ସମ୍ବଲପୁର

ସ୍କୁଲ ବାରନ୍‌ଡାରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ସରକାର ଗଁ। ଗଁଲିରୁ ସହରତକ୍‌ ସବୁ ଜାଗାରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। ଗୁଟେ କେନ୍ଦ୍ରରେ ମୁଖିଆ ଘର ସମେତ ରଁଧାଘର, ଶୌଚାଲୟ, ପିଇଲା ପାଏନ୍‌ ସୁବିଧାର ଲାଗି ନଲ୍‌ଚୁଅଁା, ସୁବିଧା ଥିଲେ ବିଦ୍ୟୁତ୍‌ ସଂଯୋଗର ବେବସ୍‌ତା କରାଯାଉଛେ।…

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଉଜ୍ଜ୍ୱଳମଣୀ ବାଗଙ୍କୁ ପୋଲିସ ଗିରଫ କରିଛି। ସୋମବାର ଟିଟିଲାଗଡ ଥାନା ପରିସରରେ…

ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଭଟ୍‌ଲି: ୨୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଉକ୍ତ ଥାନା ଅଞ୍ଚଳର…

ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ…

୫ବର୍ଷର ଶିଶୁପୁତ୍ରଙ୍କୁ ହତ୍ୟା କଲେ ପିତା

ସୁନ୍ଦରଗଡ଼,୨୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲାର ବନ୍ଧମୁଣ୍ଡା ଥାନା ଆର୍‌ଏସ କଲୋନୀରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ୫ ବର୍ଷର ପୁଅଙ୍କୁ ଛୁରୀ ଭୁଷି ହତ୍ୟା କରିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଏହା ଚାଞ୍ଚଲ୍ୟ ସୃଷ୍ଟି…

ଅବେବସ୍‌ତା ଘେରରେ ଅଙ୍ଗନୱାଡି କେନ୍ଦ୍ର

ଲାଠୋର, ୨୪ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ମାଲପଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର ସମସିଆ ଘେରରେ ରହିଛେ। ହେଲେ ଇ ଦିଗେ ପରଶାସନ ତରଫୁ ସମସିଆର ସମାଧାନ ଦିଗେ ପଦକ୍ଷେପ ନାଇଁ ନିଆଯିବାର। ଯେନ୍‌ଥିରଲାଗି ଥାନୀୟ ହିତାଧିକାରୀମାନେ ନାନା ସମସିଆର…

ପକ୍ଷାଘାତରେ ପୀଡ଼ିତ ବଶିଷ୍ଠ: ହେଲପରି କରି କୁଟୁମ ପୁଷୁଛେ ମଝିଆଁ ପୁଓ

ଲୋଇସିଂହା,୨୪।୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ(୬୦)। ଦିନ୍‌ଥିଲା ସେ ବାହା ଜାଂଗଲ ମାଜି ୮ ପରାନୀ କୁଟୁମ ପୁଷୁଥିଲେ। ସେଥ୍‌ରୁ ସେ ୩ ଝି’ ଗୁଟେ ପୁଓକେ ମୁନୁଷ୍‌ କରିଛନ୍‌। ହେଲେ ଗଲା ୩ ବଛର…

୬ ମାସିଆ ଛୁଆର ପିଠିରେ ବଢ଼ୁଛେ ଆବୁ: ଚିନ୍‌ତାରେ ଅସାହା ମା’ବାପ୍‌

ଭବାନୀପାଟଣା, ୨୪ା୬ (ଡିଏନଏ) : ଛ’ ମାସିଆ ଛୁଆ, ଦୁନିଆଁ କାଣା ନୁହେ ଜାନେ। ଏନ୍‌ତାଥି ତାର ପିଠିଥି ବଢ଼ି ଚାଲିଥିବାର ଗୁଟେ ଆବୁ ତାହାକେ ଅଥାଥାଲି କରିଦେଉଛେ। ଇଆଡ଼େ ଅଭାବ ଅନାଟନ ଲାଗି ମା’ବାପ୍‌ ଉପେ ଶୂଇନ୍‌। ନିଜର ପୁଓର…

ରିଜର୍ଭ ପ୍ରିମିୟର ଲିଗ୍‌ : ଖୁସି ଫାଇଟର ଚାମ୍ପିୟନ

ସୋନପୁର,୨୩।୬(ନି.ପ୍ର.):ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆରେ ଚାଲିଥିବା ରିଜର୍ଭ ପ୍ରମିୟର ଲିଗ୍‌(ଆରପିଏଲ-୪) ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲ ମ୍ୟାଚ୍‌ ଖୁସି ଫାଇଟର ଓ ମାନ୍‌ଭି ବ୍ଲାଷ୍ଟର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟି-୧୫ ଓ ଟି-୫ ଫର୍ମାଟ୍‌ରେ ଅନୁଷ୍ଠିତ ମ୍ୟାଚ୍‌ରେ ଖୁସି ଫାଇଟର ବିଜୟୀ…

ସତ୍ୟବାଦୀ ବିଦ୍ୟାପୀଠ ବିଜ୍ଞାନ କ୍ଲବକୁ ଗୋଲ୍ଡ କ୍ଲବ ସମ୍ମାନ

ଉଲୁଣ୍ଡା/ଅମରପାଲି, ୨୩।୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥରସ୍ଥିତ ସତ୍ୟବାଦୀ ବିଦ୍ୟାପୀଠର ବିଜ୍ଞାନ କ୍ଲବକୁ ଚଳିତ ବର୍ଷର ଗୋଲ୍ଡ କ୍ଲବ ସମ୍ମାନ ପ୍ରଦାନ କରାଯାଇଛି । ଛାତ୍ରୀଛାତ୍ରଙ୍କ ପାଇଁ ରୁଚିପୂର୍ଣ୍ଣ ଶ୍ରେଣୀ ଶିକ୍ଷାଦାନ ଓ ଜନସାଧାରଣଙ୍କଠାରେ ବିଜ୍ଞାନ ସଚେତନତା ସୃଷ୍ଟି ଯୋଗୁଁ କ୍ଲବ…

ଛାତ୍ରୀଛାତ୍ର ପିଉଛନ୍ତି ନଳକୂପର ଗୋଳିଆ ପାଣି

ଲାଠୋର, ୨୩ା୬(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ଏଠାରେ ୧୩୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ଶିକ୍ଷାଦାନ ପାଇଁ ୫ ଜଣ ଶିକ୍ଷକ ନିୟୋଜିତ ଅଛନ୍ତି। ସ୍କୁଲରେ…

ଶିକ୍ଷକ ନିଯୁକ୍ତିକୁ ବିରୋଧ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଭବାନୀପାଟଣା,୨୩।୬(ଡି.ଏନ୍‌.ଏ.): ଶିକ୍ଷକ ନିଯୁକ୍ତିକୁ ବିରୋଧ କରି ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ଉନ୍ନୀତ ସ୍କୁଲରେ ଗ୍ରାମବାସୀ ତାଲା ପକାଇ ଦେଇଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ପାଡେପଦରରେ ପୂର୍ବରୁ ଥିବା ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶଶିଦେବ ନାଏକ କାର୍ଯ୍ୟରେ ଅବହେଳା କରୁଥିବାରୁ ତକତ୍ାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?