ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ
ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ ଘେରାଉ କରିବା ସହ ଜାତୀୟ ରାଜପଥରେ ଧାନ ବସ୍ତା ରଖି ଅବରୋଧ କରି…
ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର
ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି। ଏ ନେଇ ଦଫା ୨୧(ଖ)ରେ ଏକ ମାମଲା (ନଂ. ୨୩/୧୯) ରୁଜୁ କରାଯାଇଥିବାବେଳେ…
ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବିରୋଧୀ ଦଳ ନେତା
ଭବାନୀପାଟଣା,୩।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲ୍କୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଭବାନୀପାଟଣା ବିଧାୟକ ତଥା ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ…
ଧାନମଣ୍ଡି ବନ୍ଦ ନେଇ ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ
ଭବାନୀପାଟଣା,୩।୭(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ଗତ ରବିବାରଠାରୁ ଧାନମଣ୍ଡି ବନ୍ଦ ହୋଇଛି। ଏ ନେଇ ଧାନ ବିକ୍ରି କରିପାରି ନ ଥିବା ବହୁ ଚାଷୀ ଧର୍ମଗଡ଼ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିବା ଜଣାଯାଇଛି। ମଣ୍ଡି ଉପରେ ନିର୍ଭର କରୁଥିବା ବିକ୍ରମଗୁଡା, କେବେଡି, ଧର୍ମଗଡ, କାଶୀବାହାଲ,…
ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ
ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ ୨୫…
ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ
ବରଗଡ଼ ଅଫିସ୍,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ ବିବାହ କରିଥିବା ସ୍ବାମୀ ତାଙ୍କୁ ଛାଡ଼ି ପଳାଇଛନ୍ତି। ପ୍ରତାରଣା ଦେଇ ଖସି ପଳାଇଥିବା ସ୍ବାମୀଙ୍କୁ…
ଆକାଉଣ୍ଟ ହ୍ୟାକ୍ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ
ବରଗଡ଼ ଅଫିସ୍,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର ବ୍ୟାଙ୍କ…
ସରକାରୀ ସୁବିଧାରୁ ବଁଚିତ୍ କେଁଦୁପତର ବଁଧାଲି
ସିନାପାଲି, ୩।୭ (ଡି.ଏନ୍.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍ ବିତଉଥିବାର ଅଭିଯୋଗ ହେଉଛେ। ଇ କାମ୍ ଲାଗି ସେମାନେ ମାସାଧିକ୍ ଘରଦୁଆର ଛାଡ଼ି ରହୁଥିଲାବେଲେ ଫଡିରେ ସାଧାରନ୍…
ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍ କନ୍ଦର୍ପ
କେସିଙ୍ଗା, ୩।୭ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ କେନ୍ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍ତି ଟଁକା ପାଏବାର…
କିଡ଼୍ନୀ ରୋଗ୍ରେ ରୁଜ୍ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ
ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍ନୀ ରୋଗ୍ରେ ଆକ୍ରଁାତ ହେଇ ଦୁଇ କିଡ଼୍ନୀ ହରେଇଥିଲେ। ପୁଓର ଏନ୍ତା ଦୁଖ୍ ଦେଖି ମା’ ରେଖା ନିଜର…
ବଶିଷ୍ଠକୁଁ ଉଧାର କଲା ଡାକ୍ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍ତରଖାନାରେ ଭରତି
ଲୋଇସିଂହା,୩।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍ରେ ପୀଡ଼ିତ ଅଛନ୍। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ। ଇ ବାବ୍ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର…
କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା
ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି । ହେଲେ ନୂଆପଡ଼ା ଜିଲା ସଦର ମହକୁମାଠାରୁ ୮୦ କି.ମି. ଦୂର ଦୁର୍ଗମ…
Archives


