ସମ୍ବଲପୁର

ନିର୍ଣ୍ଣାୟକ ଲଢ଼େଇ ନେଇ ଶ୍ରମିକଙ୍କ ପ୍ରସ୍ତୁତି

ରାଉରକେଲା ଅଫିସ,୧୪।୭ – ସୁନ୍ଦରଗଡ଼ ଜିଲାର ଅନ୍ୟତମ ପ୍ରମୁଖ ଘରୋଇ ଶିଳ୍ପ କାରଖାନା ଆଧୁନିକ ମେଟାଲିକ୍ସର ଭବିଷ୍ୟତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କାରଖାନାରେ ଏବେ ତାଲା ଝୁଲୁଛି। ଭବିଷ୍ୟତରେ ଏହାକୁ ଖୋଲାଯିବ ନା ନାହିଁ ସେ ନେଇ ସନ୍ଦେହ ସୃଷ୍ଟି…

ଗ୍ରାହକ ସେବା କେନ୍ଦ୍ରରେ କୋଟିଏ ଟଙ୍କା ଆତ୍ମସାତ: ହିତାଧିକାରୀମାନେ ଥାନାର ଦ୍ୱାରସ୍ଥ

ନୂଆପଡା ଅଫିସ,୧୪ା୭ – ଗ୍ରାହକମାନଙ୍କୁ ଦ୍ୱାର ମୁହଁରେ ବ୍ୟାଙ୍କ ସେବା ଯୋଗାଇ ଦେବାକୁ ଗ୍ରାମାଞ୍ଚଳରେ ଷ୍ଟେଟ ବ୍ୟାଙ୍କ ତରଫରୁ ଗ୍ରାହକ ସେବା କେନ୍ଦ୍ରଗୁଡିକ ସ୍ଥାପନ କରାଯାଇଛି । ହେଲେ ଲୋକଙ୍କ ଅଜ୍ଞତାର ସୁଯୋଗ ନେଇ କେନ୍ଦ୍ର ପରିଚାଳକ କୋଟି କୋଟି ଟଙ୍କା…

ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ : ଡାକ୍ତର ଅଭାବ, ଫାର୍ମସିଷ୍ଟ ଦେଖୁଛନ୍ତି ରୋଗୀ

ଜୁନାଗଡ,୧୪।୭(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଜୁନାଗଡ ବ୍ଲକବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଜୁନାଗଡ ସହରରେ ଏକ ଗୋଷ୍ଠୀ ସ୍ବାସ୍ଥ୍ୟସ୍ବାସ୍ଥ୍ୟ (ସିଏଚ୍‌ସି)ଓ ପିପିସି ରହିଥିବାବେଳେ ଚିଲଗୁଡାରେ ମଧ୍ୟ ଏକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ସେହିପରି ଗ୍ରାମାଞ୍ଚଳରେ…

ପାହାଡ଼ରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଲଖନପୁର,୧୩।୭(ଡି.ଏନ୍‌.ଏ.) – ଝାରସୁଗୁଡ଼ା ରେଙ୍ଗାଲି ଥାନା କଦମ୍ବଘାଟ ପାହାଡ଼ରୁ ଶନିବାର ପୋଲିସ ସନ୍ଦେହଜନକ ଅବସ୍ଥାରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ର ହେଲେ ବାଉଁସେନ୍‌ପାଲିର ଜ୍ଞାନ କଅଁରଙ୍କ ପୁଅ ସୁକାନ୍ତ (୧୫)। ଜ୍ଞାନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ…

ଟ୍ରାଫିକ୍‌ ନିୟନ୍ତ୍ରଣ,ବାଟ ପାଉନି ଜିଲା ପ୍ରଶାସନ

ଦେବଗଡ଼,୧୪।୭(ଡି.ଏନ.ଏ.) – ୧୯୯୪ ମସିହାରେ ଦେବଗଡ଼ ଜିଲା ଗଠନ ହୋଇଥିଲା ା ଇତିମଧ୍ୟରେ ୨୫ ବର୍ଷ ବିତିଛି ା ହେଲେ ପ୍ରଶାସନିକ ଅବହେଳା କାରଣରୁ ଏହି ଜିଲାର କୌଣସି ଆଖିଦୃଶିଆ ବିକାଶ ହୋଇପାରିନାହିଁ ା ରାଜନୈତିକ ବିଚାରଧାରାକୁ ବିଶ୍ୱାସ କରୁଥିବା ବ୍ୟକ୍ତିମାନେ…

