ସମ୍ବଲପୁର

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି। ଗ୍ରାମରେ ପ୍ରତିଦିନ ଦେଶୀରନ୍ଧା ମଦ ବିକ୍ରୀ କରୁଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ପ୍ରାର୍ଦୁଭାବ ବୃଦ୍ଧି…

କଳାହାଣ୍ଡି ଜିଲା ଚିଠି: ଏକଦା ମରୁଡିପ୍ରବଣ ଜିଲା ଏବେ ବନ୍ୟାପ୍ରବଣ ଜିଲା

ମୌସୁମୀ ଆଉ ଆଗଭଳି ଠିକଣା ଗତିରେ ଆସୁନାହିଁ। ସାଧାରଣତଃ ଲଘୁଚାପଜନିତ ବର୍ଷା ହିଁ ହେଉଛି। ଲଘୁଚାପଜନିତ ଲଗାଣ ବର୍ଷା ବି ଆମ କର୍ତ୍ତୃତ୍ୱ ବାହାରେ। ଅନିୟମିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ। ଯାହାକୁ ଫ୍ଲାଶ୍‌…

ସଞ୍ଜୀବ ଅରୋରା ଆଇବି ଡିଆଇଜି

ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍‌ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ ଦାୟିତ୍ୱ ଦେବେ ସେ ନେଇ ଗୃହ ବିଭାଗରୁ ନିର୍ଦ୍ଦେଶ ଆସିନାହିଁ । ଅବଶ୍ୟ ଜଣେ…

ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ଯତ୍ନବାନ ହେବାକୁ ନିର୍ଦ୍ଦେଶ

ସୋନପୁର,୨୧।୭(ନି.ପ୍ର.) ମୋ ସ୍କୁଲ ଅଭିଯାନ, ଗାରିମା ପୁରସ୍କାର ଓ ସବୁଦିନ ଯିବା ସ୍କୁଲ କାର୍ଯ୍ୟକ୍ରମ ସମ୍ପର୍କରେ ସୋନପୁର ବ୍ଲକସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାରାଜା ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସମ୍ମିଳନୀରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର…

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ ହୋଇ ପାରିନାହିଁ। ଅପରପକ୍ଷରେ ଜୁନ ଓ ଜୁଲାଇ ମାସରେ ସ୍ବଳ୍ପ ବୃଷ୍ଟିପାତ ପରେ…

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ…

ପରକୀୟାପ୍ରୀତିରୁ ସିଙ୍ଗାରମୁଣ୍ଡା ଗାଁରେ ଯୁବକଙ୍କୁ ହତ୍ୟା, ୨ ଅଟକ

ବଡ଼ଗାଁ, ୨୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ସିଙ୍ଗାରମୁଣ୍ଡା ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ୯ଟାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଦଧି ସାରପଟିଆ(୩୮)। ଗୁରୁତର ଅବସ୍ଥାରେ ଦଧିଙ୍କୁ ବଡଗାଁ ଡାକ୍ତରଖାନାରେ…

ଆତ୍ମହତ୍ୟା କରିଥିବା ଯୁବଚାଷୀଙ୍କ ଘରେ: ପହଞ୍ଚତ୍ଲେ କୃଷି ଉପନିର୍ଦ୍ଦେଶକ

ବଲାଙ୍ଗୀର ଅଫିସ, ୨୦ା୭ ବର୍ଷାଭାବରୁ ଚାଷ ଉଜୁଡି ଯିବାରୁ ବଲାଙ୍ଗୀର ସଦର ବ୍ଳକ ବରକାନୀ ଗଁାର ଯୁବଚାଷୀ ଭକ୍ତବନ୍ଧୁ ଦଣ୍ଡସେନା ବିଷପାନ କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ା ଏଭଳି ଅଭିଯୋଗ ପରେ ଜିଲା କୃଷି ଉପନିର୍ଦ୍ଦେଶକ ଶ୍ରୀଧର ଦାସ…

ବଜ୍ରପାତରେ ୩ କୃଷି ଶ୍ରମିକ ଗୁରୁତର

ସରଣ୍ଡା,୨୦।୭(ଡି.ଏନ.ଏ) ବରଗଡ଼ ଜିଲାର ଅତାବିରା, ବରଗଡ଼ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତରେ ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଖଇରପାଲି ଗ୍ରାମର ୩ ମହିଳା କୃଷିଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ଏହି…

ହୃଦରୋଗ ଚିକିତ୍ସା ପାଇଁ ୪୩ ଶିଶୁ ଭୁବନେଶ୍ୱର ଗଲେ

ବରଗଡ଼ ଅଫିସ୍‌,୨୦।୭ ବରଗଡ଼ ଜିଲାର ୪୩ଜଣ ଶିଶୁଙ୍କୁ ହୃଦରୋଗ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଶ୍ରୀ ସାଇ ଜନନୀ କ୍ୟାମ୍ପସକୁ ପ୍ରେରଣ କରାଯାଇଛି । ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୬, ଝାରବନ୍ଧ ୫, ପାଇକମାଳ ୮, ଗାଇସିଲେଟ ୪,…

ଚିକିସତ୍ା ଲାଗି ଟଁକା ଅଭାବ୍‌:୩ ବଛର ହେଲା ଖଟେ ପଡ଼ିଛନ୍‌ ପକ୍ଷାଘାତ ରୁଗୀ

ଲାଠୋର, ୨୦ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ରୁକୁରାମ ତାଣ୍ଡି(୫୦)। ମାଏକିନା ନୃଜ୍ୟ, ଝି’ ଶିବାନୀ ଆର ପୁଓ ଲଲିତକେ ନେଇ ତାକର ପରିବାର। ଫିଦିନ୍‌ ଜଂଗଲୁ ଜାଲନି କାଠ୍‌ ଆନି ବିକାଭଂଗା କରି ଯାହା…

ମାନବିକତା ଦେଖାଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ: ଏନ୍‌ଆରସିରେ ଭରତି ହେବେ ଚନ୍ଦ୍ରକାନ୍ତ

ଲୋଇସିଂହା,୨୦।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଆର ତାକର ପୁଓ ଚନ୍ଦ୍ରକାନ୍ତକୁଁ ବିଙ୍ଗ ହ୍ୟୁମାନ ଫାଉନଣ୍ଡେସନ ସାହାଯ୍‌ର ହାତ ବଢ଼େଇଛେ। ଶୁକୁରବାର ସଂଗଠନର ସଦସିଅମାନେ ମା’ପୁଓକୁଁ ଉଧାର କରିଥିଲାବେଲେ ଚନ୍ଦ୍ରକାନ୍ତକୁଁ ଲୋଇସିଂହା ଡାକ୍‌ତରଖାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri