ଗୁପ୍ତଧନ ଲାଗି ଚାଲିଥିଲା ତନ୍ତ୍ରପୂଜା: ମହିଳାଙ୍କ ସମେତ ୬ ଅଟକ, ବେଲପାହାଡ଼ ପୋଲିସର ପଚରାଉଚରା
ବେଲପାହାଡ଼,୬।୬(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ପୋଲିସ ଗୁପ୍ତଧନ ପାଇଁ ତନ୍ତ୍ରପୂଜା କରୁଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏମାନେ ଗତ ବୁଧବାର ରାତିରେ ଲିମଟିକିରା ଗାଁ ମୁଣ୍ଡରେ ଥିବା ଏକ ଭଙ୍ଗା…
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ଡା. ରାମଚନ୍ଦାନୀ
ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ସ୍ଥାନ ପାଇଛନ୍ତି। ସେ ଗତ କିଛିଦିନ ତଳେ ନିଜ କାର୍ରେ ବୁର୍ଲା କୁଷ୍ଠ କଲୋନୀ…
ମେଡିକାଲ ସାଇନ୍ସରେ ରିସର୍ଚ୍ଚ କରିବି: ଆଶୁତୋଷ
ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପାଇଁ ଉଦ୍ଦିଷ୍ଟ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ୨୦୧୯ର ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ବଲାଙ୍ଗୀର ୟୁବୋଦୟ କଲେଜ ଛାତ୍ର ଆଶୁତୋଷ ପଣ୍ଡା ସମୁଦାୟ ୭୨୦ରୁ ୬୮୨ ମାର୍କ ରଖି ଓଡ଼ିଶା…
ଜିଲା କଂଗ୍ରେସ ନେତାଙ୍କ ଉପରେ ଦୋଷ ଲଦିଲେ ଜର୍ଜ ତିର୍କୀ
ରାଉରକେଲା ଅଫିସ/ ଭୁବନେଶ୍ୱର(ବ୍ୟୁରୋ), ୬ା୬: ନିର୍ବାଚନରେ ପରାଜୟ ପରେ ବୁଧବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଜର୍ଜ ତିର୍କୀ। ଏଥର କଂଗ୍ରେସ ଟିକେଟରେ ସୁନ୍ଦରଗଡ଼ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିଥିବା ତିର୍କୀ ରାଉରକେଲାର ଏକ ହୋଟେଲରେ ଆୟୋଜିତ ଖବରଦାତା…
ସମସିଆ ଘେରରେ ଭୋଇପାଲିବାସୀ: ନଲ୍ଚୁଆଁରୁ ବାହାରୁଛେ ଦୂଷିତ୍ ପାଏନ୍
ସମ୍ବଲପୁର,୬ା୬(ବ୍ୟୁରୋ)- ସମ୍ବଲପୁର ମହାନଗର ନିଗମରେ ସାମିଲ ହେଇଥିବାର ୧୨ଟା ପଁଚେତ୍ବାସୀ ଅନେକ ସମସିଆରେ ବୁଡ଼ି ରହିଛନ୍। ବଡ଼ଭାରି ହିସାବେ ମହାନଗର ନିଗମର ସୀମାନାରେ ଥିବାର ଗାଁବାସୀମାନେ ସରକାରୀ ସୁବିଧା ସୁଯୋଗରୁ ବଁଚିତ୍ ହେଉଛନ୍। ରାସ୍ତାଘାଟ, ଆବାସ ଯୋଜନା, ପେନସନ ଯୋଜନା, ପିଇଲା…
ଦିବ୍ୟାଙ୍ଗକଁର ଉଚ ଶିକ୍ଷା ଅଭିଲାଶ, ମନବଲ ଥିଲେ ସବୁ ସମ୍ଭବ: ଜଗନ୍ନାଥ
ଅତାବିରା, ୬।୬ (ଡି.ଏନ.ଏ): ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଦ ପଁଚେତ୍ ଉରୁଆମୁଣ୍ଡା ଗାଁର ପଦ୍ମିନୀ ଆର କ୍ଷୀରସାଗର ତାଣ୍ଡିକଁର ପୁଓ ଜଗନ୍ନାଥ ତାଣ୍ଡି(୧୧)। ସେ ଜନମୁ ଦିବ୍ୟାଙ୍ଗ ଆଏ, ତାକର ଦୁଇହାତ୍ ଗୋଡ଼ ନାଁଇଁନ। ମା’ବାପ୍ ପୁଓ ଦିବ୍ୟାଙ୍ଗ ବଲି…
ପରିବେଶର ସୁରକ୍ଷା ଲାଗି ବୃକ୍ଷରୋପଣ ଜରୁରୀ
ଖପ୍ରାଖୋଲ,୫।୬(ଡି.ଏନ.ଏ.): ଖପ୍ରାଖୋଲ ବ୍ଲକ ବଡଗୁର୍ଜିଭଟାଠାରେ ବନ ବିଭାଗ ପକ୍ଷରୁ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଗାଁ ପରିକ୍ରମା କରିଥିଲା। ପରେ ବିଦ୍ୟାଳୟ ପରିସରରେ…
ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ପାଳିତ: ପରିବେଶ ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସିବାକୁ ଆହ୍ବାନ
କର୍ଲାମୁଣ୍ଡା,୫।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରାବାହାଲି ଅର୍ଟଚାର୍ଟଠାରେ ସେବା ଜଗତ ସଂସ୍ଥା ପକ୍ଷରୁ ଆୟୋଜିତ ସଭାରେ ଅନୁଷ୍ଠାନର ସମ୍ପାଦକ ସତ୍ୟନାରାୟଣ ପଟ୍ଟନାଏକ, ସୁନୀତା…
ସ୍ବାମୀଙ୍କ ଅସୁସ୍ଥତା ଦର୍ଶାଇ ମହିଳା ଠକିନେଲେ ୫୦ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ ହେଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା
ଭବାନୀପାଟଣା,୫।୬(ଡି.ଏନ୍.ଏ.) : ସ୍ବାମୀଙ୍କ ଅସୁସ୍ଥତା କାରଣ ଦର୍ଶାଇ ଜଣେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଠାରୁ ଲକ୍ଷାଧିକ ଟଙ୍କା ଠକେଇ କରି ଫେରାର ହୋଇଯାଇଥିଲେ। ଠକେଇ ଶିକାର ମହିଳାମାନେ ଏହାର ତଦନ୍ତ କରି ନ୍ୟାୟ ପ୍ରଦାନ ଦାବିରେ ବୁଧବାର ଜିଲା ଏସ୍ପିଙ୍କୁ ଦାବିପତ୍ର…
ବୃଦ୍ଧଙ୍କୁ ଚାପିଦେଲା ଟ୍ରେଲର
ପାଟଣାଗଡ଼,୫ା୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଟ୍ରେଲର ଚାପାରେ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପାଟଣାଗଡ଼ ନିକଟସ୍ଥ ଗଙ୍ଗାସାଗର ଗ୍ରାମର ଗୋଲବଦନ ନାଗ (୬୦)। ସେ ପାଟଣାଗଡ଼ର ଏକ…
ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ
ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିବେଶ ପ୍ରଦୂଷଣ କାରଶରୁ ସମଗ୍ର ଜୀବଜଗତ ସତ୍ତା…
ଭୁବନେଶ୍ୱର-ଝାରସୁଗୁଡା ବିମାନସେବା ଆରମ୍ଭ
ଭୁବନେଶ୍ୱର,୫।୬: ଭୁବନେଶ୍ୱରରୁ ଝାରୁସୁଗୁଡା ଓ ରାୟପୁରକୁ ବିମାନ ସେବା ବୁଧବାରରୁ ଆରମ୍ଭ ହୋଇଛି। ଭୁବନେଶ୍ୱରୁ ପ୍ରଥମ ବିମାନ ଉଡାଣ ଭରି ଝାରସୁଗୁଡାରେ ପହଞ୍ଚିଛି। ପୁଣି ଝାରସୁଗଡାରୁ ଭୂବନେଶ୍ୱରକୁ ଫେରିଥିଲା ଏଟିଆର-୭୨ ବିମାନ। ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଭୁବନେଶ୍ୱରରୁ ୭୨ଜଣ ଯାତ୍ରୀଙ୍କୁ…
Archives


