ସମ୍ବଲପୁର

ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲା ସଦର ମହକୁମାରେ…

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର ଚୁଡ଼ାମଣି ପୁଟେଲଙ୍କ ୧୦ ବର୍ଷୀୟା ଝିଅ ସସ୍ମିତାଙ୍କ କ୍ଷେତ୍ରରେ। ଏଭଳି ଘଟଣା ଜଣାପଡ଼ିବା ପରେ…

ବାଇକକୁ ସ୍କାନ୍‌ଷ୍ଟିଲ ବସ୍‌ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ

ବଡଗାଁ, ୨୪।୭(ଡି.ଏନ୍‌.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି ପ୍ରାୟ ୮ଟାରେ ତୁଡାଲଗା ଗ୍ରାମର ସିମଲ ଜଗତ(୨୬) ଓ ରକି ବାରିକ(୨୫) ବାଇକ୍‌ରେ ବଡଗାଁରୁ…

ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ ଭତାର ଲାଗି ଅନେକ ଥର ପଁଚେତ୍‌ରେ ଆବେଦନ କରି ନିରାଶ ହେଇଥିଲେ। ଆଏଜ୍‌କେ ୫…

ବଲାଙ୍ଗୀର ଜିଲାପାଲକୁଁ ମୁଖ୍ୟମନ୍ତ୍ରୀକଁର ଟ୍ୱିଟ୍‍: ସମସିଆର ସମାଧାନ ଲାଗି ଦେଲେ ନିରଦେଶ

ଲାଠୋର, ୨୪।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର କଲୋନୀପଡ଼ା ଆର ପିପଲବାହାଲ ଗାଁର ଦୁଇଟା ଖବର ଗଲା ୧୯ ଆର ୨୦ ତାରିଖ୍‌ରେ ବାହାରିଥିଲା। ଇ ଖବର ଦୁଇଟାକେ ଗୁରୁତ୍‌ ଦେଇ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର…

ବିଜୁ ପକାଘର ଯୋଜନା ବାଟ୍‌ବନା:୧୦ ବଛର ହେଲା ଗୁହାଲ ପାଲଟିଛେ ଘର

ଦେଓଗାଁ,୨୪ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କୁଲୁତାପଡ଼ା ପଁଚେତ୍‌ରେ ରାଏଜ୍‌ ସରକାରକଁର ବିଜୁ ପକାଘର ଯୋଜନା ବାଟବନା ହେଇଥିବାର ଦେଖ୍‌ବାକେ ମିଲିଛେ। ଇ ପଁଚେତ୍‌ର ମୁଣ୍ଡପଲା ଗଁା ନୂଅଁା କଲୋନୀ ଅଏଁଲାପରାର ଝନେ ଲୋକ୍‌ ତାକର ପିଲାଛୁଆ ଧରି ଗାଈ,…

ଖବରଦାତାଙ୍କ ଉପରେ ହେଉଥିବା ଆକ୍ରମଣ, ଦୁର୍ବବ୍ୟବହାର ପ୍ରତିବାଦ: କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୩।୭(ଡି.ଏନ.ଏ.): ଖବରଦାତାଙ୍କ ଉପରେ ହେଉଥିବା ଆକ୍ରମଣ, ଦୁର୍ବବ୍ୟବହାର ପ୍ରତିବାଦରେ ମଙ୍ଗଳବାର କଳାହାଣ୍ଡି ଜିଲା କାର୍ଯ୍ୟରତ ଖବରଦାତାଙ୍କ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଏହି ଅବସରରେ ସେଠାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଉପସ୍ଥିତ ଖବରଦାତାମାନେ ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ଉପରେ…

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍‌ ସୁରୁଙ୍କୁ ଗିରଫ ପରେ…

ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼, ୨୩।୭ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ ଉଦ୍ଧାର କରିଛି। ନାବାଳିକାଙ୍କ ଅଙ୍ଗବସ୍ତ୍ର ନ ଥିବାରୁ ତାଙ୍କୁ ବଳାତ୍କାର ପରେ ଗଳା…

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ ଅଫିସରେ…

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରିଛନ୍ତି। ସକାଳ ପ୍ରାୟ ୮ଟାରୁ ବାହାରିଥିବା ଏହି ପ୍ରତିନିଧି ଦଳ ରାୟପୁର ଦେଇ ଦିଲ୍ଲୀରେ…

ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ: ୨୪ରେ ଦେବଗଡ଼ ବନ୍ଦ ଡାକରା

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଦେବଗଡ଼ ପୌରାଞ୍ଚଳ ମାର୍କେଟ ତଥା ବିଭିନ୍ନ ୱାର୍ଡରେ ପୌରପରିଷଦ ପକ୍ଷରୁ ହେଉଥିବା ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧକରି କିଛି ବ୍ୟବସାୟୀଙ୍କ ଦ୍ୱାରା ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଗତ ୧୯ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏ ନେଇ ଏକ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?