ସମ୍ବଲପୁର

ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ ଗୁଟେ ଝି’କେ ଜନମ୍‌ ଦେଇଥିଲେ। ଇ ବାବ୍‌ଦେ ଗଲା ଶୁକୁରବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ…

ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାଁରେ ବେନାମୀ କୃଷିଋଣ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।…

କୃତୀ ଛାତ୍ରୀଙ୍କ ଇସ୍ରୋ ପରିଦର୍ଶନ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): ଟାଟାଷ୍ଟିଲର ଦ୍ୱାଦଶତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ୩୦୦ଟି ବିଦ୍ୟାଳୟର ୬୩ ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଟପ୍‌-୨୦ରେ ପଞ୍ଚମସ୍ଥାନ ଅଧିକାର କରିଛନ୍ତି ଅମ୍ବିକା ନନ୍ଦ। ସେ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ଏକମାତ୍ର ପ୍ରତିଯୋଗୀ ଯେ କି,…

ସଫେଇ କର୍ମଚାରୀଙ୍କ ଧର୍ମଘଟ : ସହରରେ ଗଦା ହୋଇଛି କୁଢ଼କୁଢ଼ ଆବର୍ଜନା

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୌରପରିଷଦର ସଫେଇ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ସହରରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହିଛିା ପ୍ରକାଶ ଯେ, ଭବାନୀପାଟଣା ସହରରେ ଗତ ୪ ଦିନ ଧରି ପୌରପରିଷଦର ସଫେଇ କର୍ମଚାରୀମାନେ ସେମାନଙ୍କ ଆକାଉଣ୍ଟରେ ଇପିଏଫ୍‌ ରାଶି…

ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ରୋଗ୍‌ରେ ଯୁଝୁଛନ୍‌ କୁଟୁମବସିଆ

ବିନିକା,୧୫ା୬(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଓ୍ବାର୍ଡ ନଂ.୧ର ବାସିନ୍‌ଦା ବେଣୁଧର ଜାଲ(୮୦)। ପରିବାର କହେଲେ ଛାର୍‌ରି ଝି’ ରାହି(୪୮) ଆର ମାନସିକ୍‌ ରୋଗ୍‌ରେ ପୀଡ଼ିତ ପୁଓ ଫକିର(୫୫)। ୩ ବଛର ଆଗ୍‌ରୁ ବେଣୁଧରକଁର ମାଏକିନା ଅଜନା ରୋଗ୍‌ରେ ପଡ଼ି ଆରପାରକେ…

ସରକାରୀ ଯୋଜନାରୁ ବଁଚିତ୍‌ ଭିନ୍ନକ୍ଷମ ଦମ୍ପତି:ଗରିବୀରେ ସଁଥ୍‌ଲି ହେଉଛେ ନିଷ୍‌ପାପ ଛୁଆ

ଭବାନୀପାଟଣା, ୧୫ା୬(ଡି.ଏନ୍‌.ଏ) : ଦିନ୍‌ଥିଲା କଳହାଣ୍ଡି ଜିଲା ଭୁଖମରି ଆର ପିଲାବିକ୍‌ରି ଲାଗି ବଦ୍‌ନାମ ଥିଲା। ଏହେଦେ ସାରା ରାଏଜେ ଭାତହଁ।ଡ଼ି ହିସାବେ ନଁ। କମେଇଛେ। ହେଲେ ଆଏଜ୍‌ ବି ଜିଲାରେ ଅନେକ ଜାଗାରେ ଲୋକ୍‌ ଭୋକ୍‌ ଉପାସରେ ଦିନ୍‌ ବିତଉଥିବାର…

ଅଭାବ ଅନାଟନ ସବୁଦିନିଅଁ। ସଖା:ନିଶା ଟ୍ରାଫିକ ସଚେତନତା

ଅତାବିରା, ୧୫।୬ (ଡି.ଏନ.ଏ): ଟ୍ରାଫିକ ନିୟନ୍ତ୍ରଣ ଆର ସଚେତନତାର ଲାଗି ରାଏଜ୍‌ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ସମସିଆର ସମାଧାନ ହେବାର ଜାଗାରେ ବଢ଼ତେଲ ଯାଉଛେ, ସେ ହିସାବେ ଦୁର୍‌ଘଟନା ବି ବଢ଼ତେଲ ଯାଉଛେ। ହେଲେ ଟ୍ରାଫିକ…

ଅବେବସ୍‌ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍‌ରୁ ବଁଚିତ୍‌ ଛାତ୍ରୀଛାତ୍ର

ଦେଓଗାଁ,୧୫।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା ଉଭଏ ବ୍ଲକ ଦାଇତିଅରେ ଅଛନ୍‌। ଇଥିରଲାଗି ଯେନ୍‌ହିସାବେ କାମ୍‌ ହେବାର କଥା ନାଇଁ ହେଇପାରୁଥିବାର…

ମନ୍‌ବଲ ଆଗ୍‌କେ ବଢ଼ବାର ବାଟ କଢ଼ାସି

ଲାଠୋର, ୧୫ା୪ (ଡି.ଏନ୍‌.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍‌। କିଏ ବୁଧି ବିବେକ ଖଟେ ତ ଆର କିଏ ବାହାଜାଂଗଲ ମାଜି ହାଡ଼ଭଂଗା ପରିଶ୍‌ରମ କରି ନିଜର କୁଟୁମ ପୁଷୁଛନ୍‌। ହେଲେ ମୁନୁଷ୍‌ ମଜବୁତ…

ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର

ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଶୁକ୍ରବାର ମାଓବାଦୀମାନେ ବ୍ୟାନର ଲଗାଇ ଜନଆନ୍ଦୋଳନ ଉପରେ ଫାସୀବାଦି ଦମନକୁ ବିରୋଧ କରିବାକୁ…

ଅବୈଧ ଟିକଟ କାରବାର କରୁଥିବା ନକଲି ରେଳ ଅଧିକାରୀ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ରେଳ ସୁରକ୍ଷା ବଳ ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଜଣେ ନକଲି ରେଳ ଅଧିକାରୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ ଲୋଇସିଂହା ଥାନା ଅନ୍ତର୍ଗତ ବାଦୀବାହାଲ ଗ୍ରାମର ହୃଷୀକେଶ ଦାଶ । ହୃଷୀକେଶ ନିଜକୁ ରେଳ…

ଖାଉଟି ଅଦାଲତ ଅବମାନନା ମାମଲାରେ ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ଟାଉନଥାନା ପୋଲିସ ପକ୍ଷରୁ ଶୁକ୍ରବାର ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଗିରଫ କରାଯାଇଛି। ଏକ ଖାଉଟି ଅଦାଲତ ଅବମାନନା ମାମଲାକୁ ନେଇ ତାଙ୍କ ନାଁରେ ଓ୍ବାରେଣ୍ଟ ଜାରି କରାଯାଇଥିଲା । ଏହି ଓ୍ବାରେଣ୍ଟକୁ ଭିତ୍ତିକରି ତାଙ୍କୁ ଗିରଫ କରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri