ସମ୍ବଲପୁର

ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ପାଟଣାଗଡ଼ ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ପାଟଣାଗଡ଼,୨୧।୬ (ଡି.ଏନ୍‌.ଏ.): ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ସ୍ଥାପନକୁ ନେଇ ଶୁକ୍ରବାରଠାରୁ ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ପାଟଣାଗଡ଼ ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ବିଗତ ୯ ମାସ ଧରି ସିଜ୍‌ୱାର୍କ କରାଯାଇଥିଲେ ସୁଦ୍ଧା ସରକାରଙ୍କ…

ବିଧାୟକଙ୍କ ଜେଇଙ୍କୁ ବସ୍‌ଉଠ୍‌ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି

ପାଟଣାଗଡ଼,୨୧।୬(ଡି.ଏନ୍‌.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍‌ବସ୍‌ କରିଥିବା ଘଟଣାରେ ବିଧାୟକଙ୍କ ନାମରେ ଆଟ୍ରୋସିଟି ମାମଲା ରୁଜୁ ହୋଇଥିଲା। ଜିଲା ଆଦିବାସି କଲ୍ୟାଣ ସଂଘ ପକ୍ଷରୁ…

ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ

ଭବାନୀପାଟଣା,୨୧।୬ (ଡି.ଏନ୍‌.ଏ.): ଯୋଗ ଦ୍ୱାରା ଏକ ସୁସ୍ଥ ଓ ନୀରୋଗ ଶରୀର ଗଠନ ପାଇଁ ଶୁକ୍ରବାର ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ପତଞ୍ଜଳି ଯୋଗ ସମିତି ଭବାନୀପାଟଣା ଶାଖା ପକ୍ଷରୁ ଏହା ସ୍ଥାନୀୟ ବ୍ୟାୟାମ ଶାଳା, ଭବାନୀପାଟଣାଠାରେ…

ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ରାଥମିକ ଶିକ୍ଷକ ସଂଘ, ୫-ଖାରାବେଳ ନଗର ଭୁବନେଶ୍ୱର, କଳାହାଣ୍ଡି ଶାଖା ପକ୍ଷରୁ ଶୁକ୍ରବାର ଜିଲା ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସଂଘର ସଭାପତି ଜନାର୍ଦ୍ଧନ ମାଝି…

ଫି’ ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବିରେ ଅଭିଭାବକଙ୍କ ଧାରଣା

ଭବାନୀପାଟଣା,୨୧।୬(ଡି.ଏନ୍‌.ଏ.): ଫି ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବି କରି କଳାହାଣ୍ଡି ଜିଲା ଭବାନୀପାଟଣା ବିମଳା କନଭେଣ୍ଟ ସ୍କୁଲ ସମ୍ମୁଖରେ ଅଭିଭାବକମାନେ ଶୁକ୍ରବାର ଧାରଣା ଦେଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷ ଅଭିଭାବକଙ୍କ ସହିତ କୌଣସି ପ୍ରକାର ଆଲୋଚନା ଓ ମତବିନିମୟ ନ…

ରାସ୍ତାରେ ମୃତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗୀର ଅଫିସ,୨୧।୬: ବଲାଙ୍ଗୀର ସହର ଜଗନ୍ନାଥପଡ଼ା ରାସ୍ତାରେ ଶୁକ୍ରବାର ସକାଳେ ବୁଲା କୁକୁର ଏକ ମୃତ ଶିଶୁକୁ ଝୁଣି ଖାଉଥିବା ଦେଖିବାକୁ ମିଳିଛି। ସକାଳୁ ଏଭଳି ଦୃଶ୍ୟ ଲୋକଙ୍କୁ ବିଚଳିତ କରିଥିଲା। କୁକୁରଟି ନିକଟସ୍ଥ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରୁ ଏହି…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ୩୦ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୨୧।୬: ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ଚାଲିଥିବା ୪ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପରିବର୍ଦ୍ଧିତ କରାଯାଇଛି। ଏହି ଆନ୍ଦୋଳନ ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଗୁରୁବାର ଅନୁଷ୍ଠିତ ଜିଲା ଓକିଲ ସଂଘ ପରିବର୍ଦ୍ଧିତ କାର୍ଯ୍ୟନିର୍ବାହୀ କମିଟି…

ଘୋଷଣାରେ ସୀମିତ ଆଦର୍ଶ ଗାଁ: ମଉଲିକ୍‌ ସୁବିଧାରୁ ବଁଚିତ୍‌ ଗାଁବାସୀ

ପଦ୍ମପୁର, ୨୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଦହିଗଁା ପଁଚେତ୍‌ର ବ୍ରାହ୍ମଣଡ଼ିହି ଗଁାକେ ୨ ବଛର ଆଗରୁ ମାଲ ମାଲ ଅଫିସରକଁର ଧାର ଲମିଥିଲା। ହଜାର ହଜାର ଲୁକ୍‌କର ଆଘେ ଘୋଷନା କରାଗଲା ଆଦର୍ଶ ଗଁା। ୧ ହଜାରରୁ ଅଧ୍‌କା…

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ ଗୁରୁବାର ସକାଳ ୮ଟାରୁ ୯ଟା ଯାଏଁ ରାସ୍ତାରୋକୋ କରିଥିଲେ। ଫଳରେ ଜୁନାଗଡ-କଲମପୁର ମୁଖ୍ୟ ରାସ୍ତା…

ଧାନବୋଝେଇ ଟ୍ରକରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୦ା୬ : ବରଗଡ଼ ଜିଲା ବିଜେପୁର-ଗାଇସିଲେଟ୍‌ ରାସ୍ତାର ନୂଆଁପାଲି ନିକଟରେ ଗୁରୁବାର ଅପରାହ୍ନରେ ଏକ ଧାନ ବୋଝେଇ ଟ୍ରକ(ଓଆର ୧୩ ଏମ୍‌ ୧୩୬୨)ରେ ଆକସ୍ମିକ ଭାବେ ନିଆଁ ଲାଗି ଯାଇଥିଲା । ଟ୍ରକର ସମ୍ମୁଖ ଭାଗରେ ନିଆଁ ଲାଗି ଯିବାରୁ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ଟିଟଲାଗଡ଼,୨୦।୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଟିଟଲାଗଡ଼ ବ୍ଲକ ଅନ୍ତର୍ଗତ ବାଗଡ଼େର ଗାମର ରାସ୍ତାକଡରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର। ସେ ବୁଧବାର ସନ୍ଧ୍ୟାରୁ ବାଇକ୍‌ରେ ଘରୁ ବାହାରି ଆଉ ଫେରି ନ…

ସତ୍‌ କହେଲେ ଭାରପ୍ରାପ୍ତ ଚିକିତ୍ସା ଅଧ୍‌କାରୀ; ଧରାପଡ଼ଲା ପିଏଚ୍‌ଇଓକଁର ମିଛ୍‌

ଲୋଇସିଂହା,୨୦।୬(ଡି.ଏନ.ଏ) ସୁଆସ୍‌ତିଅ ସଚେତନତାର ଲାଗି ସରକାର ଲାଖ୍‌ ଲାଖ୍‌ ଟଁକା ପାଏନ୍‌ ମିତାର ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀମାନକର ଅବହେଲରୁ ସୁଆସ୍‌ତିଅ ସଚେତନତା କାଯ୍‌କରମ ଜନସାଧାରନକଁର ପାସକେ ପୁହୁଁଚି ନାଇଁ ପାରବାର। ଇଆଡ଼େ ସଚେତନତା ଅଭାବୁ ଗାଁଗଁଡ଼ାମାନକେ ନାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?