ସମ୍ବଲପୁର

ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା, ସ୍ବାମୀ ଅଟକ

ସୁନ୍ଦରଗଡ଼,୮।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସୁବଳିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଛନ୍ତି। ମୃତା ମହିଳାଙ୍କ ନାମ ସୁଶୀଲା ବାଗ (୨୨)। ସୋମବାର ଏ ସମ୍ପର୍କରେ…

ନକଲି କାଗଜପତ୍ରରେ ଋଣ, ୨୯ ଲକ୍ଷ ୪୦ ହଜାର ଟଙ୍କା ହଡ଼ପ : ଫାଇନାନ୍ସ କମ୍ପାନୀର ୨ କର୍ମଚାରୀ ଗିରଫ

ସମ୍ବଲପୁର,୮।୭(ବ୍ୟୁରୋ) : ସ୍ପନ୍ଦନ ନାମକ ଫାଇନାନ୍ସ କମ୍ପାନୀର ୨ଜଣ ଅଧିକାରୀ କମ୍ପାନୀର ୨୯ ଲକ୍ଷ ୪୦ ହଜାର ୬୫ ଟଙ୍କା ଠକେଇ କରିଛନ୍ତି। ସେମାନେ ହେଲେ ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଝରିଆବାହାଲର ହେମସାଗର ମରେଇ (୨୭) ଓ କେନ୍ଦୁଝର ଜିଲା…

ରୋଗଣା ମା’ଙ୍କୁ ଜାଳିଦେବା ଘଟଣା : ଅଭିଯୁକ୍ତ ପୁଅ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ/ ପାଟଣାଗଡ/ ବେଲପଡା, ୮।୭ (ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ରାଡବାହାଲ ଗାଁରେ ଶଯ୍ୟାଶାୟୀ ବୃଦ୍ଧା ମା’ଙ୍କ ଦେହରେ କିରୋସିନ ଢାଳି ଜିଅନ୍ତା ପୋଡିଦେବା ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସନ୍ତୋଷ ଖର୍ସେଲ (୪୨)ଙ୍କୁ ରବିବାର…

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର କରିଥିବା ରବିବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗଣମାଧ୍ୟମକୁ…

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ): କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ ହେଇଥିଲାବେଲେ କଟକ ବଡ଼ ମେଡିକାଲରେ ଝନେ ମୁରତୁ ସଂଗେ ଯୁଝୁଛନ୍‌। ସେନ୍‌ତା ୧୦ରୁ ଅଧ୍‌କା…

ଅନୁଭବୀ ଲୋକ ସଫଳ ନେତୃତ୍ୱ ନେଇପାରିବେ

ସୋନପୁର, ୮।୭(ନି.ପ୍ର) ପଶ୍ଚିମ ଓଡିଶା ବରିଷ୍ଠ ନାଗରିକଙ୍କ ସମାବେଶ ସୁବର୍ଣ୍ଣପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ ଏହି ସମାବେଶରେ ସମ୍ବଲପୁର, ବରଗଡ, ବୀରମହାରାଜପୁର, ପଦ୍ମପୁର, ବୌଦ୍ଧ ଓ ବଲାଙ୍ଗୀରର ବହୁ ବରିଷ୍ଠ…

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର ସଁସାର। ଏହେଦେ ବୁରୁଧ୍‌ ଅମର ଜୀବନ୍‌ର ଶେଷ୍‌ ମୁଡ଼ସାକେ ପୁହୁଁଚି ସାରିଛନ୍‌। ଇଆଡ଼େ ରହିବାକେ…

ଲୋପ ପାଇବାକୁ ବସିଲେଣି ଘରଚଟିଆ,ଚିନ୍ତାରେ ପରିବେଶବିତ୍‌

ଭବାନୀପାଟଣା,୭।୭(ଡି.ଏନ୍‌.ଏ.): ପ୍ରତ୍ୟେକ ଦିନ ଆମ ଚତୁଃପାର୍ଶ୍ୱରେ ଭିନ୍ନ ଭିନ୍ନ ପ୍ରକାର ପକ୍ଷୀ ଦେଖିଥାଉ। ଘରଚଟିଆ ସେଥିମଧ୍ୟରୁ ଅନ୍ୟତମ। ଏବେ ଘରଚଟିଆ ଧୀରେ ଧୀରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରୁ ଲୋପ ପାଇବାକୁ ବସିଲେଣି। ପାଗର ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ କାରଣରୁ ଏମାନଙ୍କ…

ସ୍ବାଭାବିକ ବର୍ଷା, କୃଷି କାର୍ଯ୍ୟ ଆଗେଇଲା

ସୋନପୁର, ୭।୭(ନି.ପ୍ର.) ବିଳମ୍ବିତ ମୌସୁମୀ ଓ ସ୍ବଳ୍ପ ବୃଷ୍ଟିପାତ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଚଳିତ ଖରିଫ ଚାଷ ପ୍ରାରମ୍ଭିକ ଅବସ୍ଥାରେ ପ୍ରଭାବିତ ହୋଇଥିଲା। କିନ୍ତୁ କାଳବୈଶାଖୀ ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ କୃଷି କାର୍ଯ୍ୟ ଏବେ ଆଗେଇ ଚାଲିଛି। ଜୁଲାଇ…

ସୁସ୍ଥ ପରିବେଶ ପାଇଁ ବୃକ୍ଷରୋପଣ ଜରୁରି

ସୋନପୁର, ୭।୭(ନି.ପ୍ର) ସୁବର୍ଣ୍ଣପୁର ଜିଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ମହୋତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ ଓ ପରିବେଶର ସୁରକ୍ଷା ସମ୍ପର୍କରେ ଉପସ୍ଥିତି…

ଅଭିଯୋଗ ସତ୍ତ୍ୱେ ନୀରବ ରହିଲା ପୋଲିସ: ମରଣାନ୍ତକ ଆକ୍ରମଣକାରୀକୁ ଥାନାକୁ ଅଣାଗଲା ନାହିଁ

ବଡ଼ଗାଁ, ୭।୭ (ଡି.ଏନ.ଏ)-ବଡ଼ଗାଁ ଥାନା ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଅଭିଯୋଗ ସତ୍ତ୍ବେ ଥାନାକୁ ନ ଆଣି ହାତବାନ୍ଧି ବସି ରହିବା ଭଳି ଘଟଣା ଦେଖିବାକୁ ମିଳିଛି। ପୋଲିସର ଏଭଳି କାର୍ଯ୍ୟଶୈଳୀକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଘଟଣାରୁ…

ସଙ୍କଟରେ ୫୦ବାଉଁଶ କାରିଗର ପରିବାରର ଜୀବନ ଜୀବିକା

ଲୋଇସିଂହା, ୭।୭(ଡି.ଏନ.ଏ.) ପ୍ଲାଷ୍ଟିକର ବହୁଳ ବ୍ୟବହାରରେ ହଜି ଯାଉଛି ବାଉଁଶ ଶିଳ୍ପ। ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ମାହାରପାଲି ଗ୍ରାମର ମାହାରପଡାରେ ବାସ କରନ୍ତି ୫୦ ପରିବାର। ନିଜ କୌଳିକ ବୃତ୍ତିକୁ ଆଦରି ଦୀର୍ଘ ବର୍ଷ ହେଲା ବାଉଁଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?