ସମ୍ବଲପୁର

କଳାହାଣ୍ଡିରେ ବନ୍ଦ ହେଲା ସମସ୍ତ ଧାନମଣ୍ଡି

ଭବାନୀପାଟଣା,୧ା୭(ଡି.ଏନ୍‌.ଏ.): ଚଳିତ ରବିଋତୁରେ ଧାନ ସଂଗ୍ରହ ପାଇଁ ମେ’ ୨୫ରୁୁ ଆରମ୍ଭ ହୋଇଥିବା ସମସ୍ତ ମଣ୍ଡି ଜୁନ୍‌ ୩୦ରୁ ବନ୍ଦ ହୋଇଛି। ରବିବାର ସୁଦ୍ଧା କଳାହାଣ୍ଡି ଜିଲାର ୨୩ ହଜାର ୮୫୪ ଜଣ ଚାଷୀଙ୍କ ଠାରୁ ୨୨ ଲକ୍ଷ ୮୦ ହଜାର…

କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ

ସୋହେଲା,୧ା୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ଚକରକେନ୍ଦଠାରେ ରବିବାର ଅପରାହ୍ନରେ ଗାଡ଼ି ଧକ୍କାରେ ଶିକ୍ଷକ ଯଯାତି ସାହୁ(୫୫)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଓ ଅଭିଯୁକ୍ତଙ୍କ ଗିରଫ ଦାବିରେ ସୋମବାର ଲୋକେ ୬ ନଂ…

ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର

ନାକଟିିଦେଉଳ, ୧।୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨ ବର୍ଷର ପୁଅ ଆୟୁଷ ରଞ୍ଜନ ରାଉତ ଦେଶର ଦ୍ୱିତୀୟ ତଥା ରାଜ୍ୟର ସର୍ବକନିଷ୍ଠ ୱେବ୍‌…

ନୂଆ ଘରୋଇ ବସ୍‌ଷ୍ଟାଣ୍ଡ ଛେଳି ଗୁହାଳ

ବରଗଡ଼ ଅଫିସ୍‌,୧।୭: ବରଗଡ଼ ସହରର ନୂଆ ଘରୋଇ ବସ୍‌ଷ୍ଟାଣ୍ଡ ଉଦଘାଟନକୁ ୭ ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସେହି ବସଷ୍ଟାଣ୍ଡ ପରିସରରେ ବସ୍‌ର ଚକ ବି ଗଡ଼ିନାହିଁ । ଅନ୍ୟପଟେ ବସଷ୍ଟାଣ୍ଡଟି ଏବେ ଛେଳି ଗୁହାଳ ପାଲଟିଛି । କେବଳ ସେତିକି…

ପ୍ରୋତ୍ସାହନ ମିଳୁନି, ସଙ୍କଟରେ ଖପର କାରିଗର

ଜାମଟିକ୍ରା, ୧ା୭(ଡି.ଏନ.ଏ) ପଶ୍ଚିମ ଓଡିଶାରେ ଖପର ଘର ସଂଖ୍ୟା ଅଧିକ। ଏଥିପାଇଁ ଲୋକମାନେ ବର୍ଷା ଋତୁ ଆସିବା ପୂର୍ବରୁ ଖପର କିଣି ଛାତ ସଜାଡନ୍ତି। ଏହାକୁ ଦୃଷ୍ଟିରେ ରଖି କୁମ୍ଭାର ସମ୍ପ୍ରଦାୟର ଲୋକମାନେ ଖପର ତିଆରି କରୁଥିବାରୁ ତାକୁ କିଣିବା ପାଇଁ…

ଅନୁକୂଳ ପାଣିପାଗ: ଖରିଫ ଚାଷ ପାଇଁ ଚାଷୀ ତତ୍ପର

ଉଲୁଣ୍ଡା, ୧ା୭(ଡି.ଏନ.ଏ.)  ରୋହିଣୀ ତାତେ, ମୃଗଶିରା ମାତେ, ଆରଦ୍ରା କରେ ଛନ୍‌ ଛନ୍‌, ଚାଷୀ ବଇଲା ଚଷାନୀଲୋ ଇ ବଛର କେନନ ରଖମା ଧାନ। ବିଶ୍ୱାସ ଅନୁସାରେ ରୋହିଣୀ ନକ୍ଷତ୍ର (ମେ ୨୨- ଜୁନ ୭) ପ୍ରଚଣ୍ଡ ଖରାରେ ଧରାପୃଷ୍ଠକୁ ତତାଇ…

ବିପଦ ସଙ୍କୁଳ ତେଲ ନଦୀ ପୋଲ

ମନମୁଣ୍ଡା, ୨୯।୬ (ଡି.ଏନ.ଏ):ଦ୍ୱୈତ ସହର ମନମୁଣ୍ଡା-ସୋନପୁର ମଝିରେ ଥିବା ତେଲ ନଦୀ ପୋଲ ପଶ୍ଚିମ ଏବଂ ପୂର୍ବଦକ୍ଷିଣ ଓଡିଶାକୁ ଯୋଗ କରୁଥିବାବେଳେ ବର୍ତ୍ତମାନ ତାହା ବିପଦଶଙ୍କୁଳ ଅବସ୍ଥାରେ ରହିଛି । ଏହି ପୋଲ ୧୯୭୩ ମସିହାରେ ନିର୍ମିତ ହୋଇଥିଲା। ପ୍ରଖର ସ୍ରୋତା…

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ସ୍ବାମୀ

ଧର୍ମଗଡ଼,୩୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା କପୁରମାଳ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା କରିବାପରେ ସ୍ବାମୀ ନିକଟରେ ଥିବା ଏକ ଗଛରେ ଚଢିଯାଇ ଆତ୍ମହତ୍ୟା ଧମକ ଦେଇଛନ୍ତି। ମୃତ…

ଆଷାଢ଼ରେ ବୈଶାଖୀ ଖରା, ଗଜା ମରୁଡ଼ି ଆଶଙ୍କାରେ ଚାଷୀ

ଭବାନୀପାଟଣା, ୩୦ା୬(ଡି.ଏନ୍‌.ଏ.) : ଚଳିତବର୍ଷ ଜୁନ୍‌ ତୃତୀୟ ସପ୍ତାହ ବିଳମ୍ବରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ଆଜିପର୍ଯ୍ୟନ୍ତ ଭବାନୀପାଟଣାରେ ବର୍ଷା ହୋଇନାହିଁ। ପୂର୍ବରୁ କାଳବୈଶାଖୀ ତଥା ପ୍ରାକ୍‌ ମୌସୁମୀ ବର୍ଷା କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ହୋଇଥିବାରୁ ଚାଷୀମାନେ ଜମିରେ ହଳ…

ମଣ୍ଡିରେ ଧାନ, ଚିନ୍ତାରେ ଚାଷୀ

ସୋନପୁର, ୩୦।୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାର ବିଭିନ୍ନ ମଣ୍ଡିରେ ଚାଷୀଙ୍କ ଧାନ ପଡି ରହିଛି। ମିଲର୍ସମାନେ ଧାନ ଉଠାଉ ନାହାନ୍ତି। ଜିଲାର ଉଲୁଣ୍ଡା ବ୍ଲକର ଯାଲୋଏ, ଡୁଙ୍ଗୁରିପାଲି ବ୍ଲକର ଇଛାପୁର, ମାୟାବାର୍ହା, ସହଲା ଓ ବେହେରାମାଲ ମଣ୍ଡିରେ ହଜାର ହଜାର ଧାନ ବସ୍ତା ଖୋଲା…

ଗୋଲାମୁଣ୍ଡା ବ୍ଲକରେ ଭୁସ୍‌ଲି ପଡ଼ିଛେ ସ୍ବାସ୍ଥ୍ୟ ସେବା: ଚପ୍ରିଆ, ଉଛୁଲା ସ୍ବାସ୍ଥ୍ୟ କେନ୍ଦ୍ର ଡାକ୍‌ତର ଶୁଇନ୍‌

କେଗାଁ,୩୦ା୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୁଆସ୍‌ତିଅ ସେବା ଭୁସ୍‌ଲିଯାଇଛେ। ରାଏଜ୍‌ ସରକାର ବ୍ଲକର ୨୮ଟା ପଁଚେତ୍‌ରେ ବାସ କରୁଥିବାର ୧ ଲାଖ୍‌ ୨୯ ହଜାର ୪ଶହ ୯୯ ଝନ୍‌ ଲୁକ୍‌କୁ ନଜରରେ ରଖି ସୁଆସ୍‌ତିଅ ସେବାର ବେବସ୍‌ତା କରିଛନ୍‌।…

ଡିହ ମିଲିଛେ, ଘରଖଁଡ଼େ ଆଶ୍‌ରେ ୧୯ ବଛର

କେସିଙ୍ଗା, ୩୦।୬ (ଡି.ଏନ୍‌.ଏ): ଆମର ବିଧି ବେବସ୍‌ତା ଭାରି ଅଜବ୍‌। ସତେ ଯେନ୍‌ତା ଇଠାନେ ଭୁଲଭଟକାର ଲାଗି କେହି ଦାୟୀ ନୁହଁନ୍‌। କେନ୍‌ଠାନେ ଲୋକ୍‌ ନିଏ ପାଏବାର ଲାଗି ବଛର ବଛର ଯୁଝୁଛନ୍‌ ତ ଆର କିଏ ନିଜର ହକ୍‌ ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri