ସମ୍ବଲପୁର

ନଜୁଲ୍‌ ଆର୍‌ଆଇ ସର୍କଲରେ ବିଭିନ୍ନ ସମସ୍ୟା ନେଇ ଟାଉନ କଂଗ୍ରେସ ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୩।୬(ଡିଏନ୍‌ଏ): ଭବାନୀପାଟଣା ସହରସ୍ଥିତ କଳାହାଣ୍ଡି ତହସିଲର ନଜୁଲ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ବିଭିନ୍ନ ଅବ୍ୟବସ୍ଥା ନେଇ ଭବାନୀପାଟଣା ଟାଉନ କଂଗ୍ରେସ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଭବାନୀପାଟଣା ଟାଉନ କଂଗ୍ରେସ ସଭାପତି ନୀମାଞ୍ଚଳ ନାଏକଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି…

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର ମହାନଗର ଓ ସ୍ମାର୍ଟସିଟିର ମାନ୍ୟତା ଲାଭ କରିଛି। ୨୦୧୪ ନଭେମ୍ବର ୧୪ରେ ରାଜ୍ୟ ସରକାର…

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ)  ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ ହୋଇ ଗ୍ରାମର ଗରୁଡ ବାରିକ (୫୦), ଦାମିନୀ ମେହେର (୬୫), ଲଳିତ ମେହେର…

ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍‌ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୁବର୍ଣ୍ଣପୁର ଜିଲା ପୋଲିସ ଅଫିସ ତଥା ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଗୁପ୍ତେଶ୍ୱର ନିଜ…

ମାମୁଘରେ ଥିବା ବେଳେ ଗୁଳିକାଣ୍ଡରେ ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୨।୬: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ କଲମୀ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ରାକେଶ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ…

ସରକାରୀ ସାହାଯ୍‌ରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ୍‌

କୋକସରା, ୨୨।୬, (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ସୁବିଧା ଆର ତାହାକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର ଅବହେଲାର ଲାଗି ହକ୍‌ଦାର…

ଜୀବନ୍‌କେ ପାଏନ୍‌ ଛଡ଼େଇ ଭଂଗା ଘରେ ରହୁଛନ୍‌: ଆନନ୍ଦ ଲାଗି ସାତ୍‌ସପନ ଆବାସ ଘର

ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ଜାଗାରେ କେହେନ୍‌ସି କାରନ୍‌ରୁ ହକ୍‌ଦାର ହିତାଧିକାରୀ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ସେମାନେ ଦରକାରୀ କାଗଜପତର…

କଲ୍‌ବଲ୍‌ ହେଇ ବିତୁଛେ ଲକ୍ଷ୍ମୀକଁର ଜୀବନ୍‌

ଲୋଇସିଂହା,୨୨।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ିଦର ପଁଚେତ୍‌ ଅଧୀନ ନେଗିପାଲି ଗଁାର ଲକ୍ଷ୍ମୀ ପାଇକ(୭୦)। ତାକର ଦୁଇ ଆଏଁଖ୍‌ ଠିକ୍‌ସେ ନାଇଁ ଦିଶବାର। ଇଆଡ଼େ ବଛ୍‌ରେ ତଲେ ଆପ୍‌ନେ ଆରପାରକେ ଚାଲିଯାଇଛନ୍‌। ବୁର୍‌ଧା ଝନକ ନିସନ୍‌ତାନି ହେଇଥିବାର ଲାଗି ତାକର…

ଉଦ୍ଧବକୁଁ ସାହାଯ୍‌ର ହାତ ବଢ଼ାଲା ପରଶାସନ

ଲାଠୋର, ୨୨ା୬ (ଡି.ଏନ୍‌.ଏ) :  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍‌ ଅଧୀନ କହ୍ନେଇଛାପର ଖଇରାପଡ଼ାର ପକ୍ଷାଘାତ ରୁଗୀ ଉଦ୍ଧବ ଭୋଇ(୫୨)କୁଁ ବ୍ଲକ ପରଶାସନ ସାହାଯ୍‌ର ହାତ ବଢ଼େଇଥିବାର ଜନାପଡ଼ିଛେ। ସୂଚନା ଅନ୍‌ସାରେ ଉଦ୍ଧବ ଗଲା ୬ ବଛର ତଲେ…

ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି

ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍‌ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ସେନା ଅଧିକାରୀ ତଥା ଗୋପାଲଜୀ ଯୋଗାଳୟର ଉପଦେଷ୍ଟା ମଧୁସୂଦନ ପୂଜାରୀ ମୁଖ୍ୟଅତିଥି…

ଗଛରେ ପିଟି ହେଲା ବୋଲେରୋ: ଜଣେ ମୃତ, ୪ ଗୁରୁତର

ଧର୍ମଗଡ,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନିଠାରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ବୋଲେରୋ ଗଛରେ ପଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ…

ପାଟଣାଗଡ଼ ଶିଶୁମନ୍ଦିରରେ ଯୋଗ ଦିବସ

ପାଟଣାଗଡ଼,(ଡି.ଏନ୍‌.ଏ.): ପାଟଣାଗଡ ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ଶିକ୍ଷକ ପ୍ରଦୀପ ସିଂ ବାବୁଙ୍କ ନେତୃତ୍ୱରେ ବିଦ୍ୟାଳୟର ୯୦୦ ଜଣ ଛାତ୍ରୀ ଛାତ୍ର ଏକତ୍ର ହୋଇ ଯୋଗାଭ୍ୟାସ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଓଁକାର ନାଥ ମେହେର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri