ଯୁବତୀଙ୍କୁ ପ୍ରତାରଣା ଅଭିଯୋଗ
ବଡ଼ଗାଁ, ୧୯।୬ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ୨୦୧୫ରୁ ଯୁବତୀଙ୍କ ସହିତ ଚାବୁରୀ ଗ୍ରାମର ସମୀର ସୁନାନୀଙ୍କ ପ୍ରେମ...
ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଋଣ ଘୋଟାଲା : ତଦନ୍ତ ଆରମ୍ଭ
ଭବାନୀପାଟଣା,୧୯ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ କୃଷିଋଣ ସମେତ ବିଭିନ୍ନ ପ୍ରକାର ଋଣ କରି କୋଟିଏରୁ ଅଧିକ ଟଙ୍କା ଆତ୍ମସାତ୍...
ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ
ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା ଅଭିଯୋଗରେ ୪ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି...
ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ
ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି । ଡାକ୍ତର...
ବିନା କାମ୍ରେ ସୂଚନା ଫଲକ
କୁଚିଣ୍ଡା, ୧୯।୬ (ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଁଚେତ୍ ଅଧୀନ ଲଇଗୁରା ଗଁାର ପାଏନ୍ ଖିଆ ବଁଧର ଉନ୍ନତିକରନ କାମ୍ ୪ ଲାଖ୍ ଟଁକା ଖରଚ ଅଟକଲରେ କରାଯାଉଛେ। ଇଆଡ଼େ ସରକାରୀ ନିୟମକେ ଦେଖ୍ଲେ ଜୁନ ୧୫ ଉତାରୁ ମାଟି...
ପଁଚେତ୍ରୁ ବ୍ଲକ ତକ୍ ଗୁହାରି କରି ନିରାଶ: ଆବାସ ଯୋଜନାରୁ ବଁଚିତ୍ ଟିକ ହରିଜନ
ଭବାନୀପାଟଣା/କଲମପୁର,୧୯।୬(ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ଅସାହାମାନକର ଲାଗି ଭିନେ ଭିନେ ଯୋଜନା ତିଆର କରି ଥଇଥାନ କରୁଛନ୍। ଇଥିରଲାଗି ସର୍ଭେ କରି ତାଲିକା ତିଆର କରୁଛନ୍। ହେଲେ ସର୍ଭେରେ ଭୁଲ ହେଉ କି ଯୋଜନା କାଯ୍କାରୀ...
ଆବାସ ଘର ସାତ୍ସପନ: ନଡ଼ାଛପର ଘରେ ବିତୁଛେ ଜୀବନ୍
ଅତାବିରା, ୧୯।୬ (ଡି.ଏନ.ଏ)- ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ନିଅଁାସିମାନକର ଲାଗି ଅବାସ ଯୋଜନା କାଯ୍କାରୀ କରୁଛନ୍। ହେଲେ ସର୍ଭେରେ ଭୁଲଭଟକା, ଯୋଜନା କାଯ୍କାରୀ କରୁଥିବାର ଅଧ୍କାରୀ, କରମ୍ଚାରୀକର ଖାମଖିଆଲି ମନଭାବ ଲାଗି ଅନେକ ହକ୍ଦାର...
ବଏସ୍ ୭୦: ଭତାର ଲାଗି ଫର୍ମ ଭରି ନିହାଲ
ଅତାବିରା, ୧୯।୬ (ଡି.ଏନ.ଏ): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଗଁାନୁ ସହର ତକ୍ ବାସ କରୁଥିବାର ବୁଢ଼ାବୁଢ଼ି, ବିଧବା, ଛାର୍ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ, ବଧୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍। ହେଲେ କେତେ ଜାଗାରେ ଅଧ୍କାରୀ,...
ବେଆଇନ ଜବରଦଖଲ: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଅମରପାଲି, ୧୮ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ତିଲେଇମାଲ ଗ୍ରାମବାସୀ ସୋମବାର ଗ୍ରାମର ବେଆଇନ ଜବରଦଖଲ ଉଚ୍ଛେଦ କରିବା ପାଇଁ ତହସିଲଦାରଙ୍କୁ ଦାବିପତ୍ର ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତିଲେଇମାଲ ମୌଜାକୁ ଲାଗି ଜଙ୍ଗଲ ଜମି ଅଛି...
ସରକାରୀ ସୁବିଧା ସୁଯୋଗରୁ ବଁଚିତ୍ ଦିବ୍ୟାଙ୍ଗ
ବରଗଡ଼ ଅଫିସ୍,୧୮।୬- ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଧୀନ ଲୌଡ଼ିଦରା ପଁଚେତ୍ର ଦିବ୍ୟାଙ୍ଗମାନକୁ ସରକାରୀ ସୁବିଧା ସୁଯୋଗ ଅପହଁଚ୍ ହେଇଥିବାର ଅଭିଯୋଗ ହେଇଛେ। ଏନ୍ତା ଅଭିଯୋଗ କରି ଅଂଚଲର ଦିବ୍ୟାଙ୍ଗମାନେ ଅସନ୍ତୋଷ ପରକାଶ କରିଛନ୍। ଇଥିରଲାଗି ସୋମବାର ସେମାନେ ବରଗଡ଼...
ସରକାରୀ ଯୋଜନା ସାତ୍ସପନ:କୁରିଆ ଘରେ ବିତୁଛେ ଅସାହା ଜୀବନ
ବରଗଡ଼ ଅଫିସ୍,୧୮।୬- ବରଗଡ଼ ଜିଲା ରାଜବୋଡ଼ାସମ୍ବର(ପଦ୍ମପୁର) ବ୍ଲକ ଘନାମାଲ ଗଁ।ର ହଲଧର ପ୍ରଧାନ। ପରିବାର କହେଲେ ମାଏକିନା ହରିପ୍ରିୟା ଆର ୩ ଛୁଆକୁ ନେଇ ତାକର ସଁସାର। ପରିବାରଟା ନିହାତି ଗରିବ ହେଇଥିଲାବେଲେ ଗଁ।ରେ ତାକର ଘରଦୁଆର ନଁ।ଇଁନ। ସେଥିରଲାଗି...
ସମସିଆ ଘେରରେ କନ୍ଧପଡ଼ାବାସୀ
ଅତାବିରା, ୧୮।୬ (ଡି.ଏନ.ଏ): ସରକାର ଛୁଆକର ଶିକ୍ଷା, ସୁଆସ୍ତିଅକେ ଗୁରୁତ୍ ଦେଇ ଗଁ। ଗଁଲିନୁ ସହର ତକ୍ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍। ଅଙ୍ଗନଓ୍ବାଡି କେନ୍ଦ୍ରମାନକେ ୩ରୁ ୬ ବଛର୍ର ଛୁଆକର ଲାଗି ସରକାର ପ୍ରାକ୍ ଶିକ୍ଷା, ଖେଲକୁଦ, ଉଷୋକଷା, ଡ୍ରେସ୍...
Archives


