ସମ୍ବଲପୁର

ଭବାନୀପାଟଣାରେ ଖୋଲିବ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର

ଭବାନୀପାଟଣା,୨୬।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶାର ୫ଟି ସ୍ଥାନରେ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର ଖୋଲିବ। ଏ ନେଇ ଏମ୍‌ଏସ୍‌ଏମ୍‌ଇ ବିଭାଗର ଏକ ଟିମ୍‌ ଏମ୍‌କେ ଶତପଥୀଙ୍କ ନେତୃତ୍ୱରେ ଭବାନୀପାଟଣା ଗସ୍ତକରି ଏହି…

ଜାଲ୍‌ ଟିଡିଆର ଘଟଣା: ବଣ୍ଟି ଅଗ୍ରୱାଲଙ୍କୁ ୨୧ ଦିନ ଜାମିନ

ଭବାନୀପାଟଣା,୨୬।୬(ଡି.ଏନ୍‌.ଏ.): ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ନକଲି ଟର୍ମ ଡିପୋଜିଟ୍‌ ରିସିପ୍ଟ (ଟିଡିଆର୍‌) ପ୍ରସ୍ତୁତ କରି ସରକାରଙ୍କ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ଭବାନୀପାଟଣାର ସ୍ପେଶାଲ କ୍ଲାସ୍‌ ଠିକାଦାର ବଣ୍ଟି ଅଗ୍ରୱାଲ ଗିରଫ ହୋଇଥିଲେ। ତେବେ ଏ ନେଇ…

ଦିବ୍ୟାଙ୍ଗ ଭାଇଭହେନ୍‌ ଘଟ୍‌ନା:ସାହାଯ୍‌ର ହାତ ବଢ଼ାଲା ପରଶାସନ

କୋକସରା, ୨୬ା୬ (ଡି.ଏନ୍‌.ଏ) : କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କାଉଡ଼ୋଲା ଗଁାର ନିଲାମ୍ବର ରାଉତକଁର ପୁଓ ମକରନ୍ଦ(୧୯) ଆର ଝି’ ଭୂମିସୂତା(୧୭) ଜନ୍‌ମୁ ଦିବ୍ୟାଙ୍ଗ। ଅଭାବ ଅନାଟନ ଲାଗି ମା’ବାପ୍‌ ଦିବ୍ୟାଙ୍ଗ ପୁଓ ଝି’କେ ଠିକ୍‌ସେ ଚିକିସତ୍ା କରେଇ ନାଇଁପାରି।…

ଆଟେଣ୍ଡାଣ୍ଟ ଭରସାରେ କୁଦୋପାଲି ଡାକ୍‌ତରଖାନା

ସୋହେଲା,୨୬ା୬ (ଡି.ଏନ୍‌.ଏ):ବରଗଡ଼ ଜିଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୧୯୮୯ ସାଲେ କୁଦୋପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଥାପନ ହେଇଥିଲା। ରାଏଜ୍‌ ସରକାର ଇ ଡାକ୍‌ତରଖାନାକେ ମାହାଲିଆ ଉଷୋକଷା ସମେତ ଉନିଆ ସାଜୋସାମାନ ଯୁଗେଇ ଦେଇଛନ୍‌। ହେଲେ ଦୁଖକର କଥା…

ବଡଗାଁ ତହସିଲରେ ସରକାରୀ ନିୟମ କାମରେ ଆସୁନି: ୨ମାସ ପରେ ମଧ୍ୟ ମିଳୁନାହିଁ ପ୍ରମାଣପତ୍ର

ବଡ଼ଗାଁ, ୨୫।୬ (ଡି.ଏନ.ଏ)- ସରକାର ଲୋକଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରି କର୍ମଚାରୀମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହେଲେ କାର୍ଯ୍ୟରେ ଅବହେଳା କରୁଥିବା କର୍ମଚାରୀମାନେ ଏହାର ଖିଲାପ କରୁଥିଲେ ମଧ୍ୟ ଦୃଢ଼ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଅଭାବରୁ ଚରମ ଅବ୍ୟବସ୍ଥା…

ମୁରିବାହାଲ ବ୍ଲକରେ ୩ବର୍ଷ ହେଲା ମରୁଡି ପରିସ୍ଥିତି: ତହସିଲଦାରଙ୍କୁ ଫେରାଦ ହେଲେ ଫସଲ ବୀମାରୁ ବଞ୍ଚିତ ଚାଷୀ

