ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା
ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ…
ଜଳୁଛି ପଶ୍ଚିମ ଓଡ଼ିଶା: ସମ୍ବଲପୁରରେ ତାତି ଛୁଇଁଲା ୪୨ ଡିଗ୍ରୀ
ଭୁବନେଶ୍ୱର,୧୫।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର ମଧ୍ୟ ପାରଦ ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ…
VSSUT ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ଜାରି କଲେ କର୍ତ୍ତୃପକ୍ଷ
ସମ୍ବଲପୁର,୧୪।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ପ୍ରିୟାଂଶୁ ପ୍ରକାଶ ବେହେରା(୧୯) ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଥିଲେ। ଛାତ୍ରଙ୍କ ମୃତ୍ୟୁ ପରେ ଭିସୁଟ୍ କର୍ତ୍ତୃପକ୍ଷ…
ହାତୀ ପାଇଁ ରାତି ଉଜାଗର
ସମ୍ବଲପୁର,୧୪।୩: ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ବନାଞ୍ଚଳ ଅଧୀନ ସୁନାତେନପାଲି ଗାଁରେ ଭୟର ବାତାବରଣ ଖେଳି ଯାଇଛି। ଗୁରୁବାର ରାତିରେ ସ୍ଥାନୀୟ ବନାଞ୍ଚଳରୁ ୨ଟି ହାତୀ ଗାଁକୁ ପଶି ଆସିଥିଲେ। ହାତୀକୁ ଦେଖି…
ହୀରାକୁଦ ଡ୍ୟାମରେ ଗାଧୋଇବା ବେଳେ ଭାସିଗଲେ VSSUT ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର
ସମ୍ବଲପୁରର,୧୩।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ସମୟରେ ବୁଡ଼ିଯାଇଛନ୍ତି। ମୃତକଙ୍କ ନାମ ପ୍ରିୟାଂଶୁ ପ୍ରକାଶ ବେହେରା (୧୯), ଢେଙ୍କାନାଳର ସଞ୍ଜୟ ବେହେରାଙ୍କ ପୁଅ।…
ଏଟିଏମ୍ ଲୁଟ୍ର ୨୪ଘଣ୍ଟା ଭିତରେ ଲୁଟେରା ଗିରଫ: ଚୋର କିଏ ଜାଣି ବ୍ୟାଙ୍କ ହେଲା ଆଶ୍ଚର୍ଯ୍ୟ
ସମ୍ବଲପୁର,୧୨ା୩(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି। ତାଙ୍କଠାରୁ ୧୯ ଲକ୍ଷ ୬୪ ହଜାର ୩୦୦ଟଙ୍କା, ଦୁଇଟି ମୋବାଇଲ ଫୋନ, ଗୋଟିଏ ସ୍କୃଡ୍ରାଇଭର ଜବତ କରାଯାଇଛି। ଲୁଟେରା ଏଟିଏମ୍ ପରିଚାଳନା ସଂସ୍ଥାର ବୈଷୟିକ କର୍ମଚାରୀ…
ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍କାଉଣ୍ଟର: ୨ ଅପରାଧୀ ଆହତ
ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ ମଧ୍ୟରୁ ଦୁଇଜଣ ଆହତ ହୋଇଥିବା ଖବର ମିଳିଛି। ଉଭୟଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି।…
‘କୋଶଳ’ ମନ୍ତବ୍ୟରେ ଜୟନାରାୟଣ ମିଶ୍ରଙ୍କୁ ସମାଲୋଚନା କଲେ ବିଜେଡି, କଂଗ୍ରେସ; ମୁଖ୍ୟମନ୍ତ୍ରୀଙ୍କୁ ମାଗିଲେ ଜବାବ
ଭୁବନେଶ୍ୱର,୯।୩: କୋଶଳ ଅଞ୍ଚଳର ଓଡ଼ିଶା ସହିତ ମିଶ୍ରଣକୁ ଏକ “ଐତିହାସିକ ଭୁଲ” ବୋଲି ବର୍ଣ୍ଣନା କରି ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏକ ନୂତନ ବିବାଦ ସୃଷ୍ଟି କରିଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ବିରୋଧୀ ଦଳ…
ଓଡ଼ିଶାରେ ମିଶିବା ଆମର ଭୁଲ: ଜୟନାରାୟଣ
ସମ୍ବଲପୁର,୮।୩(ଭବାନୀ ଶଙ୍କର ଭୋଇ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାରେ ମହିଳାଙ୍କୁ ଦ୍ୱିତୀୟ କିସ୍ତି ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ ଅଡିଟୋରିୟମରେ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଏବଂ ଗ୍ରାମ୍ୟ…
ଡେବ୍ରିଗଡ଼ର ୨ କି.ମି. ‘ଆଘାତ ପ୍ରତିରୋଧ ଅଞ୍ଚଳ’ ଘୋଷଣା
ସମ୍ବଲପୁର,୮ା୩(ପ୍ରମୋଦ ବହିଦାର): ଡେବ୍ରିଗଡ଼ ଅଭୟାରଣ୍ୟର ପ୍ରାୟ ୨ କିଲୋମିଟର ପରିମିତ ଅଞ୍ଚଳକୁ ‘ଆଘାତ ପ୍ରତିରୋଧ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟର ୧ କିଲୋମିଟର ପରିମିତ ଲେଖାଏ ଉଭୟ ଆଭ୍ୟନ୍ତରୀଣ ଓ ବାହ୍ୟ ଅଞ୍ଚଳକୁ ଏଥିସଂଲଗ୍ନ ପ୍ରାୟ ୬୮ଟି ଗ୍ରାମର…
ପାଟ୍ରୋଲିଂ ବେଳେ ଅଘଟଣ: ଫରେଷ୍ଟରଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଆଉ ତା’ପରେ…
ସମ୍ବଲପୁର,୬।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅଧୀନ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ପାଟ୍ରୋଲିଂ ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଫରେଷ୍ଟର ପ୍ରବୀଣ ସିଂହ ଗୁରୁତର ହୋଇଛନ୍ତି। ତାଙ୍କୁ ସାଥୀ କର୍ମଚାରୀମାନେ ଉଦ୍ଧାର କରି ସମ୍ବଲପୁର ସଦର…
ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶକୁ ଏନ୍କାଉଣ୍ଟର
ସମ୍ବଲପୁର,୪।୩( ପ୍ରମୋଦ ବହିଦାର): ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରର ରାସ୍ତାର ଲମ୍ଡୁଙ୍ଗରୀ ନିକଟରେ ମଙ୍ଗଳବାର ପ୍ରାତଃ ୫ଟା ୪୫ମିନିଟ ସମୟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ…
Archives


