ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି
ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା ଜୁନ୍ ଓ ଜୁଲାଇ ମାସରେ ଅସ୍ବାଭାବିକ ବର୍ଷା ଯୋଗୁଁ ଏଥର ମରୁଡି ହେବାର…
ସରକାରୀ ଚିକିତ୍ସା ସାହାଯ୍ ଦାବି
ଲାଠୋର, ୧୯ା୭(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ବିର୍ତ୍ତିଆ ପଡ଼ାର କାଳିଆ ସୁନା। ସେ ଝନେ ନିହାତି ଗରିବ୍ ହେଇଥିଲାବେଲେ କେହେନ୍ସି ଗୁଟେ ରୋଗ୍ ଲାଗି ଘରେ ପଡ଼ି ରହିଛନ୍। ଏନ୍ତାଥି ପରିବାର ଲୋକ୍ ସରକାରୀ ଚିକିସତ୍ା ସାହାଯ୍…
ବର୍ଷା ଅଭାବରୁ ଚାଷ ଜମି ଫାଟିଲା
ବଡ଼ଗାଁ, ୧୮।୭ (ଡି.ଏନ.ଏ)-ବଡଗାଁ ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ସ୍ବାଭାବିକ ବର୍ଷା ଠାରୁ ଅତି କମ୍ ବୃଷ୍ଟିପାତ ଯୋଗୁ ମାଳ ଓ ଗୋଡା ଜମି ଫାଟି ଆଁ କଲାଣି। ବାହାଲ କିସମର କେତେକ ଖାଲୁଆ ଜମିରେ ସାମାନ୍ୟ ଆଦ୍ରତା ଥିଲାବେଳେ ଆଉ…
ମଦବିକ୍ରିକୁ ବିରୋଧ: ଏସ୍ଏଚ୍ଜି ମହିଳା ଥାନାର ଦ୍ୱାରସ୍ଥ
ମୁରିବାହାଲ, ୧୮।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବଡସାଇମରା ଗ୍ରାମ ପଞ୍ଚାୟତ ଅଧୀନ ଧୁମାମାଲ ଗ୍ରାମରେ ବ୍ୟାପକ ମଦ କାରବାର ଚାଲିଛି। ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗକୁ ଏ ନେଇ ଜଣାଇଲେ ମଧ୍ୟ କୌଣସି ମଦ ବିକ୍ର ବନ୍ଦ ହେଉନାହିଁ।…
୩ ମାସ ପରେ ମାଟିତଳୁ କଢ଼ାଗଲା ସ୍ବାମୀଙ୍କ ଶବ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ
ବରଗଡ଼ ଅଫିସ୍/ପଦ୍ମପୁର,୧୮।୭(ଡି.ଏନ.ଏ) ମୃତ୍ୟୁ ପରେ ପାରମ୍ପରିକ ରୀତିନୀତିରେ ଶବ ସଂସ୍କାର କରାଯାଇଥିଲା । ଶବକୁ ଚାରିକାନ୍ଧ ଦେଇ ଶ୍ମଶାନରେ ମାଟି ଖୋଳି ପୋତି ଯାଇଥିଲା । ମାତ୍ର ଘଟଣାର ୩ ମାସ ପରେ ଅର୍ଥାତ୍ ଗୁରୁବାର ମୃତକଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ…
କଥା ରଖ୍ଲା ବ୍ଲକ ପରଶାସନ: ଭିନ୍ନକ୍ଷମ ଭତା ପାଏଲେ ଭୂମିସୂତା
କୋକସରା, ୧୮ା୭(ଡି.ଏନ୍.ଏ): କୋକସରା ବ୍ଲକ କାଉଡ଼ୋଲା ଗାଁର ନୀଲାମ୍ବର ରାଉତକଁର ଦିବ୍ୟାଙ୍ଗ ଝି’ ଭୂମିସୂତା(୧୭)କୁଁ ବ୍ଲକ ପରଶାସନ ଦେଇଥିବାର ପରତିଶୁରତି ପାଲନ କରିଛେ। ଭୂମିସୂତା ଜନମୁ ଦିବ୍ୟାଙ୍ଗ ଥିଲାବେଲେ ଭିନ୍ନକ୍ଷମ ପରମାନପତର ଅଭାବୁ ସେ ଭତା ପାଏବାରୁ ବଁଚିତ୍ ହେଇ ରହିଥିଲେ।…
ସରକାରୀ ଯୋଜନା ବାଟବନା: ପରଶାସନିକ ଅବହେଲାର ଶିକାର ଗୁଞ୍ଜି ଚନ୍ଦନ
କେସିଙ୍ଗା, ୧୮।୭ (ଡି.ଏନ୍.ଏ): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ଭୂମିହୀନ, ବାସହୀନମାନକୁ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ସରକାରୀ ବାବୁମାନକର ଖାମ୍ଖିଆଲି ମନ୍ଭାବ ଲାଗି ଅନେକ୍ ଗରିବ୍ ଦୁଖି ଯୋଜନାର ଲାଭ ପାଏବାରୁ…
ଝି’ପୁଓର ପାଠ୍ପଢ଼ା ଲାଗି ଭିଖ୍ ମାଗୁଛନ୍ ବାପା
ଅତାବିରା, ୧୮।୭ (ଡି.ଏନ୍.ଏ): କେନ୍ଦ୍ର ଆର ରାଏଜ୍ ସରକାର ଶିକ୍ଷାରେ ସଂସ୍କାର ଆନବାର ଲାଗି ଅନେକ୍ ଯୋଜନା କାଯ୍କାରୀ କରୁଛନ୍। କେନ୍ଥେଇ ସଭେ ସୁବିଧାରେ ଭଲ ପାଠ୍ ପଢ଼ିପାରବେ ସେଥିର ଲାଗି ବେବସ୍ତା କରୁଛନ୍। ହେଲେ ଆଏଜ୍ ବି ଆମର ସମାଜରେ…
୧୧ କେଭି ବିଦ୍ୟୁତ୍ ତାରରେ ଲାଗି ଯୁବକଙ୍କ ଜୀବନ ଗଲା
ଗୁଡ଼ଭେଲା,୧୭।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍ ତାରରେ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଗଲପୁର ବ୍ଳକ ଅଧୀନ ଗୁଡୁରୁମୁଣ୍ଡା ଗ୍ରାମର…
ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ
ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି । କଳାହାଣ୍ଡି ଜିଲା ଧର୍ମଗଡ…
କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
ସମ୍ବଲପୁର,୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଓ ବିକ୍ରୟ କରିଥିବା ଧାନ ଟଙ୍କା ଚାଷୀଙ୍କୁ ଦେବା ଦାବିରେ ଏହି ଧାରଣା ଦିଆଯାଇଛି।
ଦେବଗଡ଼ରେ ଜବରଦଖଲ ଉଚ୍ଛେଦ ଜାରି
ଦେବଗଡ଼,୧୭।୭(ଡି.ଏନ୍.ଏ.): ଦେବଗଡ଼ ଜିଲା ପୌରାଞ୍ଚଳ ଅଧୀନ ସହରର ମୁଖ୍ୟ ମାର୍କେଟ ଡ୍ରେନ ଉପରେ ଥିବା ଦୋକାନ ଗୃହଗୁଡିକର ବୁଧବାର ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୂଚନାଯୋଗ୍ୟ,ଦୀର୍ଘ ବର୍ଷ ଧରି ବଡ଼ବଡ଼ ସ୍ଲାବ ପକାଇ ଡ୍ରେନଗୁଡିକୁ ଅବରୋଧ କରାଯାଇଥିଲା। ଏ ନେଇ ଜିଲା…
Archives


