ସମ୍ବଲପୁର

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଚାଷୀମାନେ ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବିହିତ ପଦକ୍ଷେପ ନେବାକୁ…

ପରିଣତ ବୟସରେ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୭- ନାଁ ତାଙ୍କର କୁଲରନ୍‌ ନାୟକ। ବରଗଡ଼ ଜିଲା ବରପାଲି ଏନଏସି ଅଧିନ ୱାର୍ଡ଼ ନଂ-୩ରେ ସେ ବର୍ତ୍ତମାନ ରହୁଛନ୍ତି । ପରିଣତ ବୟସରେ ସେ ଉପନୀତ। ତାଙ୍କୁ ୭୦ବର୍ଷ ବୟସ ଟପିଲାଣି। ଆହା କିମ୍ବା ସାହା କରିବାକୁ ତାଙ୍କ…

ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା

ବରଗଡ଼ ଅଫିସ୍‌,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍‌ପାଟ୍‌, ମାଡ଼ପିଟ୍‌ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ ସୋମବାର…

ପୋଲିସ ଇନ୍‌ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା

ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଛନ୍ତି। ମୃତକ ହେଲେ ବୋରପଦର ଗଁାର ଠିକାଦାର ରାଜେନ୍ଦ୍ର ସାହୁ। ଏହି ଘଟଣା…

ମହିଳାଙ୍କ ଉଦ୍ୟମରୁ ସମ୍ଭବ: ୧୭ବର୍ଷ ହେଲା ଖେମୁଣ୍ଡିଆମୁଣ୍ଡା ନିଶାମୁକ୍ତ

ସୋନପୁର,୨୨।୭: ଗାଁର ନା ଖେମୁଣ୍ଡିଆମୁଣ୍ଡା। ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ରେଙ୍ଗାଲି ପଞ୍ଚାୟତ ଅଧୀନ ଏହି ଗାଁ ବାରପାହାଡ ସଂରକ୍ଷିତ ଜଙ୍ଗଲପାର୍ଶ୍ୱରେ ଅବସ୍ଥିତ। ଲୋକସଂଖ୍ୟା ୩୦୦ରୁ ଊର୍ଦ୍ଧ୍ୱ। ଗ୍ରାମର ୯୦ପ୍ରତିଶତ ଲୋକ ଆଦିବାସୀ ସମ୍ପ୍ରଦାୟର। ସମସ୍ତେ ଗରିବ ଶ୍ରେଣୀର। ଚାଷ କାର୍ଯ୍ୟ,…

ଚାଷ ଜମି ଫାଟି ଆଁ କଲାଣି, ଗଜା ମରୁଡି ଆଶଙ୍କା

ବୌଦ୍ଧ,୨୨।୭(ସ୍ବ.ପ୍ର) ବୌଦ୍ଧ ଜିଲାରେ ବର୍ତ୍ତମାନ ବର୍ଷା ନ ଥିବାରୁ ଚାଷ ଜମି ଗୁଡିକ ଫାଟି ଆଁ କଲାଣି । ଏହାସହ ତଳି ଗୁଡିକ ମରିବାକୁ ବସିଲାଣି। ଦୁଇ ତିନି ଦିନ ମଧ୍ୟରେ ଭଲ ବର୍ଷା ନ ହେଲେ ଗଜା ମରୁଡି ହେବା…

କେନ୍ଦରା ସ୍ବରରେ ଜୀବନ

ଭବାନୀପାଟଣା, ୨୨ା୭(ଡି.ଏନ.ଏ.)-ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ କଳାକାର ପେନ୍‌ସନ ଯୋଜନା ପ୍ରଣୟନ କରାଯାଇଛି। ବୟସର ଅପରାହ୍ନରେ ପହଞ୍ଚତ୍ ଥିବା କଳାକାରଙ୍କୁ ଭତ୍ତା ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି। ହେଲେ ଆଜି…

