାପଡ଼ାରେ ଚେସ୍ ପ୍ରତିଯୋଗିତା: ବରିଷ୍ଠ ବିିଭାଗରେ ଅଭିଷେକ, କନିଷ୍ଠରେ ଚିରାଗ ବିଜେତା
ଜମନକିରା,୨୯।୭(ଡି.ଏନ୍.ଏ.):ସମ୍ବଲପୁର ଜିଲା ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଗୁଦୁରାପଡ଼ା ଆବାସିକ ବିଦ୍ୟାଳୟ ପରିସରରେ ଏକଦିବସୀୟ ଚେସ୍ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚେସ୍ ବା ଇନ୍ଡୋର ଖେଳ ପ୍ରତି ଆଗ୍ରହ ସୃଷ୍ଟି ସହ ପ୍ରୋତ୍ସାହନ ଦେବା ସକାଶେ ଭୋଜପୁର…
୮ବର୍ଷ ପରେ ମାଟିତଳୁ ମହିଳାଙ୍କ ଦେହାବଶେଷ ମିଳିବା ଘଟଣା : ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ସମ୍ବଲପୁର ଜିଲା ନନ୍ଦପଡ଼ାର ଜୟଶ୍ରୀ ମିଶ୍ରଙ୍କ ମୃତ୍ୟୁ ରହସ୍ୟ ୮ବର୍ଷ ପରେ ଝିଅ ବିଜୟିନୀଙ୍କ ଯୋଗୁ ପଦାକୁ ଆସିଛି। ହତ୍ୟା ପରେ ଜୟଶ୍ରୀଙ୍କୁ ପୋତି ଦିଆଯାଇଥିବା ତଦନ୍ତରୁ ଜଣାପଡ଼ିବା ପରେ ତାଙ୍କ ଦେହାବଶେଷ ଉଦ୍ଧାର କରାଯାଇ ହତ୍ୟା ଅଭିଯୁକ୍ତ…
ସୋନପୁର ପ୍ରିମିୟର ଫୁଟବଲ ଲିଗ: ଯତୀନ୍ ଫାଇଟର ଚାମ୍ପିୟନ
ସୋନପୁର,୨୮ା୭(ନି.ପ୍ର.):ଯତୀନ୍ ଫାଇଟର ସୋନପୁର ପ୍ରିମିୟର ଫୁଟବଲ ଲିଗ୍ ଚାମ୍ପିୟନ ହୋଇଛି। ସୋନପୁର ବୁଢି ସମଲେଇ ଫୁଟବଲ କ୍ଲବ ପକ୍ଷରୁ ସ୍ଥାନୀୟ କଲେଜ ପଡିଆରେ ଚାଲିଥିବା ଲିଗ୍ର ରବିବାର ଥିଲା ବହୁ ପ୍ରତିକ୍ଷିତ ଫାଇନାଲ ମ୍ୟାଚ୍। ଯତୀନ୍ ଫାଇଟର ଓ ସୁରେଶ୍ୱରୀ ୱାରିୟର୍ସ…
କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ
ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ । ବରଂ ଚାଷୀଙ୍କ ମନୋବଳ ଭାଙ୍ଗିବା ପାଇଁ ଚେଷ୍ଟା…
ଝିଅର ଆର୍ଟିଆଇ ତଥ୍ୟ ମା’ହତ୍ୟା ଘଟଣାର ଗୁମର ଖୋଲିଲା: ୮ ବର୍ଷ ପରେ ଖପୁରି ଉଦ୍ଧାର
ସମ୍ବଲପୁର, ୨୭।୭ (ବ୍ୟୁରୋ): ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ)ରେ ପିଏଚ୍ଡି କରୁଥିବା ଜଣେ ଛାତ୍ରୀ ସୂଚନା ଆଇନ ବଳରେ ତାଙ୍କ ମା’ଙ୍କ ନିଖୋଜ ନେଇ ଡିଜି ଅଫିସରୁ ତଥ୍ୟ ମାଗିବା ପରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।…
ଅବ୍ୟବସ୍ଥା ଘେରରେ ଭୀମ ଭୋଇ ସାମର୍ଥ୍ୟ ଶିବିର
କର୍ଲାମୁଣ୍ଡା,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରଶାସନର ଅବହେଳା ଯୋଗୁ ୫୦ରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ବ୍ୟକ୍ତି ଅନ୍ଲାଇନ ପଞ୍ଜୀକୃତ କରି ନ ପାରି ହଇରାଣ ହୋଇଥିବା ଦେଖିବାକୁ ମିଳିଛି।…
ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍
ଜମନକିରା, ୨୬। ୭ (ଡି.ଏନ୍.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା କେନ୍ଦ୍ରରୁ ୩ ଜଣ ଦୁର୍ବୃତ୍ତ ବନ୍ଧୁନ ମୁନରେ ୩୬ ହଜାର ଟଙ୍କା, ୩ ଟି…
୫ ମାସ ହେଲା ଅକାମୀ ହୋଇ ପଡ଼ିଛି କେସିଙ୍ଗା ରେଳଷ୍ଟେଶନର ନୂତନ କାର୍ଯ୍ୟାଳୟ, ଗେଟ୍: ଗମନାଗମନରେ ସମସ୍ୟା
କେସିଙ୍ଗା, ୨୬।୭ (ଡି.ଏନ୍.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ନୂତନ ମୁଖ୍ୟ କାର୍ଯ୍ୟାଳୟ ଓ କମ୍ପ୍ୟୁଟର ଗୃହ ଆଜକୁ ୫ମାସ ହେବ ଅକାମୀହୋଇ ପଡ଼ିରହିଛି । ଗତ ୨୦୧୬-୧୭ ଆର୍ଥତ୍କ ବର୍ଷରେ କେସିଙ୍ଗା ରେଳ ଷ୍ଟେଶନରେ ଆଧୁନିକ…
ମଦ ପିଇ ମା’ଙ୍କ ଜୀବନଗଲା, ପୁଅ ଗୁରୁତର
ବଡ଼ଗାଁ,୨୬।୭(ଡି.ଏନ୍.ଏ.): ରାଜ୍ୟରେ ମଦ ବିକ୍ରେତାଙ୍କୁ ପୁରସ୍କୃତ କରାଯିବା ପ୍ରସଙ୍ଗ ନେଇ ନବୀନ ସରକାରଙ୍କୁ ବିରୋଧୀ ସମାଲୋଚନା କରିଥିବାବେଳେ ମଦ ବିରୋଧୀ ସଂଗଠନ, ଗାଁ ଗହଳିର ମହିଳାମାନେ ଆନ୍ଦୋଳନ କରିଆସୁଛନ୍ତି। ତଥାପି ଲୋକେ ସଚେନତନ ହେଉନାହାନ୍ତି। ଫଳରେ ମଦ ଯୋଗୁ ଅନେକ ପରିବାର…
ବିଭିନ୍ନ ଦାବି ନେଇ କୋଶଲ ସେନାର ସ୍ମାରକପତ୍ର ପ୍ରଦାନ
ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲା କୋଶଲ ସେନା ପକ୍ଷରୁ ଶୁକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବରଗଡ଼ ଧନୁଯାତ୍ରାରେ ସମ୍ବଲପୁରୀ ଭାଷା ବ୍ୟବହାର, କୋଶଲାଞ୍ଚଳକୁ ମରୁଡ଼ି ଘୋଷଣା, ସମ୍ବଲପୁରୀ /କୋଶଲୀ ଭାଷାକୁ ସମ୍ବିଧାନର ଅଷ୍ଟମ ସୂଚୀରେ ସାମିଲ ଆଦି ଦାବି…
ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ବେହେରାଙ୍କ ବୁଡେନସ୍ଥିତ ଅଫିସ, ଘର,…
ଭତାରୁ ବଁଚିତ୍ ୧୫ ହକ୍ଦାର ହିତାଧିକାରୀ
କୋମନା,୨୬ା୭ (ଡି.ଏନ୍.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍କା ହକ୍ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍ ହେଇଥିବାର ଅଭିଯୋଗ ହେଇଛେ। ହିତାଧିକାରୀମାନେ ପଁଚେତ୍ରୁ ବ୍ଲକ ତକ୍ ଦରକାରୀ କାଗଜପତର ସଂଗେ ଭତାର ଲାଗି ଆବେଦନ…
Archives


