ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର
ସରଣ୍ଡା,୧୦।୬(ଡି.ଏନ୍.ଏ.): ସ୍ପଞ୍ଜ ଆଇରନ୍ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩ ନମ୍ବର ଜାତୀୟ ରାଜପଥରେ ପଛ ଚକା ଫାଟିଯିବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା। ଏହା ଦେଖି…
ଏସିଆନ୍ କୋଚ୍ ଭାବେ ଏହେସାସ ହୋତାଙ୍କ ସଫଳତା
ବୀରମହାରାଜପୁର, ୧୦।୬ (ଡି.ଏନ୍.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍ ଏହେସାସ ହୋତାଙ୍କୁ ଆଉ ଏକ ସଫଳତା ମିଳିଛି। ଏଥର ଜଣେ ଶ୍ରେଷ୍ଠ କୋଚ୍ ଭାବେ…
ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ : ଡାକ୍ତରଖାନାରେ ଭର୍ତ୍ତି, ପୋଲିସର ଛାନ୍ଭିନ
ବୀରମହାରାଜପୁର,୧୦ା୬(ଡି.ଏନ୍.ଏ.) : ଗରମ ଯୋଗୁ ଘର ଛାତ ଉପରେ ଶୋଇଥିବା ଜଣେ ବିବାହିତ ଯୁବକଙ୍କ ଉପରେ ସଶସ୍ତ୍ର ଆକ୍ରମଣ ହୋଇଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧିନସ୍ଥ କର୍ଣ୍ଣପାଲି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏଭଳିି ଘଟଣା ଘଟିଛି। ଦୁର୍ବୃତ୍ତଙ୍କ ଧାରୁଆ…
ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା
ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)।…
ଶୀତଳଷଷ୍ଠୀ ଯାତ୍ରା ଉଦ୍ଯାପିତ : ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର, ୧୦।୬ (ବ୍ୟୁରୋ) : ଦେବଦେବ ମହାଦେବ ଓ ଜଗଜ୍ଜନନୀ ମାତା ପାର୍ବତୀ ସୁସଜ୍ଜିତ ବିମାନରେ ଉପବିଷ୍ଟ ହୋଇ ରବିବାର ଗୋଧୂଳି ଲଗ୍ନରେ ସ୍ବ ମନ୍ଦିର ପ୍ରବେଶ କରିଛନ୍ତି। ଜ୍ୟେଷ୍ଠ ଶୁକ୍ଲପକ୍ଷ ଯୁକ୍ତ ସପ୍ତମୀ ତିଥିରେ ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା…
କାର୍ଟୁନ୍ ଠୁଲେଇ ପେଟ ପାଲୁଛନ୍ ଦୁଶମନ ସିଂ
ଭବାନୀପାଟଣା,୧୦।୬(ଡି.ଏନ.ଏ.): ମୁନୁଷ୍କେ ବଁଚ୍ବାକେ ହେଲେ ଖାଏଦ୍ ପାଏନ୍, ଘର ଆର କପଡ଼ାଲତା ନିହାତି ଦରକାର। ସବୁ ଲୋକ୍ ପେଟକେ ଖାଏବାକେ ମୁଠେ, ମୁଡ଼ ରଖ୍ବାକେ ଘରଟେ ଆର ଦିହିକେ କପଡ଼ା ଖଁଡ଼େର ଲାଗି ଘିଚିଟାନି ହେଉଛନ୍। ହେଲେ ଆଏଜ୍ ବି ଆମର…
କଲମପୁର ବ୍ଲକରେ ଆବାସ ଯୋଜନା ବାଟବନା: ଦଦ୍ରା ଘରେ ଜୀବନ୍ ବିତଉଛନ୍ ଉଷା
କଲମପୁର,୧୦।୬, (ଡି.ଏନ୍.ଏ): ଝନେ ମୁନୁଷ୍ ବଁଚ୍ବାର ଲାଗି ହେଲେ ଖାଏଦ୍, ଘର ଆର କପଡ଼ା ନିହାତି ଦରକାର। ଇଥିରଲାଗି କେନ୍ଦ୍ର ଆର ରାଏଜ୍ ସରକାର ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ ଅଧ୍କାରୀ, କରମ୍ଚାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଜାଗାରେ…
ନିସାହା ମହିଲାକଁର ଉପରେ ୫ ଛୁଆର ବୋଝ୍
ଭବାନୀପାଟଣା,୧୦।୬ (ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ମାଳିଗାଁ ପଁଚେତ୍ର ଭିତରପଦର ଗଁାର ସ୍ବର୍ଗତ ଗଙ୍ଗା ମାଝୀକଁର ବିଧବା ମାଏକିନା ବୁଦାଏ ବଓ୍ବୋ। ଆପନେର ମୁର୍ତୁ ଉତାରୁ ସେ ନିସାହା ହେଇଯାଇଛନ୍। ଏହେଦେ ସେ ୫ ନାବାଲକ ଛୁଆପିଲାକୁ…
ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍ ଦୂରେ ହକ୍ଦାର ହିତାଧିକାରୀ
ଲାଠୋର, ୧୦ା୬ (ଡି.ଏନ୍.ଏ): ସରକାର ୬୦ ବଛର୍ରୁ ଅଧ୍କା ବଏସ୍ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍। ସେନ୍ତା ୮୦ ବଛର୍ରୁ ଅଧ୍କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ…
ବଏସ୍ ୮୬, ଭତାରୁ ବଁଚିତ୍ ବୁଧ
ଅତାବିରା, ୧୦।୬ (ଡି.ଏନ.ଏ): ରାଏଜ୍ ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗ, ନିସାହା ଛାର୍ରି ମହିଲାମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍। ସେନ୍ତା ୮୦ ବଛର୍ରୁ ଅଧ୍କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍। ହେଲେ କେତେ…
ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ
ଡୁଙ୍ଗୁରିପାଲି, ୯ା୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା…
ନ୍ୟାଶନାଲ କଲେଜକୁ ନାକ ଟିମର ପରିଦର୍ଶନ
ନୂଆପଡ଼ା ଅଫିସ,୯ା୬:ନୂଆପଡ଼ା ଜିଲା ହେଡକ୍ୱାର୍ଟରର ଏକମାତ୍ର ବହୁ ପୁରୁଣା ନ୍ୟାଶନାଲ କଲେଜକୁ ନାକ ଟିମ (ନ୍ୟାଶନାଲ ଆସେସମ୍ୟାଣ୍ଟ ଆଣ୍ଡ ଆକ୍ରିଡେଶନ କାଉନସିଲ)ର ଏକ ୩ ଜଣିଆ ପ୍ରତିନିଧି ଦଳ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଏହି ଟିମ୍ ବିଭିନ୍ନ ସ୍ଥିତି…
Archives


