ସମସିଆ ଘେରରେ କନ୍ଧପଡ଼ାବାସୀ
ଅତାବିରା, ୧୮।୬ (ଡି.ଏନ.ଏ): ସରକାର ଛୁଆକର ଶିକ୍ଷା, ସୁଆସ୍ତିଅକେ ଗୁରୁତ୍ ଦେଇ ଗଁ। ଗଁଲିନୁ ସହର ତକ୍ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍। ଅଙ୍ଗନଓ୍ବାଡି କେନ୍ଦ୍ରମାନକେ ୩ରୁ ୬ ବଛର୍ର ଛୁଆକର ଲାଗି ସରକାର ପ୍ରାକ୍ ଶିକ୍ଷା, ଖେଲକୁଦ, ଉଷୋକଷା, ଡ୍ରେସ୍ ଆର…
ବୁଢ଼ାବୁଢ଼ି ଭତା ପାଏଲେ କୁଆଦେଇ
ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାର ୮୩ ବଛ୍ରିଆ ବିଧବା ବୁଢ଼ି କୁଆଦେଇକୁଁ ଶେଷେ ଲାଠୋର ପଁଚେତ୍ ପରଶାସନ ଭତା ଟଁକା ଦେଇଛେ। ଆପ୍ନେର ମୁର୍ତୁ ଉତାରୁ ସେ ଲାଠୋରରେ ଥିବାର ନିଜର ବିଧବା ଝି’…
ସାହାଯ୍ ଆଶ୍ରେ ପକ୍ଷାଘାତ ରୁଗୀ
ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍ ଅଧୀନ କହ୍ନେଇଛାପର ଗଁ।ର ଖଇରାପଡ଼ା। ଇ ପଡ଼ାରେ ଆଦିବାସୀ ସମାଜର ଉଦ୍ଧବ ଭୋଇ(୫୨)କଁର ଘର। ମାଏକିନା ବତୀ ଭୋଇ ଆର ଝି’ ପ୍ରେମଶୀଳାକେ ନେଇ ତାକର ସୁଖର ସଁସାର। ଜମିବାଡ଼ି…
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା
ଉଲୁଣ୍ଡା, ୧୭ା୬(ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରଠାରେ ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ସୋମବାର ସମ୍ପନ୍ନ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁସାରେ ସକାଳ ୫ଟାରେ ଦ୍ୱାରଫିଟା, ୫ା୩୦ଟାରେ ଦ୍ୱାରପାଳ ପୂଜା…
ନିଜସ୍ବ ଅର୍ଥରେ ଲୋକେ ଖୋଳିଲେ ଜଳାଶୟ
ଟିକ୍ରାପଡା, ୧୭ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଟିକ୍ରାପଡା ପଞ୍ଚାୟତ ଅଧିନ ଫଟାମୁଣ୍ଡା ଗ୍ରାମବାସୀ ସ୍ନାନ ପାଇଁ ନିଜ ହାତରୁ ଖର୍ଚ୍ଚ କରି ନିକଟସ୍ଥ ମନ୍ତ୍ରୀକଟାରେ ସୋମବାର ଜଳାଶୟ ଖୋଳିଛନ୍ତି। ଗ୍ରୀଷ୍ମଋତୁରେ ଜଳାଭାବ ହେତୁ ସ୍ନାନ ପାଇଁ ସେମାନେ ବହୁ ଅସୁବିଧାର…
ରବିଧାନ କିଣା ଦାବି: ଏକକାଳୀନ ୪ଟି ଜାଗାରେ ରାସ୍ତାରୋକୋ
ନୂଆପଡା ଅଫିସ,୧୭ା୬: ବର୍ତ୍ତମାନ ବର୍ଷାଋତୁ ପାଖେଇ ଆସୁଥିବାବେଳେ କାଳବୈଶାଖୀ ବର୍ଷାରେ ଭିଜି ମଣ୍ଡିରେ ପଡ଼ିଥିବା ଧାନ ସବୁ ଗଜା ହେବାରେ ଲାଗିଥିବାବେଳେ ମିଲର୍ସମାନେ କଟନି ଛଟନିଦାବିରେ ମଣ୍ଡିରୁ ଧାନ ଉଠାଉନାହାନ୍ତି । ଏଭଳି ସ୍ଥିତିରେ ମଣ୍ଡିଗୁଡିକରେ ହଜାର ହଜାର ବସ୍ତା ଧାନ…
ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ
ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରିବାରୁ ସେମାନଙ୍କୁ ସୋନପୁର ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି ।…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ
ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଜିଲା ଓକିଲ ସଂଘ ସଭାପତି ପ୍ରମୋଦ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…
ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ
ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ନଗର ସଭାପତି ବୁଲୁ ଦାନୀଙ୍କ ସଂଯୋଜନାରେ ଅନୁଷ୍ଠିତ…
ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ
ମନମୁଣ୍ଡା, ୧୭।୬ (ଡି.ଏନ.ଏ) ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି । କାଳବୈଶାଖୀ ବର୍ଷା ଭୟ ରହୁଥିବାରୁ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି । କିଛି ଦିନ…
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍
ବଲାଙ୍ଗୀର ଅଫିସ, ୧୭ା୬: ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ସୀତାରାମ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ…
ସରିନି ଧାନକିଣା, କଟକଣା ଆରମ୍ଭ
ବରଗଡ଼ ଅଫିସ୍,୧୭।୬: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ ଚାଲିଛି…
Archives


