ସମ୍ବଲପୁର

ବିଇଓଙ୍କ ଦ୍ୱାରସ୍ଥ ହେଲା ଶିକ୍ଷକ ସଂଘ

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ନିୟମିତ ଶିକ୍ଷକ ଓ ଜିଲା ପରିଷଦ ଶିକ୍ଷକ ଏ ଯାଏ ଜୁନ ମାସର ଦରମା ପାଇ ନାହାନ୍ତି। ଏଥିସହ ବିଇଓ କାର୍ଯ୍ୟାଳୟରେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଅସହଯୋଗ କରାଯାଉଛି। ଏହିସବୁ ଅଭିଯୋଗକୁ ନେଇ ସୋମବାର ବ୍ଲକ…

ଗ୍ରାହକ ସେବାକେନ୍ଦ୍ରରୁ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଗାଏବ, ବ୍ୟାଙ୍କ ଘେରାଉ

ନୂଆପଡ଼ା,୧୫।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ଗ୍ରାହକ ସେବା କେନ୍ଦ୍ର(ଏସ୍‌ବିଆଇ)ରେ ଗ୍ରାହକମାନଙ୍କ ଆକାଉଣ୍ଟରୁ ପରିଚାଳକ କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ତେବେ ଟଙ୍କା ତୁରନ୍ତ ଫେରସ୍ତ କରିବାକୁ ଗ୍ରାହକମାନେ ସୋମବାର ଦାବି କରିବା ସହ…

ଅଜଣାଗାଡ଼ି ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜମନକିରା,୧୫।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ରବିବାର ରାତିରେ ଜଣେ ବାଇକଚାଳକଙ୍କ ଅଜଣାଗାଡ଼ି ଧକ୍କାରେ ମୃତ୍ୟୁ ଘଟିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି। ତେବେ…

ଜେଲ୍‌ କଲୋନୀ ମାର୍କେଟ କମ୍ପ୍ଲେକ୍ସ: ଖତ ଖାଉଛି, ନଜର ନାହିଁ

ବରଗଡ଼ ଅଫିସ,୧୫।୭: ଆଶ୍ରୟ ନେବା ପାଇଁ ଜାଗାଟିଏ ମିଳୁନାହିଁ । ଫଳରେ ଲୋକେ ଖୋଲା ଆକାଶତଳେ ଜୀବନ ବିତାଉଛନ୍ତି । ଛୋଟ ବ୍ୟବସାୟ କରିବା ପାଇଁ ଦୋକାନଟିଏ ମଧ୍ୟ ମିଳୁ ନାହିଁ । ଏଥିପାଇଁ କାହାକୁ ହାତଗୁଞ୍ଜା ଦେବାକୁ ପଡ଼ୁଥିବାବେଳେ ଦୋକାନ…

ଛାତ୍ରୀ ନିବାସ ପରିସରରେ ୨୦୦ ଚାରା ରୋପଣ

ଭଟଲି,୧୫ା୭(ଡି.ଏନ.ଏ) ଭଟଲି ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟର ୟୁଜିସି ଛାତ୍ରୀ ନିବାସ ପରିସରରେ ରବିବାର ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଶ୍ୟାମଲାଲ ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଛାତ୍ରୀ ନିବାସରେ ହୋଇଥିଲା । ପ୍ରତ୍ୟେକ ବର୍ଷ ଅତି…

ଆଧୁନିକତା ଭିତରେ ହଜି ଯାଉଛେ ଶଗଡ଼ ଗାଡ଼ି

ଭବାନୀପାଟଣା,୧୫ା୭ (ଡି.ଏନ୍‌.ଏ.): ଆଧୁନିକତାର ଛାପ୍‌ରେ ଆମର ସଂସ୍କୃତି, ପରମ୍ପରାରେ ଅନେକ ପରିବରତନ ଦେଖ୍‌ବାକେ ମିଲୁଛେ। ଆଘ ଲୋକ୍‌ କୃଷି କାଯ୍‌ରେ ନଂଗଲ, ଶଗଡ଼ ଗାଡ଼ିର ବଡ଼ଭାରି ବେଭାର କରୁଥିଲେ। ହେଲେ ଆଧୁନିକ୍‌ ଯନ୍ତ୍ରପାତି ଆଏଲାଦିନୁ କୃଷି କାଯ୍‌ରେ ଖେତ୍‌ ଜୁତା, କାଦୋକରା,…

୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଅଷ୍ଟମୀ: ଅଭାବ ଅନାଟନରେ ଚେରମୂଲି ସାହାଭରସା

କୋକସରା, ୧୫ା୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କୁସୁମଖୁଣ୍ଟି ଗାଁର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି(୪୫)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜାନା ରୋଗ୍‌ରେ ଯୁଝୁଛନ୍‌। ହେଲେ ପରିବାରଟା ଅଭାବ ଅନାଟନରେ ପେସି ହେଉଥିଲାବେଲେ…

ପରଶାସନର ପରତିଶୁରତିକେ ୬ ମାସ ବିତଲା: ସରକାରୀ ସାହାଯ୍‌ ଆଶ୍‌ରେ ମଗଶିର

ବିନିକା ,୧୫।୭(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା-ରାମପୁର ମୁଖିଆ ରାସ୍‌ତାରେ ଗଲା ତା.୨୯.୧୨.୨୦୧୮ରେ ଗୁଟେ ବଡ଼ଭାରି ଦୁରଘଟନା ହେଇଥିଲା। ଇ ଦୁରଘଟନାରେ ସିଂଘିଯୁବା ପଁଚେତ୍‌ ଅଧୀନ ଅସୁରଗଡ଼ ଗଁାର ମଗଶିର ଭରାସାଗର(୨୮)କଁର ଭୁଜନି ହାତ୍‌ଗୋଡ଼ ଭାଂଗି ଯାଇଥିଲା। ପୀଡ଼ିତ ମଗଶିରକଁର…

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର ଡେପୁଟି…

ଶୌଚ ହେବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ, ବୃଦ୍ଧ ଗୁରୁତର

ଲୋଇସିଂହା, ୧୪।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଗାଣ୍ଡପଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଗୋକୁଳ ବାଗ(୬୫)। ତାଙ୍କୁ ପରିବାର ଏବଂ ଗ୍ରାମବାସୀ ଉଦ୍ଧାର କରି ବଲାଙ୍ଗୀର…

ରାଜବାଟୀ ଜଗନ୍ନାଥ ମନ୍ଦିର: ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ସୁନ୍ଦରଗଡ, ୧୪।୭ (ଡି.ଏନ୍‌.ଏ)-ସ୍ଥାନୀୟ ରାଜବାଟୀ ଜଗନ୍ନାଥ ମନ୍ଦିରରେ ଶ୍ରୀଜୀଉମାନଙ୍କ ସୁନାବେଶ ଶନିବାର ପବିତ୍ର ଦ୍ୱାଦଶୀତିଥିରେ ଆୟୋଜିତ ହୋଇଯାଇଛି । ବାହୁଡା ଯାତ୍ରା ପରେ ଗତ ରାତିରେ ଶ୍ରୀଜୀଉମାନଙ୍କ ମନ୍ଦିର ପ୍ରବେଶ ପରେ ଶନିବାର ମନ୍ଦିରରେ ଜୀଉମାନଙ୍କର ସୁନାବେଶ ଅନୁଷ୍ଠିତ ହୋଇଥିଲା। ଜୀଉମାନଙ୍କୁ…

ବୃଦ୍ଧାଙ୍କୁ ଗଣବଳାତ୍କାର ଘଟଣାରେ ୨ ଗିରଫ

ବଡ଼ଗାଁ, ୧୪।୭ (ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଇତମା ନିକଟ ଝାରମୁଣ୍ଡା ଗ୍ରାମରେ ଜନୈକା ବୃଦ୍ଧା (୬୫ବର୍ଷ)ଙ୍କୁ ୯ ତାରିଖ ଗଣ ବଳାତ୍କାର ହୋଇଥିଲା। ଏହି ଘଟଣାରେ ଶନିବାର ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଥାନାରେ ଏକ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?