ମନମୁଣ୍ଡାରେ ଟ୍ରାଫିକ ସମସ୍ୟା ଉତ୍କଟ, ବାଇପାସ୍‌ ରାସ୍ତା ଅଧାପନ୍ତରିଆ

ମନମୁଣ୍ଡା, ୧୪।୭ (ଡି.ଏନ.ଏ)- ମନମୁଣ୍ଡା ସହର ଦେଇ ଯାଇଥିବା ଏନଏଚ ୫୭ ଅଣ ଓସାରିଆ ହେତୁ ଟ୍ରାଫିକ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ନେଉଛି । ପୋଲିସ ରୀତିମତ ଡ୍ୟୁଟି କରୁଥିବା ସତ୍ତ୍ବେ ଯାନବାହନ ଯାଆସ କରିବାକୁ ଘଣ୍ଟା ଘଣ୍ଟା…

ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍‌

ବରଗଡ଼ ଅଫିସ୍‌,୧୪।୭ – ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ ସମସ୍ୟା ଏଡ଼ାଇବା ସହିତ ଲୋକଙ୍କ ଜୀବନ ରକ୍ଷା ଲକ୍ଷ୍ୟ ନେଇ ବରଗଡ଼ ଜିଲା ମୁଖ୍ୟ…

ଲୋକ ଅଦାଲାତ: ୧୨୫ ମାମଲାର ଫଇସଲା

ବରଗଡ଼ ଅଫିସ୍‌,୧୪।୭ – ବରଗଡ଼ ଜିଲାରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅନୁଷ୍ଠିତ ଉକ୍ତ ଲୋକ ଅଦାଲତରେ ୧୫୧୧ଟି ବିଭିନ୍ନ ମାମଲା ମଧ୍ୟରୁ ୧୨୫ଟି ମାମଲାର ଫଇସଲା କରାଯାଇ ସମୁଦାୟ ୧କୋଟି…

ଚିକିତ୍ସାଳୟରେ ଔଷଧିୟ ବୃକ୍ଷଚାରା ରୋପଣ

ବରଗଡ଼ ଅଫିସ୍‌,୧୪।୭ – ବରଗଡ଼ ସହର ଉପକଣ୍ଠ ନାଗେନପାଲିସ୍ଥିତ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ପରିସରରେ ଶନିବାର ଔଷଧିୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଊର୍ଦ୍ଧ୍ୱ ପ୍ରକାର ଔଷଧୀୟ ବୃକ୍ଷ ଚାରା ରୋପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ…

ପରିବେଶ ସୁରକ୍ଷା ଏକ ସାମଗ୍ରିକ ଦାୟିତ୍ୱ

ବଲାଙ୍ଗୀର ଅଫିସ, ୧୪ା୭ – ପରିବେଶ ସୁରକ୍ଷା ଜଣକର କାମ ନୁହେଁ ା ଏଥିପାଇଁ ଜନସହଭାଗିତା ଆବଶ୍ୟକ ା ଆମେ ଆମର ଉତ୍ତରପିଢ଼ୀ ପାଇଁ ପରିବେଶକୁ ହିଁ ଅକ୍ଷତ ଭାବେ ହସ୍ତାନ୍ତର କରିବାକୁ ହେବ ା ଏହା ହିଁ ହେବ ଆମ…

ପରିବେଶ ସନ୍ତୁଳନ ପାଇଁ ବୃକ୍ଷରୋପଣ ଜରୁରୀ

ଲୋଇସିଂହା,୧୩।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ୭୦ତମ ବନ ମହୋସତ୍ବ ଶନିବାର ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନ ଶିକ୍ଷୟିତ୍ରୀ ମେହେର ବାନୁଙ୍କ ଅଧ୍ୟକ୍ଷତା କରିଥିଲେ। ସଭାରେ ସ୍ଥାନୀୟ ରେଞ୍ଜ ଅଫିସର ରାଜକିଶୋର ନାଏକ…

ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା୧୩।୭(ଡି.ଏନ୍‌.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ ଠାରୁ ନାଟକୀୟ ଭାବେ ସୁନା ଗହଣା ଲୁଟ୍‌ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?