ଆମପାଣି ଘାଟିରେ କାର୍କୁ ଧକ୍କା ଦେଲା ଟ୍ରକ୍, ୭ ଗୁରୁତର
କୋକସରା,୯।୬(ଡି.ଏନ.ଏ.):କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ରାସ୍ତା ଏକ ବୁଲାଣିରେ ରବିବାର କୋଟପାଡ଼ରୁ ଭବାନୀପାଟଣା ଆସୁଥିତ୍ବା ଏକ କାର (ନଂ.ଓଡି୧୦ଜେ-୩୪୭୦)କୁ ବିପରିତ ଦିଗରୁ ଆସୁଥିବା ଟ୍ରକ (ନଂ.ଓଆର୧୫କ୍ୟୁ ୩୨୩୮) ଧକ୍କା ଦେଇଥିଲା। ଫଳରେ କାରରେ ବସିଥିବା ୭ ଜଣ ଗୁରୁତର…
ଜୁନାଗଡରେ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ
ଜୁନାଗଡ,୯।୬(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୁନାଗଡ ସହର କଲ୍ୟାଣ ମଣ୍ଡପଠାରେ ରବିବାର ସ୍ବାଧୀନତା ସଂଗ୍ରାମୀ ଶହୀଦ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୂଳନିବାସୀ ସମତା ପରିଷଦ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପରିଷଦ ଆବାହକ ତଥା ଯୁବ ଆଇନଜୀବୀ ଚିତ୍ତ ରଞ୍ଜନ…
ଲୋହରା ସମାଜର ସାଧାରଣ ସଭା:ଆଦିବାସୀ ମାନ୍ୟତା ନ ଦେଲେ ଆଗାମି ଦିନରେ ଆନ୍ଦୋଳନ
ଲାଞ୍ଜିଗଡ,୯।୬(ଡି.ଏନ.ଏ.):କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଆମ୍ବତୋଟାରେ ଲୋହରା ସମାଜର ସାଧାରଣ ସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଜିଲାର ୧୩ଟି ବ୍ଲକରୁ ଲୋହରା ସମାଜର ସମସ୍ତ ନେତୃବୃନ୍ଦ ଯୋଗଦେଇଥିବା ବେଳେ ଏହି ସଭାରେ ଅର୍ଥନୈତିକ, ଜାତିଗତ, ଶିକ୍ଷାଗତ, ସ୍ବାସ୍ଥ୍ୟଗତ…
ମୁରତୁ ସଂଗେ ଯୁଝୁଛନ୍ ଦେବକୀ
ବିନିକା, ୯ା୬(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍ ଅଧୀନ ଜାମପାଲି ତଲିପଡ଼ାର ଦେବକୀ କଲିତା(୩୪)। ଆପ୍ନେ ହାଡ଼ୁ କଲିତା(୪୨) ଆର ତିନ୍ ପିଲାକୁ ନେଇ ତାକର ପରିବାର ହସ୍ଖୁସିଥି ଚାଲିଥିଲା। ୨୦୧୭ ଜୁନ୍ ୧୨ ତାରିଖରେ ଦେବକୀକଁର ପେଟ୍…
ବଛ୍ରେ ହେଲା ଥଁଡା ପାଏନ୍ ପ୍ରକଳ୍ପ ଅଚଲ : ଉଲ୍ଗୁଲାନର ଚେତାବନୀ ଦେଲା ବେଉସାୟୀ ସଂଘ
ମନମୁଣ୍ଡା, ୯।୬ (ଡି.ଏନ.ଏ): – ବୌଦ୍ଧ ଜିଲା ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବାଡ଼ାକେ ଲାଗି ୨୦୧୬ ସାଲେ ୩ ଲାଖ୍ ଟଁକା ଖରଚ୍ରେ ଗୁଟେ ଥଁଡା ପାଏନ୍ ପ୍ରକଳ୍ପ ତିଆର କରାଯାଇଥିଲା। ଉଦେଶ୍ ଥିଲା ରୁଗୀ ଆର ତାକର ସହଯୋଗୀମାନେ…
ଆମ୍ ଚାଷ୍ ଦେଇଛେ ଜୀବ୍କା : ପୋରଛାହନ୍ ଅଭାବ, ତଥାପି ସଫଲ
ପଦ୍ମପୁର, ୯।୬ (ଡି.ଏନ.ଏ): ଫଲ ଭିତରେ ରଜା ହେଉଛେ ଆମ୍। ସାରା ବିଶ୍ୱରେ ଅମ୍ର ଚାହିଦା କାହିଁରେ କେତେ। ଆଘ ଗଁ।ଗଁଲିମାନକେ ଅନେକ କିସମର ଆମ୍ ଦେଖ୍ବାକେ ମିଲୁଥିଲା। ଲୋକ୍ ଆମ୍ ବୁରେଇ ତିଆର କରୁଥିଲେ। ରୁତୁ ସମିଆରେ ଆମ୍ ବୁରେଇରେ…
ବୁଢ଼ାବୁଢ଼ି ଭତାରୁ ବଁଚିତ୍ କୁଆଦେଇ : ବଢ଼ୁଛେ ବଏସ୍, କମୁଛେ ଆଶ୍
ଲାଠୋର, ୯ା୬ (ଡି.ଏନ୍.ଏ): ସରକାର ୬୦ ବଛର୍ରୁ ଅଧ୍କା ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍। ସେନ୍ତା ୮୦ ବଛର୍ରୁ ଅଧ୍କା ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ପରଶାସନିକ…
ବନବିଭାଗ ଚଢ଼ାଉ : କାଠ ସାମଗ୍ରୀ, ଯନ୍ତ୍ରପାତି ଜବତ
ଲାଠୋର, ୮ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ଥିବା ଏକ ଫର୍ଣ୍ଣିଚର ଦୋକାନ ଉପରେ ବନବିଭାଗ ଶନିବାର ଚଢ଼ାଉ କରିଥିଲା। ଚଢାଉ ବେଳେ ଲକ୍ଷାଧିକ ଟଙ୍କାର ନିର୍ମିତ କାଠ ସାମଗ୍ରୀ ଓ ଯନ୍ତ୍ରପାତି ଜବତ କରାଯାଇଛି। ଏହି ଘଟଣାରେ…
ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର
ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶିବିରରେ ପୌର ସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ…
ପାଟନାଗଡ଼ ବିଧାୟକ, ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ ଦାବି: ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
ଭବାନୀପାଟଣା,୮।୬(ଡ.ଏନ୍.ଏ.): ବଲାଙ୍ଗୀର ଜିଲା ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ ମେହେର ଆଦିବାସୀ ସମ୍ପ୍ରଦାୟର ଜନୈକ କନିଷ୍ଠ ଯନ୍ତ୍ରୀଙ୍କୁ ବେଆଇନ ଭାବେ ସର୍ବସାଧାରଣରେ ଉଠ୍ବସ୍ କରାଇବା ଓ ଜନସାଧାରଣଙ୍କ ସମ୍ମୁଖରେ ଜାତିଆଣ ଆକ୍ଷେପକରି ଗାଳିଗୁଲଜ କରିବା ଘଟଣାରେ ସମ୍ପୃକ୍ତ ବିଧାୟକ ଓ ନିର୍ବାହୀଯନ୍ତ୍ରୀଙ୍କୁ…
ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ
ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ ପ୍ରତି ବିପଦ ରହିଛି। ଗତ ୬ ତାରିଖରୁ ବିଧାୟକ ସରୋଜ ମେହେରଙ୍କ ନାମରେ…
ବରଯାତ୍ରୀ ସହ କନ୍ୟାଘରେ ପହଞ୍ଚିଲେ ମହାଦେବ:ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ
ସମ୍ବଲପୁର, ୮ା୬ (ବ୍ୟୁରୋ): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ଦେବ ଦେବ ମହାଦେବ ବରାତିରେ ନଗର ପରିକ୍ରମା କରି କନ୍ୟାଘରେ ପହଞ୍ଚିଥିଲେ। ଏଥିସହ ଷଷ୍ଠୀ ତିଥିରେ ମାହେନ୍ଦ୍ର ମୁହୂର୍ତ୍ତରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ଜଗତଜନନୀ ମାତା ପାର୍ବତୀ ଓ…
Archives


