ସମ୍ବଲପୁର

ଅନୁଭବୀ ଲୋକ ସଫଳ ନେତୃତ୍ୱ ନେଇପାରିବେ

ସୋନପୁର, ୮।୭(ନି.ପ୍ର) ପଶ୍ଚିମ ଓଡିଶା ବରିଷ୍ଠ ନାଗରିକଙ୍କ ସମାବେଶ ସୁବର୍ଣ୍ଣପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ ଏହି ସମାବେଶରେ ସମ୍ବଲପୁର, ବରଗଡ, ବୀରମହାରାଜପୁର, ପଦ୍ମପୁର, ବୌଦ୍ଧ ଓ ବଲାଙ୍ଗୀରର ବହୁ ବରିଷ୍ଠ…

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର ସଁସାର। ଏହେଦେ ବୁରୁଧ୍‌ ଅମର ଜୀବନ୍‌ର ଶେଷ୍‌ ମୁଡ଼ସାକେ ପୁହୁଁଚି ସାରିଛନ୍‌। ଇଆଡ଼େ ରହିବାକେ…

ଲୋପ ପାଇବାକୁ ବସିଲେଣି ଘରଚଟିଆ,ଚିନ୍ତାରେ ପରିବେଶବିତ୍‌

ଭବାନୀପାଟଣା,୭।୭(ଡି.ଏନ୍‌.ଏ.): ପ୍ରତ୍ୟେକ ଦିନ ଆମ ଚତୁଃପାର୍ଶ୍ୱରେ ଭିନ୍ନ ଭିନ୍ନ ପ୍ରକାର ପକ୍ଷୀ ଦେଖିଥାଉ। ଘରଚଟିଆ ସେଥିମଧ୍ୟରୁ ଅନ୍ୟତମ। ଏବେ ଘରଚଟିଆ ଧୀରେ ଧୀରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରୁ ଲୋପ ପାଇବାକୁ ବସିଲେଣି। ପାଗର ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ କାରଣରୁ ଏମାନଙ୍କ…

ସ୍ବାଭାବିକ ବର୍ଷା, କୃଷି କାର୍ଯ୍ୟ ଆଗେଇଲା

ସୋନପୁର, ୭।୭(ନି.ପ୍ର.) ବିଳମ୍ବିତ ମୌସୁମୀ ଓ ସ୍ବଳ୍ପ ବୃଷ୍ଟିପାତ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଚଳିତ ଖରିଫ ଚାଷ ପ୍ରାରମ୍ଭିକ ଅବସ୍ଥାରେ ପ୍ରଭାବିତ ହୋଇଥିଲା। କିନ୍ତୁ କାଳବୈଶାଖୀ ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ କୃଷି କାର୍ଯ୍ୟ ଏବେ ଆଗେଇ ଚାଲିଛି। ଜୁଲାଇ…

ସୁସ୍ଥ ପରିବେଶ ପାଇଁ ବୃକ୍ଷରୋପଣ ଜରୁରି

ସୋନପୁର, ୭।୭(ନି.ପ୍ର) ସୁବର୍ଣ୍ଣପୁର ଜିଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ମହୋତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ ଓ ପରିବେଶର ସୁରକ୍ଷା ସମ୍ପର୍କରେ ଉପସ୍ଥିତି…

ଅଭିଯୋଗ ସତ୍ତ୍ୱେ ନୀରବ ରହିଲା ପୋଲିସ: ମରଣାନ୍ତକ ଆକ୍ରମଣକାରୀକୁ ଥାନାକୁ ଅଣାଗଲା ନାହିଁ

ବଡ଼ଗାଁ, ୭।୭ (ଡି.ଏନ.ଏ)-ବଡ଼ଗାଁ ଥାନା ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଅଭିଯୋଗ ସତ୍ତ୍ବେ ଥାନାକୁ ନ ଆଣି ହାତବାନ୍ଧି ବସି ରହିବା ଭଳି ଘଟଣା ଦେଖିବାକୁ ମିଳିଛି। ପୋଲିସର ଏଭଳି କାର୍ଯ୍ୟଶୈଳୀକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଘଟଣାରୁ…

ସଙ୍କଟରେ ୫୦ବାଉଁଶ କାରିଗର ପରିବାରର ଜୀବନ ଜୀବିକା

ଲୋଇସିଂହା, ୭।୭(ଡି.ଏନ.ଏ.) ପ୍ଲାଷ୍ଟିକର ବହୁଳ ବ୍ୟବହାରରେ ହଜି ଯାଉଛି ବାଉଁଶ ଶିଳ୍ପ। ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ମାହାରପାଲି ଗ୍ରାମର ମାହାରପଡାରେ ବାସ କରନ୍ତି ୫୦ ପରିବାର। ନିଜ କୌଳିକ ବୃତ୍ତିକୁ ଆଦରି ଦୀର୍ଘ ବର୍ଷ ହେଲା ବାଉଁଶରେ…

୧୨ ବର୍ଷ ହେଲା ଶିକୁଳିରେ ବନ୍ଧା ୨ ଭାଇ

କୋକସରା, ୭।୭(ଡି.ଏନ.ଏ.) ସମୟ ବଦଳିଛି। ତା’ସହିତ ତାଳ ଦେଇ ବଦଳିଛି ଲୋକଙ୍କ ଜୀବନ ଶୈଳୀ। ହେଲେ ଅନ୍ଧବିଶ୍ୱାସରୁ ଆଜି ବି ମଣିଷ ବାହାରି ପାରିନାହିଁ। ତା’ର ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଖୁଣ୍ଟିଆ ପଞ୍ଚାୟତ ବାରବଖରା…

ନର୍ଲା ନବୋଦୟ ବିଦ୍ୟାଳୟରୁ ଛାତ୍ର ନିଖୋଜ: ଥାନାରେ ମାମଲା ରୁଜୁ

ଭବାନୀପାଟଣା, ୬।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। ଥୁ.ରାମପୁର ବ୍ଲକ ଲୋହରାଯୋର ଗ୍ରାମର ସଞ୍ଜିତ…

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ ସାବିତ୍ରୀଙ୍କୁ ହତ୍ୟା କରାଯାଇଥିବା ବାପା ଭାଗ୍ୟବାନ ରଣା ସଦର ଥାନାରେ ଲିଖିତ ଅଭିଯୋଗ…

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି ବଲାଙ୍ଗିର ଜିଲା ବେଲପଡ଼ା ଥାନା ଅନ୍ତର୍ଗତ ରାଡ଼ବାହାଲ ଗ୍ରାମରେ। ସୂଚନାନୁଯାୟୀ, ଶନିବାର ଭୋର…

ଗଜାଧାନ ଧରି ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କ ଦ୍ୱାରସ୍ଥ

ଦେଓଗାଁ, ୫ା୭(ଡି.ଏନ.ଏ.) : ବଲାଙ୍ଗୀର ସଦର ବ୍ଲକ ଭୂତିଆରବାହାଲ ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲାର ଅନେକ ଚାଷୀ ରବିଧାନ ଚାଷ କରି ବିକ୍ରି କରିପାରୁ ନାହାନ୍ତି। ଏ ନେଇ ବାରମ୍ବାର କର୍ତ୍ତୃପଙ୍କୁ ଜଣାଇଲା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?