ସମ୍ବଲପୁର

ନିଷିଦ୍ଧାଞ୍ଚଳରେ ଫଟୋ ଉଠାଇ ଚର୍ଚ୍ଚାରେ ଅଭିନେତ୍ରୀ

ସମ୍ବଲପୁର,୧୬।୧୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ନିଷିଦ୍ଧାଞ୍ଚଳରେ ଫଟୋ ଏବଂ ଭିଡିଓ କରି ଫସିଯାଇଛନ୍ତି ଓଲିଉଡ୍‌ର ୩ ଅଭିନେତ୍ରୀ। ଏହି ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଭିଡିଓରେ ଥିବା ଏହି ଅଭିନେତ୍ରୀ ହେଲେ ପ୍ରକୃତି…

ରାହାଗିରିରେ ସୁସ୍ଥ, ସ୍ବଚ୍ଛ ସମ୍ବଲପୁର ବାର୍ତ୍ତା

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ସ୍ବଚ୍ଛ ଓ ସୁସ୍ଥ ସମ୍ବଲପୁର ସଚେତନତା ବାର୍ତ୍ତା ନେଇ ରବିବାର ସକାଳେ ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରିଂ-ରୋଡ ସମଲେଇ ମନ୍ଦିର ଛକରେ ଲୋକନୃତ୍ୟ, ଲୋକଗୀତ, ଲୋକବାଦ୍ୟ, ନାଟକ, ରଙ୍ଗୋଲି, ଚିତ୍ରାଙ୍କନ, ମାର୍ଶଲଆର୍ଟ ଓ ସୁନ୍ଦର ସ୍ବାସ୍ଥ୍ୟ…

ରଙ୍ଗବତୀ ଗୀତରେ ଝୁମିଲେ ଦର୍ଶକ

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ଅଇଁଠାପାଲି ପିଏଚଡି ପଡିଆଠାରେ ଚାଲିଥିବା ସମ୍ବଲପୁର ମହୋତ୍ସବ-୨୦୧୯ ରବିବାର ରାତିରେ ଉଦ୍‌ଯାପିତ ହୋଇଯାଇଛି । ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ଓ ପ୍ରୀତିନନ୍ଦା ମିଶ୍ରଙ୍କ କଣ୍ଠରୁ ରଙ୍ଗବତୀ ଗୀତ ଝରି ପଡିଥିଲା । ସାରା ବିଶ୍ୱରେ ଖ୍ୟାତି ଅର୍ଜନ…

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ ଜମନକିରା ଥାନା ବଲବସପୁର ନିତ୍ୟା ବଲୁଆଙ୍କ ପୁଅ ପିଙ୍କୁ (୧୨), କୁଚିଣ୍ଡା ଥାନା ଅନ୍ତର୍ଗତ…

ମୁହାଁମୁହିଁ ଧକ୍କା ହୋଇ ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌ ଜଳିଯିବା ଘଟଣା: ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ଯୁଯୁମୁରା ଥାନା ନିକଟରେ ଶନିବାର ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର ଓ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ୍‌ କରାଯାଇ ଅନ୍ୟ ଏକ ଟ୍ୟାଙ୍କର ବଦଳା ଯାଇଛି ।…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌: ୨ ଡ୍ରାଇଭର ଜୀବନ୍ତ ଦଗ୍ଧ

ସମ୍ବଲପୁର,୧୪।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ନଂ. ଯୁଯୁମୁରା ଥାନା ଛକ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର (ଓଡି ୫ ଏଚ୍‌- ୧୦୯୯) ସମ୍ବଲପୁରରୁ କଟକ ଆଡ଼କୁ ଯାଉଥିବା ବେଳେ…

ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ: ଯୁବକଙ୍କୁ କାବୁକରି ନିସ୍ତୁକ ମାଡ଼ ପରେ ପୋଲିସ ଜିମା

ସମ୍ବଲପୁର,୧୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଛକଠାରେ ଶୁକ୍ରବାର ଏକ ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ କଲେଜ ଛାତ୍ରୀଙ୍କୁ ନକଲି ବନ୍ଧୁକ ଦେଖାଇ ପ୍ରେମ ନିବେଦନ କରିଥିଲେ । ଉଭୟଙ୍କ କିଛି ସମୟ…

ନିର୍ମାଣ କାମ ପାଇଁ ୧୨ ଟ୍ରେନ୍‌ ବାତିଲ: କେତେକ ସମୟ ସାରଣୀରେ ପରିବର୍ତ୍ତନ

ସମ୍ବଲପୁର/ବାମରା,୧୨।୧୨ (ବୁରୋ/ଡି.ଏନ.ଏ.): ଦକ୍ଷିଣ ପୂର୍ବ ରେଲଓ୍ବେ ଚକ୍ରଧରପୁର ମଣ୍ଡଳ ଝାରସୁଗୁଡା ସେକ୍ସନ ବାମରା ଷ୍ଟେଶନରେ ଉନ୍ନୟନ କାମ ଓ ତୃତୀୟ ରେଳ ଲାଇନର ପ୍ରଗତି କାର୍ଯ୍ୟ ପାଇଁ ୧୨ଟି ଟ୍ରେନକୁ ବାତିଲ କରାଯାଇଛି। ଏହା ସହ କେତେକ ଟ୍ରେନର ସମୟ ସାରଣୀରେ…

୧୨ କି.ମି. ରାସ୍ତାକୁ ବନ ବିଭାଗ କଣ୍ଟା: ରୋହିତଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଦୁଇ ପଞ୍ଚାୟତବାସୀ

ନାକଟିଦେଉଳ,୧୧।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ରାଇଲ ଗ୍ରାମଠାରୁ କୁଡ଼ାନାଳୀ ଗ୍ରାମ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା କାମ ଅଟକିଛି। ବନ ବନ ବିଭାଗ ପୂର୍ତ୍ତ ବିଭାଗକୁ ଅନୁମତି ଦେଉନି। ଜାମୁଯୋରୀ ଏବଂ ଘୋଷରାମାଳ ପଞ୍ଚାୟତବାସୀ ଏ ନେଇ ବୁଧବାର…

ମହିଳାଙ୍କୁ ଗଣବଳାତ୍କାର ଘଟଣା:୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୦।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ଅଞ୍ଚଳର ଶିବ ଶଙ୍କର ନାଏକ(୨୫), ଡୋଲାମଣୀ ଭୋଇ (୩୦),…

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ଆଜି ଅର୍ଥାତ୍‌ ସୋମବାର କରାଯିବ। ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ…

ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?