ସମ୍ବଲପୁର

ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ ହତ୍ୟାକାରୀ…

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା

ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ ଉଠ୍‌ବସ୍‌ କରାଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ପୂରା ଘଟଣା ପଦାକୁ ଆସିଥିଲା।…

ଅଧାପନ୍‌ତରିଆ ପଡ଼ିଛେ ପଢ଼ାକୁଠି ତିଆରି କାମ୍‌:୨ଟା କୁଠିଥି ୮ଟା ଶ୍ରେଣୀର ଛାତ୍ରୀଛାତ୍ର

ଲୋଇସିଂହା, ୮।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି ହେରଫେର ହେଇଥିବାର ଗଁାବାସୀ ଅଭିଯୋଗ କରିଛନ୍‌। ଯେନ୍‌ଥିରଲାଗି ତିଆରି କାମ୍‌ ଗଲା ୫ ବଛର…

ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଭୂମିହୀନ ଘରଡିହ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ…

ଧାନ ରଖି ଚାଷୀଙ୍କ ରାସ୍ତା ଅବରୋଧ

ଖପ୍ରାଖୋଲ, ୭ା୬ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ପ୍ୟାକ୍ସରେ ଚଳିତ ରବିଋତୁରେ ଧାନ କିଣିବାକୁ କମ୍‌ ଟାର୍ଗେଟ ଥିବା ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୁକ୍ରବାର ପ୍ୟାକ୍ସର ଅସ୍ଥାୟୀ ମଣ୍ଡି ବଡଗୁର୍ଜିଭଟାଠାରେ ଧାନ ରଖି ସେମାନେ ରାସ୍ତା ଅବରୋଧ…

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ ଟଙ୍କା ଜମା କରୁ ନ ଥିବା ଅଭିଯୋଗ ହୋଇଛି। ସୁଇପରମାନେ ଏଭଳି ଅଭିଯୋଗ ନେଇ…

ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା ଗୁଳିଚାଳନା…

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା ପରେ…

କାଲ ହେଲା ଖରାଦିନିଆଁ ଧୁକାଗରେଲ: ଭଂଗା କୁରିଆରେ ୭ ଅସାହା ଜୀବନ୍‌

ନୂଆପଡା ଅଫିସ/କୋମନା,୭ା୬- କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖ, ନିଆଁ ସିମାନକୁ ପକାଘର ଯୁଗେଇ ଦେବାର ଲାଗି ଅନେକ ପରକାର ଆବାସ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଉଦାସୀନତା ଲାଗି ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାର…

ଡ୍ରେନ୍‌ ଭିତରେ ପାଏନ୍‌ ପାଇପ୍‌, ରୋଗ୍‌ ଆଶଁକା

ମନମୁଣ୍ଡା, ୭।୬ (ଡି.ଏନ.ଏ): ବୌଦ୍ଧ ଜିଲା ମନମୁଣ୍ଡାକେ ବହୁତ ବଛର ହେଲା ପାଇପ୍‌ ପାଏନ୍‌ ଯୁଗାବାର ବେବସ୍‌ତା ହେଇଛେ। ହେଲେ କମ୍‌ ପାଓ୍ବାରର ମୋଟର ଲାଗି ସହରକେ ଠିକ୍‌ ହିସାବେ ପାଏନ୍‌ ସପ୍ଲାଏ ନାଇଁ ହେଇପାରବାର। ସେନ୍‌ତା ଫିଲଟର ବେବସ୍‌ତା ନାଇଁଥିବାର…

କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ: ପାତ୍ରପାଲି ଚାମ୍ପିୟନ

ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ ପାତ୍ରପାଲି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ଫର୍ମାଟରେ ପାତ୍ରପାଲି ପ୍ରଥମେ ବ୍ୟାଟିଂ କରି…

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଶତାଧିକ ଶ୍ରମିକ କର୍ଲାମୁଣ୍ଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri