ସମ୍ବଲପୁର

ଜଙ୍ଗଲକୁ ଛତୁ ଆଣିବାକୁ ଯିବା ହେଲା କାଳ: ଦନ୍ତାହାତୀ ଆକ୍ରମଣରେ ଯୁବକ ମୃତ

ବାଲିଶଙ୍କରା, ୧୫।୭ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବନରେଞ୍ଜର କିଞ୍ଚିରକେଲା ସେକ୍‌ସନ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୋମବାର ସକାଳେ ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଦନ୍ତାହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଛି।…

୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଘଟନା: ଅଷ୍ଟମୀକଁର ପାସେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୧୫ା୭(ଡି.ଏନ୍‌.ଏ): କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କୁସୁମଖୁଣ୍ଟି ଗଁାର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି। ସେ ଆଏଜ୍‌କେ ୧୭ ବଛର ହେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଗଲା ୭ ମାସ ହେଲା ସେ…

ଧାନ ନ ଉଠିବା ପ୍ରତିବାଦଧର୍ମଗଡରେ ଚାଷୀଙ୍କ ରାସ୍ତାରୋକୋ

ଧର୍ମଗଡ,୧୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଚଳିତ ରବି ଋତୁରେ ମଣ୍ଡି ଖୋଲିବା ଦିନଠାରୁ ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଆଜି ପର୍ଯ୍ୟନ୍ତ ସମସ୍ୟା ଚାଷୀଙ୍କ ପିଛା ଛାଡୁନି। ଧାନ ନ ଉଠିବା ପ୍ରତିବାଦରେ ଧର୍ମଗଡ଼ଠାରେ ଚାଷୀ ସୋମବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା…

ହରଭଙ୍ଗା ବ୍ଲକ: ଜଳିଗଲାଣି ପଲ୍‌ହାଘାରି, ଗଜାମରୁଡି ଆଶଙ୍କା

ପୁରୁଣାକଟକ,୧୫।୭ (ଡି.ଏନ.ଏ) : କେଉଁ ବର୍ଷ ମରୁଡି ତ କେଉଁ ବର୍ଷ ବନ୍ୟା । ଏଭଳି ଗତ ୩୦ ବର୍ଷ ଧରି ପ୍ରକୃତ ଦାଉ ସାଧୁଥିବାରୁ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାଷୀଙ୍କ ମେରୁଦଣ୍ଡ ଦୋହଲି ଯାଇଛି। ଏହି ବ୍ଲକର ଚାଷୀମାନେ…

ବାନ୍ଧକଳାକୁ ଗ୍ରାଫ ଡିଜାଇନ କରିବାରେ ସିଦ୍ଧହସ୍ତ ବିଦ୍ୟାବତୀ

ବରପାଲିି, ୧୫।୭ (ଡି.ଏନ.ଏ): ହସ୍ତତନ୍ତ ଓ ବିୟନଶିଳ୍ପରେ ଅନେକ କଳା ମଧ୍ୟରୁ ବାନ୍ଧକଳା ଅନ୍ୟତମ । ଏହି ଅନନ୍ୟ କଳାକୃତି ଓ ହସ୍ତତନ୍ତ ବୁଣା ସମ୍ବଲପୁରୀ ଶାଢ଼ୀ ପାଇଁ ବରଗଡ଼ ଜିଲା ବରପାଲି ବିଶ୍ୱ ବିଖ୍ୟାତ । ସମ୍ପ୍ରତି ରାଜ୍ୟ ଓ…

ଆଇସିୟୁ ଭଙ୍ଗାରୁଜା ଘଟଣା :ସ୍ବାସ୍ଥ୍ୟ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୫ା୭: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ପାରା ମେଡିକାଲ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ସୋମବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇ ଧାରଣ ଦିଆଯାଇଥିଲା ା ହସ୍‌ପିଟାଲ ପରିସରରେ ସକାଳ ୮ଟାରୁ ହୋଇଥିବା ଧାରଣାରେ ହସପିଟାଲର…

