ସମ୍ବଲପୁର

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ ହେଉଛେ। ଇ କାମ୍‌ ଲାଗି ସେମାନେ ମାସାଧିକ୍‌ ଘରଦୁଆର ଛାଡ଼ି ରହୁଥିଲାବେଲେ ଫଡିରେ ସାଧାରନ୍‌…

ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ କନ୍ଦର୍ପ

କେସିଙ୍ଗା, ୩।୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ କେନ୍‌ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍‌ତି ଟଁକା ପାଏବାର…

କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇ ଦୁଇ କିଡ଼୍‌ନୀ ହରେଇଥିଲେ। ପୁଓର ଏନ୍‌ତା ଦୁଖ୍‌ ଦେଖି ମା’ ରେଖା ନିଜର…

ବଶିଷ୍ଠକୁଁ ଉଧାର କଲା ଡାକ୍‌ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍‌ତରଖାନାରେ ଭରତି

ଲୋଇସିଂହା,୩।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ। ଇ ବାବ୍‌ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର…

କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା

ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି । ହେଲେ ନୂଆପଡ଼ା ଜିଲା ସଦର ମହକୁମାଠାରୁ ୮୦ କି.ମି. ଦୂର ଦୁର୍ଗମ…

୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର ଏବଂ ୫ରୁ ୬ଫୁଟ ଗଭୀର ହୋଇଥିବା ଯୋଗୁ ଅଘଟଣ ଘଟିବାର ସମ୍ଭାବନା ଦେଖାଯାଇଛି।…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ ବନଛୋରଙ୍କ ଘରେ ଚଢ଼ାଉ କରାଯାଇଛି। ପଦ୍ମପୁର କଲେଜ ଛକସ୍ଥିତ ଶିକ୍ଷକ ବନଛୋରଙ୍କ ବାସଭବନ ସମେତ…

ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ ଇ ପଁଚେତ୍‌ ଗଠିତ୍‌। ଇ ପଁଚେତ୍‌ରେ ସବୁବେଲେ ଭିନେ ଭିନେ ସମସିଆ ଲାଗିରହିଛେ।…

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ ଗୁଟେ ବାଇକ ଦୁରଘଟନାର ଶିକାର ହେଲାରୁ ତାକର ନଲଗୁଡ଼ର ହାଡ଼ ଭାଂଗିଗଲା। ଏନ୍‌ତାଥି ପରିବାର…

୬୧ଅଭିଯୋଗର ଶୁଣାଣି କଲେ ଜିଲାପାଳ

ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ଜିଲାପାଳଙ୍କ ପ୍ରକୋଷ୍ଠରେ ଆୟୋଜିତ ଶିବିରରେ ଜିଲାପାଳ ମଧୁସୂଦନ ମିଶ୍ର ଲୋକଙ୍କ…

ଧାନ ବିକ୍ରି ପାଇଁ ଗ୍ରିଭେନ୍ସ ସେଲକୁ ପଶିଲେ ଚାଷୀ: ଦୀର୍ଘ ଘଣ୍ଟାଏ ଆଲୋଚନା ହେଲା, ଜିଲାପାଲଙ୍କ ଅଫିସ ଘେରାଉ

ନୂଆପଡା ଅଫିସ,୧ା୭ ରାଜ୍ୟ ସରକାର ନୂଆପଡ଼ା ଜିଲାରୁ ଧାନକିଣା ପାଇଁ ଜୁନ ୩୦ ତାରିଖକୁ ଶେଷ ଦିନ ଭାବେ ଲକ୍ଷ୍ୟ ଧାର୍ଯ୍ୟ କରି ଘୋଷଣା କରିଥିଲେ। ସେହି ଦିନ ସୁଦ୍ଧା ବଣ୍ଟନ କରାଯାଇଥିବା ଟୋକନରୁ ଧାନ ଉଠାଣ କରିବା ସିଦ୍ଧାନ୍ତ ନିଆଯାଇଥିଲା।…

କଂଗ୍ରେସ ଛାଡ଼ିଲେ ଡାକ୍ତର ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର, ସମ୍ବଲପୁର,୧।୭(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଡା. ଅଶ୍ୱିନୀ ପୂଜାହାରୀ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଓ ଏଆଇସିସି ଅଧ୍ୟକ୍ଷଙ୍କୁ ସେ ଇସ୍ତଫାପତ୍ର ପ୍ରଦାନ କରିଥିବା କହିଛନ୍ତି। ଦଳ ଛାଡ଼ିବା ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?