ସମ୍ବଲପୁର

ସମ୍ବଲପୁର ରେଳ ଡିଭିଜନ ଦେଶରେ ପ୍ରଥମ

ସମ୍ବଲପୁର,୧୭-୯(ବ୍ୟୁରୋ):ରେଳ ବୋର୍ଡ ୫୮ଟି ଦିଗକୁ ଆଧାର କରି ବିଭିନ୍ନ ରେଳ ମଣ୍ଡଳକୁ ମାର୍କ ଦେଇଛି। ଏଥିରେ ସମ୍ବଲପୁର ରେଳମଣ୍ଡଳ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ବିଭିନ୍ନ ଦିଗରେ କାର୍ଯ୍ୟ ଦକ୍ଷତାକୁ ନେଇ ରେଳ ବୋର୍ଡ ଏହି ଚୟନ କରିଛି। ଅଗଷ୍ଟ…

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା

ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ା ସୋମବାର ସକାଳୁ ଏହି ଗଁା ନିକଟ…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୧୭-୯:ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍‌ ତଥା ପୋକ୍‌ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ ବର୍ଷ…

ମଧ୍ୟାହ୍ନ ଭୋଜନ ଖାଇ ୨୨ ଛାତ୍ରୀଛାତ୍ର ଅସୁସ୍ଥ

ସମ୍ବଲପୁର/କୁଚିଣ୍ଡା,୧୬।୯ (ବ୍ୟୁରୋ/ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ଜରାବଗା ଗ୍ରାମ ପଞ୍ଚାୟତ ଚାଲଟିକ୍ରା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ୨୨ ଜଣ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କୁ କୁଚିଣ୍ଡା ଡାକ୍ତରଖାନାକୁ ନିଆଯାଇଥିଲା…

ରାଜ୍ୟରେ ପ୍ରଥମ:ପେପରଲେସ୍‌ ଅଭିଯୋଗ ଶୁଣାଣି

ସମ୍ବଲପୁର,୧୬।୯(ବ୍ୟୁରୋ): ସାଧାରଣ ଲୋକଙ୍କୁ ଅଭିଯୋଗ କରିବା ପାଇଁ ଆଉ ଜିଲାପାଳ ଅଫିସ, ବ୍ଲକ ଅଫିସ କିମ୍ବା ଅନ୍ୟାନ୍ୟ ଅଫିସକୁ ଯିବାକୁ ପଡିବ ନାହିଁ। ଏଣିକି ସେମାନେ ଅନ୍‌ଲାଇନ ମାଧ୍ୟମରେ ବ୍ୟକ୍ତିଗତ ହେଉ କିମ୍ବା ସାମୂହିକ ଅଭିଯୋଗ କରିପାରିବେ। ସୋମବାର ସମ୍ବଲପୁର ଜିଲାପାଳ…

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚାରାରୋପଣ

ଗୋଲାମୁଣ୍ଡା/କେଗାଁ,୧୫।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ତରଫରୁ ସ୍ଥାନୀୟ ଆଞ୍ଚଳକି ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ସଭାପତି ଗୋବିନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦାନ କରି…

ସମ୍ବଲପୁର ଜିଲା ଚିଠି: ଶିଳାନ୍ୟାସରେ ସୀମିତ ଶୀତଳଭଣ୍ଡାର

ସମ୍ବଲପୁର ଜିଲା ସମେତ ପଶ୍ଚିମ ଓଡ଼ିଶାର ୧୦ଟି ଜିଲାର ଚାଷୀମାନଙ୍କ ଉତ୍ପାଦିତ ଶସ୍ୟ,ପନିପରିବା ତଥା ବଜାର ସୁବିଧା ପାଇଁ ଏକ ମଡର୍ନ ଟର୍ମିନାଲ ନିର୍ମାଣ ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ। ଏଥିପାଇଁ ଅନୁଦାନ ଘୋଷଣା କରାଯାଇଥିଲା। ୨୦୧୪ରେ ମୁଖ୍ୟମନ୍ତ୍ରୀ ନବୀନ…

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବା ବେଳେ…

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା। ଘଟଣାସ୍ଥଳରେ…

ଜାତୀୟ ପ୍ରାଣୀ ରୋଗ୍‌ ନିରାକରନ୍‌ ସଚେତନତା କାଯ୍‌କରମ; ଦୁଇଗୁନା ହେବା ଚାଷୀକର ଆଏ: ପ୍ରଧାନମନ୍ତ୍ରୀ

ଚିପିଲିମା, ୧୨।୯ (ଡି.ଏନ୍‌.ଏ.): ରାଷ୍ଟ୍ରୀୟ ଫାଟୁଆ ବୃସେଲୀ ରୋଗ୍‌ର ନିରାକରନ୍‌ ଆରୁ କୃତ୍ରିମ ପ୍ରଜନନ୍‌ ଜରିଆରେ ଚାଷୀର ଆଏକେ ଦୁଇଗୁନା କରବାର ଲାଗି ଆଏଜ୍‌ ମଥୁରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକାର୍‌ପନ୍‌ ଉଛବ୍‌ କରିଥିଲେ। ଇ ଉଧେ ସମ୍ବଲପୁର ଜିଲା ଧନକଉଡ଼ା…

ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା,୧୧।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡିବ। ଏ ନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ବୁଧବାର ଶାସନ…

ଚାଷୀଙ୍କୁ ପାତରଅନ୍ତର ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

କୁଚିଣ୍ଡା,୧୧।୯(ଡି.ଏନ୍‌.ଏ.): ସମ୍ବଲପୁର ଜିଲ କୁଚିଣ୍ଡା ଉପଖଣ୍ଡସ୍ଥରୀୟ ମିଳିତ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦଡାକରା ଦିଆଯାଇଛି। ୨୦୧୮/୧୯ ବର୍ଷର ବାକିଥିବା ବୀମାରାଶି ଓ ଇନ୍‌ପୁଟ ସବ୍‌ସିଡିକୁ ନେଇ ସରକାରଙ୍କ ବୈମାତୃକ ମନୋଭାବ ତଥା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?