ମାନବିକତାର ବାର୍ତ୍ତା ଦେଲେ ଯୁବ ସ୍ବେଚ୍ଛାସେବୀ: କୁଷ୍ଠରୋଗୀଙ୍କ ଘା’ ସଫା କଲେ

ବଲାଙ୍ଗୀର ଅଫିସ, ୨୨ା୭: ବଲାଙ୍ଗୀର ସୁଦପଡାସ୍ଥିତ କୁଷ୍ଠ କଲୋନୀରେ ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଡେସନ୍‌ର ସ୍ବେଚ୍ଛାସେବୀମାନେ ଏକ ମହତ୍‌ ସେବା କାର୍ଯ୍ୟ କରି ସମାଜକୁ ଏକ ଭିନ୍ନ ବାର୍ତ୍ତା ଦେବାକୁ ଚେଷ୍ଟା କରିଛନ୍ତି। ଫାଉଣ୍ଡେସନ୍‌ର ୧୫ ଜଣ ଯୁବ ସ୍ବେଚ୍ଛାସେବୀ ରବିବାର କୁଷ୍ଠ…

ବର୍ଷା ଅଭାବ, ଅଟକି ଯାଇଛି ରୁଆବିହୁଡା କାମ

ବିଜେପୁର, ୨୨।୭ (ଡି.ଏନ.ଏ) ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ବରଗଡ ଜିଲା ବିଜେପୁର ଅଞ୍ଚଳରେ ମରୁଡି ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଗଲାଣି । ଏଠାକାର ଚାଷୀ ବର୍ଷାଜଳ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ୧୧୦ ଖଣ୍ଡ ରାଜସ୍ବ ଗ୍ରାମରୁ ବଡବ୍ରାହ୍ମଣୀ…

ହେଲ୍‌ମେଟ୍‌, ନିରାପତ୍ତା ବେଲଟ୍‌ ଯାଞ୍ଚ:ଲୋକଙ୍କୁ ଫାଇନ୍‌: ପୋଲିସ କର୍ମଚାରୀଙ୍କୁ ଛାଡ଼

କୁତ୍ରା, ୨୧।୭ (ଡି.ଏନ.ଏ)-କୁତ୍ରା ଥାନା ସମ୍ମୁଖରେ ପୋଲିସ ପକ୍ଷରୁ ଦୁଇ ଚକିଆ ଯାନ ପାଇଁ ହେଲ୍‌ମେଟ୍‌ ଓ ଚାରିଚକିଆ ଯାନ ପାଇଁ ନିରାପତ୍ତା ବେଲଟ୍‌ ଯାଞ୍ଚ କରାଯାଉଥିଲା। ଯାଞ୍ଚବେଳେ ସାଧାରଣ ଜନତାଙ୍କଠାରୁ ଫାଇନ ଆଦାୟ କରାଯାଉଥିବାବେଳେ ପୋଲିସ କର୍ମଚାରୀ ଓ କୁତ୍ରା…

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି। ଗ୍ରାମରେ ପ୍ରତିଦିନ ଦେଶୀରନ୍ଧା ମଦ ବିକ୍ରୀ କରୁଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ପ୍ରାର୍ଦୁଭାବ ବୃଦ୍ଧି…

କଳାହାଣ୍ଡି ଜିଲା ଚିଠି: ଏକଦା ମରୁଡିପ୍ରବଣ ଜିଲା ଏବେ ବନ୍ୟାପ୍ରବଣ ଜିଲା

ମୌସୁମୀ ଆଉ ଆଗଭଳି ଠିକଣା ଗତିରେ ଆସୁନାହିଁ। ସାଧାରଣତଃ ଲଘୁଚାପଜନିତ ବର୍ଷା ହିଁ ହେଉଛି। ଲଘୁଚାପଜନିତ ଲଗାଣ ବର୍ଷା ବି ଆମ କର୍ତ୍ତୃତ୍ୱ ବାହାରେ। ଅନିୟମିତ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ। ଯାହାକୁ ଫ୍ଲାଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?