କାମରେ ଆସୁନି ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁରରେ ୨୦୧୫-୧୬ ଆର୍ଥିକ ବର୍ଷରୁ ନିର୍ମିତ ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର ଏବେ ଜନୈକ ବ୍ୟକ୍ତିଙ୍କ କବ୍‌ଜାରେ ରହିଥିବା ଅଭିଯୋଗ ହୋଇଛି। ସୋମବାର ମକୁନ୍ଦପୁର ଗ୍ରାମବାସୀ ଏ ନେଇ ଲିଖିତ ଭାବେ ପ୍ରାଣୀ ଚିକିତ୍ସା…

ବିଇଓଙ୍କ ଦ୍ୱାରସ୍ଥ ହେଲା ଶିକ୍ଷକ ସଂଘ

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ନିୟମିତ ଶିକ୍ଷକ ଓ ଜିଲା ପରିଷଦ ଶିକ୍ଷକ ଏ ଯାଏ ଜୁନ ମାସର ଦରମା ପାଇ ନାହାନ୍ତି। ଏଥିସହ ବିଇଓ କାର୍ଯ୍ୟାଳୟରେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଅସହଯୋଗ କରାଯାଉଛି। ଏହିସବୁ ଅଭିଯୋଗକୁ ନେଇ ସୋମବାର ବ୍ଲକ…

ଗ୍ରାହକ ସେବାକେନ୍ଦ୍ରରୁ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଗାଏବ, ବ୍ୟାଙ୍କ ଘେରାଉ

ନୂଆପଡ଼ା,୧୫।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ଗ୍ରାହକ ସେବା କେନ୍ଦ୍ର(ଏସ୍‌ବିଆଇ)ରେ ଗ୍ରାହକମାନଙ୍କ ଆକାଉଣ୍ଟରୁ ପରିଚାଳକ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ତେବେ ଟଙ୍କା ତୁରନ୍ତ ଫେରସ୍ତ କରିବାକୁ ଗ୍ରାହକମାନେ ସୋମବାର ଦାବି କରିବା ସହ…

ଅଜଣାଗାଡ଼ି ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜମନକିରା,୧୫।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ରବିବାର ରାତିରେ ଜଣେ ବାଇକଚାଳକଙ୍କ ଅଜଣାଗାଡ଼ି ଧକ୍କାରେ ମୃତ୍ୟୁ ଘଟିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି। ତେବେ…

ଜେଲ୍‌ କଲୋନୀ ମାର୍କେଟ କମ୍ପ୍ଲେକ୍ସ: ଖତ ଖାଉଛି, ନଜର ନାହିଁ

ବରଗଡ଼ ଅଫିସ,୧୫।୭:  ଆଶ୍ରୟ ନେବା ପାଇଁ ଜାଗାଟିଏ ମିଳୁନାହିଁ । ଫଳରେ ଲୋକେ ଖୋଲା ଆକାଶତଳେ ଜୀବନ ବିତାଉଛନ୍ତି । ଛୋଟ ବ୍ୟବସାୟ କରିବା ପାଇଁ ଦୋକାନଟିଏ ମଧ୍ୟ ମିଳୁ ନାହିଁ । ଏଥିପାଇଁ କାହାକୁ ହାତଗୁଞ୍ଜା ଦେବାକୁ ପଡ଼ୁଥିବାବେଳେ ଦୋକାନ…

ଛାତ୍ରୀ ନିବାସ ପରିସରରେ ୨୦୦ ଚାରା ରୋପଣ

ଭଟଲି,୧୫ା୭(ଡି.ଏନ.ଏ) ଭଟଲି ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟର ୟୁଜିସି ଛାତ୍ରୀ ନିବାସ ପରିସରରେ ରବିବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଶ୍ୟାମଲାଲ ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଛାତ୍ରୀ ନିବାସରେ ହୋଇଥିଲା । ପ୍ରତ୍ୟେକ ବର୍ଷ ଅତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri