ଉଡ଼ାଇ ଦେବୁ….ସମ୍ବଲପୁର ଜିଲା ଜଜ୍ କୋର୍ଟରେ ବୋମା ଆତଙ୍କ, ବୋମା ସ୍କ୍ୱାଡ୍ ଓ ସନ୍ଧାନୀ କୁକୁର…
ସମ୍ବଲପୁର,୮।୧(ପ୍ରମୋଦ ବହିଦାର): ସକାଳୁ ସକାଳୁ ବୋମା ଧମକ । ସମ୍ବଲପୁର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଥିବା ନେଇ ସୂଚନା ରହିଛି । ସମ୍ବଲପୁର ଜିଲା ଜଜ୍ କୋର୍ଟରେ ବୋମା ଆତଙ୍କକୁ ନେଇ ଏକ ପ୍ରକାର ହଇଚଇ ସୃଷ୍ଟି ହୋଇଛି।…
ହୋଟେଲକୁ ମାଡ଼ିଗଲା ଟ୍ରାକ୍ଟର, ୨ ମୃତ
ସମ୍ବଲପୁର,୮ା୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଭାଲୁପାଲି ଛକରେ ବୁଧବାର ସନ୍ଧ୍ୟାରେ ଇଟା ବୋଝେଇ ଟ୍ରାକ୍ଟର ବିଜୁ ଏକ୍ସପ୍ରେସ୍ ୱେ(ରାଜ୍ୟ ରାଜପଥ-୧୦) ପାର୍ଶ୍ୱରେ ଥିବା ଏକ ହୋଟେଲକୁ ମାଡ଼ିଯାଇ ରାସ୍ତାପାର୍ଶ୍ୱସ୍ଥ ଡ୍ରେନରେ ଓଲଟି ପଡ଼ିଥିଲା। ଏଥିରେ ଟ୍ରାକ୍ଟର ଚାଳକଙ୍କ ସହ…
ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା
ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ…
ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ
ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶନିବାର ବିଳମ୍ବିତ ରାତିରେ ଭାଜପା ରାଜ୍ୟ ସଭାପତି…
ଛିଡ଼ା ହୋଇଥିବା ପାଉଁଶ ବୋଝେଇ ହାଇୱାକୁ ଧକ୍କା ଦେଲା କାର୍, ୩ ମୃତ
ସମ୍ବଲପୁର,୪।୧(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ NH-55 ନକ୍ସପାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ କାର୍ ପିଟି ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ଖବର ଅନୁସାରେ ଏକ ପାଉଁଶ…
ହୋଟେଲ ରୁମ୍ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…
ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍ଏସ୍ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ ପ୍ରାୟ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ଅନୁମାନ କରାଯାଉଛି। ଏହାସହ…
ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ
ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ ୬ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଅଇଁଠାପାଲି ପିଏଚ୍ଡି ପଡିଆରେ ହେବ। ମହୋତ୍ସବ ସକାଶେ ପ୍ରସ୍ତୁତି ପ୍ରାୟ…
ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି ଥାନା ପୋଲିସ ସହାୟତାରେ ତଦନ୍ତ କରି ଘଟଣାରେ…
ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ
ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଅହତମାନଙ୍କ…
ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର ଦେଖାଇବାକୁ…
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କର ସମ୍ବଲପୁର ଚାରଭାଟିରେ ଥିବା ଘର, ଅଫିସ, ବରଗଡ଼ରେ ନିଜର ଏକ ଦୁଇ…
ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍
ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍ ଯାଉଥିବା ବେଳେ ହଠାତ୍ ଆଗ ଚକ ଫାଟିଯିବାରୁ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଗାଡିରେ…

