ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ
ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍ ସୁରୁଙ୍କୁ ଗିରଫ ପରେ…
ଜଙ୍ଗଲରୁ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ
ସୁନ୍ଦରଗଡ଼, ୨୩।୭ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରୁ ଜନୈକା ନାବାଳିକା (୧୬)ଙ୍କ ଗଳିତ ମୃତଦେହ ସୋମବାର ଅପରାହ୍ନରେ ପୋଲିସ ଉଦ୍ଧାର କରିଛି। ନାବାଳିକାଙ୍କ ଅଙ୍ଗବସ୍ତ୍ର ନ ଥିବାରୁ ତାଙ୍କୁ ବଳାତ୍କାର ପରେ ଗଳା…
ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍ଆଇ
ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ ଅଫିସରେ…
ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି
ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ କରିଛନ୍ତି। ସକାଳ ପ୍ରାୟ ୮ଟାରୁ ବାହାରିଥିବା ଏହି ପ୍ରତିନିଧି ଦଳ ରାୟପୁର ଦେଇ ଦିଲ୍ଲୀରେ…
ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ: ୨୪ରେ ଦେବଗଡ଼ ବନ୍ଦ ଡାକରା
ଦେବଗଡ଼,୨୨ା୭(ଡି.ଏନ୍.ଏ.): ଦେବଗଡ଼ ପୌରାଞ୍ଚଳ ମାର୍କେଟ ତଥା ବିଭିନ୍ନ ୱାର୍ଡରେ ପୌରପରିଷଦ ପକ୍ଷରୁ ହେଉଥିବା ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧକରି କିଛି ବ୍ୟବସାୟୀଙ୍କ ଦ୍ୱାରା ସ୍ଥାନୀୟ ଗୋପାଲଜୀ ମନ୍ଦିରରେ ଗତ ୧୯ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏ ନେଇ ଏକ ଅସ୍ଥାୟୀ…
ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି, ଅଂଶଗ୍ରହଣକରିବେ ୩୨ ପରେଡ ଦଳ
ଅମରପାଲି, ୨୩।୭(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରସ୍ଥିତ ମୈତ୍ରିସଦନଠାରେ ସୋମବାର ଅପରାହ୍ନରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଉପଜିଲାପାଳ ସୁବ୍ରତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ତହସିଲଦାର ଖଦାଳ ପାତ୍ର, ଏସଡିପିଓ ଧିରୋଜ…
ସରକାରୀ ମାନ୍ୟତା ମିଳିଲାନି: ବନ୍ଦ ହେଲାଭୀମଭୋଇ ସ୍ବାସ୍ଥ୍ୟକେନ୍ଦ୍ର
ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଉ ଡାକ୍ତର, ଫାର୍ମାସିଷ୍ଟ କିମ୍ବା ସ୍ବାସ୍ଥ୍ୟ କର୍ମଚାରୀ ଆସୁନାହାନ୍ତି। ଔଷଧ ମଧ୍ୟ ଆଉ…
ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ
ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ ସିଝୁଛି…
ଚମରାବାହାଲ ମାଲିଆ ହତ୍ୟାକାଣ୍ଡ , ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ବୌଦ୍ଧ,୨୩।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଅତିରିକ୍ତ ଜିଲା ଦୌରାଜଜ ସତ୍ୟନାରାୟଣ ଷଡଙ୍ଗୀ ଏକ ହତ୍ୟା ମାମଲାର ବିଚାର କରି ସୋମବାର ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବାସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେମାନେ ହେଲେ ମନମୁଣ୍ଡା ଥାନା…
ପାଉଚ ମଦରେ ନିଆଁ ଲଗାଇଲେ ମହିଳା
ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର ମଦ…
ପୋଲିସ ଇନ୍ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର
ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଥିଲେ। ଏହାର ୬ ଘଣ୍ଟା ନ ପୂରୁଣୁ ଏହି ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ…
ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍ ଆରୋହୀ ଗୁରୁତର
ଭବାନୀପାଟଣା,୨୨।୭ (ଡି.ଏନ୍.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି ଜଣେ ବାଇକ୍ ଆରୋହୀ ଗୁରୁତର ହୋଇପଡ଼ିଛନ୍ତି। ସେ ହେଲେ ମରାଜୋର ଗ୍ରାମର ଦିଲୁ କନ୍ଦପାନ(୪୦)।…

