ସମ୍ବଲପୁର

ମୁରିବାହାଲ ବ୍ଲକରେ ୩ବର୍ଷ ହେଲା ମରୁଡି ପରିସ୍ଥିତି: ତହସିଲଦାରଙ୍କୁ ଫେରାଦ ହେଲେ ଫସଲ ବୀମାରୁ ବଞ୍ଚିତ ଚାଷୀ

ମୁରିବାହାଲ, ୨୫।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳରେ କ୍ରମାଗତ ୩ବର୍ଷ ହେଲା ମରୁଡି ପରିସ୍ଥିତି ଦେଖା ଦେଇଛି। ବ୍ଲକରେ ୨୨ଟି ପଞ୍ଚାୟତ ଥିବା ବେଳେ କେବଳ ୧୦ପଞ୍ଚାୟତର ଚାଷୀଙ୍କୁ ଫସଲ ବୀମା ଯୋଜନାରେ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୧୨ପଞ୍ଚାୟତର…

ବହୁ ବାଦବିବାଦ ପରେ ଖୋଲିଲା ଭବାନୀପାଟଣାର ବିମଳା କନ୍‌ଭେଣ୍ଟ ସ୍କୁଲ

ଭବାନୀପାଟଣା,୨୫।୬(ଡି.ଏନ୍‌.ଏ): ଅହେତୁକ ଫି ବୃଦ୍ଧି, ବିଦ୍ୟାଳୟ ମୌଳିକ ଭିତ୍ତିଭୂମିର ବିକାଶ ନେଇ ଭବାନୀପାଟଣାର ବିମଳା କନ୍‌ଭେଣ୍ଟ ସ୍କୁଲର ପରିଚାଳନା କମିଟି ଓ ଅଭିଭାବକମାନଙ୍କ ମଧ୍ୟରେ ଚାଲିଆସିଥିବା ଦୀର୍ଘ ଦୁଇ ମାସର ଅସନ୍ତୋଷ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର ହସ୍ତକ୍ଷେପ ଫଳରେ…

କଳାହାଣ୍ଡିରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୨୫।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଜିଲା ଓକିଲ ସଂଘ ବିଗତ ସାତ ବର୍ଷ ହେଲା ଆନ୍ଦୋଳନ ଚଳାଇଆସିଛି। ଏ ନେଇ ମଙ୍ଗଳବାର କଳାହାଣ୍ଡି ଓକିଲ ସଂଘ ସଭାପତି ଭବେନ୍ଦ୍ର ପଣ୍ଡା, ସମ୍ପାଦକ ଅଶ୍ୱିନୀ ଦାଶଙ୍କ ନେତୃତ୍ୱରେ ପୂର୍ବତନ…

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା ମୁଖ୍ୟ ବଜାର ଜନତା ନିବାସ ଗଳିରେ ପ୍ଲାଣ୍ଟସାଇଟ ପୋଲିସ ପକ୍ଷରୁ ଚଢ଼ାଉ ସମୟରେ…

ଘର ଖଁଡ଼େ ତିଆରିବାରେ ଅକ୍ଷମ:ଭଂଗା କୁରିଆରେ ୨ ଅସାହା ପରିବାରର

  କେସିଙ୍ଗା, ୨୫।୬ (ଡି.ଏନ୍‌.ଏ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କଶୃପଡ଼ା ପଁଚେତ୍‌ ସୁକୁନାଭଟା ଗଁାର ଦୁଇ ଭାଇ ଖଗେଶ୍ୱର ନାଏକ(୩୫) ଆର କାତ୍ତିକ ନାଏକ(୩୨)। ଉଭଏ ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ଝାଟି ମାଟିର କୁରିଆରେ ତାରପଲିନ ଢାପି ଦୁଇ…

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର କଟା। ଆଏଜ୍‌କେ ଦୁଇଶହ ବଛର୍‌ ଭରନା ହେଇଥିବାର ଇ ୧୫୩ ଏକର କଟା ଇହାଦେ…

ଅଲପ୍‌ ବରଷାରେ ଦର୍‌ହ ପାଲଟୁଛେ ପଢ଼ାକୁଠି: ବାରନ୍‌ଡାରେ ପାଠ୍‌ ପଢ଼ୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ସରକାରୀ ନୂତନ ଉପ୍ରା ବିଦ୍ୟାଲୟ। ଅଲପ ବରଷାରେ ବି ସ୍କୁଲର ପଢ଼ାକୁଠିମାନକେ ପାଏନ୍‌ ଗଲୁଛେ। ଯେନ୍‌ଥିରଲାଗି ଛାତ୍ରୀଛାତ୍ର, ଶିକ୍ଷକ ନାନା ସମସିଆର ସାମନା କରବାର ସଂଗେ…

ସ୍କୁଲ ବାରନ୍‌ଡାରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ସରକାର ଗଁ। ଗଁଲିରୁ ସହରତକ୍‌ ସବୁ ଜାଗାରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। ଗୁଟେ କେନ୍ଦ୍ରରେ ମୁଖିଆ ଘର ସମେତ ରଁଧାଘର, ଶୌଚାଲୟ, ପିଇଲା ପାଏନ୍‌ ସୁବିଧାର ଲାଗି ନଲ୍‌ଚୁଅଁା, ସୁବିଧା ଥିଲେ ବିଦ୍ୟୁତ୍‌ ସଂଯୋଗର ବେବସ୍‌ତା କରାଯାଉଛେ।…

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଉଜ୍ଜ୍ୱଳମଣୀ ବାଗଙ୍କୁ ପୋଲିସ ଗିରଫ କରିଛି। ସୋମବାର ଟିଟିଲାଗଡ ଥାନା ପରିସରରେ…

ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଭଟ୍‌ଲି: ୨୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅଞ୍ଚଳର…

ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ…

୫ବର୍ଷର ଶିଶୁପୁତ୍ରଙ୍କୁ ହତ୍ୟା କଲେ ପିତା

ସୁନ୍ଦରଗଡ଼,୨୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲାର ବନ୍ଧମୁଣ୍ଡା ଥାନା ଆର୍‌ଏସ କଲୋନୀରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ୫ ବର୍ଷର ପୁଅଙ୍କୁ ଛୁରୀ ଭୁଷି ହତ୍ୟା କରିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଏହା ଚାଞ୍ଚଲ୍ୟ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri