ସମ୍ବଲପୁର

ଅଜଣା ଗାଡ଼ିଧକ୍କାରେ ବ୍ୟକ୍ତିଙ୍କ ଜୀବନ ଗଲା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କେସିଙ୍ଗା,୨୮।୯: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୨୯ରେ ଅଜଣାଗାଡ଼ି ଧକ୍କାରେ ନିଳାମ୍ବର ବିଶି (୫୭) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମୃତ ନିଳାମ୍ବରଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଗ୍ରାମବାସୀ ଶୁକ୍ରବାର ମୃତଦେହ…

ବଲାଙ୍ଗୀର ମେଡିକାଲ କଲେଜରେ ଡିଜିଟାଲ ବ୍ଲେଣ୍ଡେଡ୍‌ ଶିକ୍ଷା ବ୍ୟବସ୍ଥା

ବଲାଙ୍ଗୀର ଅଫିସ, ୨୮।୬: ବିଶ୍ୱସ୍ତରୀୟ ଶିକ୍ଷାଲାଭ କରିବା ପାଇଁ ଆଉ ବିଦେଶକୁ ଯିବାକୁ ପଡିବ ନାହିଁ। ନିଜ ଘରେ ବା କଲେଜରେ ବସି ଆମ ଛାତ୍ରୀଛାତ୍ରମାନେ ବିଶ୍ୱସ୍ତରୀୟ ଶିକ୍ଷା ଓ ଡିଜିଟାଲ ଜ୍ଞାନକୌଶଳ ପାଇପାରିବେ। ବଲାଙ୍ଗୀର ସନ୍ଥ ଭୀମ ଭୋଇ ମେଡିକାଲ…

ଚିକିତ୍ସା ଲାଗି ଟଁକା ବାଧକ:ଅଜନା ରୋଗ୍‌ରେ ବାପ୍‌ ଖଟେ, ପୁଓ ମାନ୍‌ସିକ ରୁଗୀ

ସିନାପାଲି, ୨୮।୬ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ବ୍ରାହ୍ମଣୀଗୁଡ଼ା ଗଁା। ସିନାପାଲି ସଦରନୁ ୧୨ କି.ମି. ଦୂରେ ରହିଥିବାର ଇ ଗଁାରେ ବାସ କରୁଛନ୍‌ ରାଧେଶ୍ୟାମ ବାଗ(୪୫)। ପରିବାର କହେଲେ ମାଏକିନା ସନ୍ତୋଷୀ(୪୨), ବଡ଼ପୁଓ ବିଷୁ(୧୦), ରୁପିନା(୬) ଆର ଯାଅଁାଲାଜିଅଁା…

ଆରମ୍‌ ହେଲା ବଡ଼କଟାର ପୁନରୁଧାର କାମ୍‌

ଅତାବିରା, ୨୮।୬ (ଡି.ଏନ୍‌.ଏ): ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ଗଁାଗଁଲିମାନକେ ଥିବାର ବଁଧ୍‌କଟା ତୁପି ହେଇଯାଉଛେ। ବଛର ବଛର ଧରି ଉନ୍‌ନତିକରନ୍‌ ନାଇଁ ହେବାର ଲାଗି ବଁଧ୍‌କଟାମାନେ ସତା ହରଉଛନ୍‌। ଏନ୍‌ତା ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌…

ଘର ଭାଂଗବାର ୫ ବଛର ବିତଲା:ତାରପଲିନ୍‌ ତଲେ ବୁଢ଼ାବୁଢ଼ି, ପରହର ଘରେ ପୁଓବହ

ଅତାବିରା, ୨୮।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର କୃଷ୍ଣ ବନଛୁର(୬୪)। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ ୫ ବଛର ତଲେ ଝରି ବରଷାରେ ତାକର ଘର ଭାଂଗି ଯାଇଥିଲା। ହେଲେ ଆଏଜ୍‌ତକ ସେ…

ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ ଯୋଜନା କାଯ୍‌କାରୀ ହେଉଛେ। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସହାଜପାଣି ପଁଚେତ୍‌ ଅଧୀନ…