ମୁରିବାହାଲ, ୨୫।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଞ୍ଚଳରେ କ୍ରମାଗତ ୩ବର୍ଷ ହେଲା ମରୁଡି ପରିସ୍ଥିତି ଦେଖା ଦେଇଛି। ବ୍ଲକରେ ୨୨ଟି ପଞ୍ଚାୟତ ଥିବା ବେଳେ କେବଳ ୧୦ପଞ୍ଚାୟତର ଚାଷୀଙ୍କୁ ଫସଲ ବୀମା ଯୋଜନାରେ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୧୨ପଞ୍ଚାୟତର…

ବହୁ ବାଦବିବାଦ ପରେ ଖୋଲିଲା ଭବାନୀପାଟଣାର ବିମଳା କନ୍‌ଭେଣ୍ଟ ସ୍କୁଲ

ଭବାନୀପାଟଣା,୨୫।୬(ଡି.ଏନ୍‌.ଏ): ଅହେତୁକ ଫି ବୃଦ୍ଧି, ବିଦ୍ୟାଳୟ ମୌଳିକ ଭିତ୍ତିଭୂମିର ବିକାଶ ନେଇ ଭବାନୀପାଟଣାର ବିମଳା କନ୍‌ଭେଣ୍ଟ ସ୍କୁଲର ପରିଚାଳନା କମିଟି ଓ ଅଭିଭାବକମାନଙ୍କ ମଧ୍ୟରେ ଚାଲିଆସିଥିବା ଦୀର୍ଘ ଦୁଇ ମାସର ଅସନ୍ତୋଷ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନର ହସ୍ତକ୍ଷେପ ଫଳରେ…

କଳାହାଣ୍ଡିରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୨୫।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଜିଲା ଓକିଲ ସଂଘ ବିଗତ ସାତ ବର୍ଷ ହେଲା ଆନ୍ଦୋଳନ ଚଳାଇଆସିଛି। ଏ ନେଇ ମଙ୍ଗଳବାର କଳାହାଣ୍ଡି ଓକିଲ ସଂଘ ସଭାପତି ଭବେନ୍ଦ୍ର ପଣ୍ଡା, ସମ୍ପାଦକ ଅଶ୍ୱିନୀ ଦାଶଙ୍କ ନେତୃତ୍ୱରେ ପୂର୍ବତନ…

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା ମୁଖ୍ୟ ବଜାର ଜନତା ନିବାସ ଗଳିରେ ପ୍ଲାଣ୍ଟସାଇଟ ପୋଲିସ ପକ୍ଷରୁ ଚଢ଼ାଉ ସମୟରେ…

ଘର ଖଁଡ଼େ ତିଆରିବାରେ ଅକ୍ଷମ:ଭଂଗା କୁରିଆରେ ୨ ଅସାହା ପରିବାରର

  କେସିଙ୍ଗା, ୨୫।୬ (ଡି.ଏନ୍‌.ଏ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କଶୃପଡ଼ା ପଁଚେତ୍‌ ସୁକୁନାଭଟା ଗଁାର ଦୁଇ ଭାଇ ଖଗେଶ୍ୱର ନାଏକ(୩୫) ଆର କାତ୍ତିକ ନାଏକ(୩୨)। ଉଭଏ ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ଝାଟି ମାଟିର କୁରିଆରେ ତାରପଲିନ ଢାପି ଦୁଇ…

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର କଟା। ଆଏଜ୍‌କେ ଦୁଇଶହ ବଛର୍‌ ଭରନା ହେଇଥିବାର ଇ ୧୫୩ ଏକର କଟା ଇହାଦେ…

ଅଲପ୍‌ ବରଷାରେ ଦର୍‌ହ ପାଲଟୁଛେ ପଢ଼ାକୁଠି: ବାରନ୍‌ଡାରେ ପାଠ୍‌ ପଢ଼ୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ସରକାରୀ ନୂତନ ଉପ୍ରା ବିଦ୍ୟାଲୟ। ଅଲପ ବରଷାରେ ବି ସ୍କୁଲର ପଢ଼ାକୁଠିମାନକେ ପାଏନ୍‌ ଗଲୁଛେ। ଯେନ୍‌ଥିରଲାଗି ଛାତ୍ରୀଛାତ୍ର, ଶିକ୍ଷକ ନାନା ସମସିଆର ସାମନା କରବାର ସଂଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?