ଧାନ ବିକ୍ରି ପାଇଁ ଜିଲାପାଳଙ୍କୁ ଭେଟିଲେ ଚାଷୀ: ଟାର୍ଗେଟ ଆସିଲେ ଧାନ ଉଠିବ

ନୂଆପଡା ଅଫିସ,୨୭ା୬: ଆଗାମୀ ୩୦ ତାରିଖରେ ନୂଆପଡ଼ା ଜିଲାରେ ଧାନ କିଣା ଶେଷ ହେବ ବୋଲି ଜିଲା ଯୋଗାଣ ବିଭାଗ କହୁଥିବା ବେଳେ ମିଲର୍ସ ହଜାର ହଜାର କୁଇଣ୍ଟାଲ ଛତଶଗଡରୁ ଧାନ ଆଣି ଫଲସ ଏଣ୍ଟ୍ରି ମାରୁଛନ୍ତି। ଏଣେ ଜିଲାର ଚାଷୀ…

ଅମିତ ଧଳ ଗୁଳିକାଣ୍ଡର ପର୍ଦ୍ଦାଫାଶ : ୪ ଅଭିଯୁକ୍ତ କୋର୍ଟଚାଲାଣ

ଝାରସୁଗୁଡ଼ା ଅଫିସ/ଲଖନପୁର ୨୭ା୬(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଅମିତ ଧଳ ଗୁଳିକାଣ୍ଡର ୪ଦିନ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି । ଏହି ହତ୍ୟାକାଣ୍ଡରେ ସମ୍ପୁକ୍ତ ଥିବା ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ…

ରାସ୍‌ତା ତରାର ଜୀବନ୍‌: ନାଗରିକ୍‌ର ପରିଚଏ ଖୁଜୁଛେ ବାରବୁଲା ପରିବାର

ଗଣ୍ଡତୁରୁମ, ୨୭।୬ (ଡି.ଏନ୍‌.ଏ.): ମୁନୁଷ୍‌ ବଁଚ୍‌ବାକେ ହେଲେ ଖାଏଦ୍‌, କପଡ଼ା, ଘର ଖଁଡ଼େ ନିହାତି ଦରକାର। ଇଥିରଲାଗି ସରକାର ଗରିବ୍‌ ଦୁଖିକର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଆମର ସମାଜରେ ଆଏଜ୍‌ ବି ଏନ୍‌ତା ଲୋକ ଅଛନ୍‌ ଯେନ୍‌ମାନକର…

କଥା ଦେଇ ପାସ୍‌ରି ଦେଲା ପରଶାସନ:୬ ମାସ ହେଲା ଗଛ୍‌ତଲ ହେଇଛେ ପୁନୀର ଠିକନା

ବିନିକା,୨୭ା୬ (ଡି.ଏନ୍‌.ଏ): ମୁନୁଷ୍‌ ଜାନିଶୁନି କେଭେ ପାଗଲ ନାଇଁ ହୁଏ। ପରିସ୍ଥିତି ତାହାକେ ଇ ଅବସ୍‌ତାକେ ପୁହୁଁଚେଇ ଦେସି। ତାର ସୋରସୁତର ନାଇଁ ରହେ, ଯେତେବେଲେ ଯାହାପାରଲା ତାହା କରବା। ଇଥିରଲାଗି ସମାଜ ବି ତାହାକେ ହୀନ ଦୁରୁଷ୍‌ଟିରେ ଦେଖ୍‌ସି। ଏନ୍‌ତା…

ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାହାଣ୍ଡି…

ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ତହସିଲଦାରଙ୍କୁ ଫେରାଦ

ଜୁନାଗଡ,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ବୁଧବାର ୫ ଦଫା ଦାବି ନେଇ ଜୁନାଗଡ ତହସିଲଦାରଙ୍କୁ ଫେରାଦ ହୋଇଛନ୍ତି । ଏ ବିଷୟରେ ତହସିଲଦାରଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି। ସ୍ବାଧୀନତାର ୭୨ବର୍ଷ ପରେ ମଧ୍ୟ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?