ରଥଯାତ୍ରା ଉଧେ ସଜବାଜ ବଇଠକ୍
ବିନିକା,୫ା୬(ଡି.ଏନ୍.ଏ): ଫିବଛର ଲେଖେଁ ଚଲତି ବଛର ବି ବିନିକା ଏନ୍ଏସି ଅଂଚଲରେ ଆଏବାର ଜୁଲାଇ ୪ ତାରିଖ ଗୁରୁବାର ରଥଯାତ୍ରା ପାଲନ ହେବା। ଇଥର ପରଭୁ ଜଗନ୍ନାଥ, ବଳଭଦ୍ର ଆର ମାତା ସୁଭଦ୍ରା ନୂତନ ରଥରେ ବସି ଯାତ୍ରା ସମିଆରେ ଅଂଚଲବାସୀକୁ…
ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର:ଏକ୍ସ-ରେ ମେଶିନ୍ ଅଚଲ, ରୁଗୀ ବାରଦୁଆର
ଡୁଙ୍ଗୁରିପାଲି, ୫ା୬(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗଲା ୨ ମାସ ହେଲା ଏକ୍ସ-ରେ ମେଶିନ ଅଚଲ ହେଇ ପଡ଼ିରହିଛେ। ଇଥିରଲାଗି ଥାନୀୟ ରୁଗୀ ବଡ଼ଭାରି ଅସ୍ବିଧାର ସାମ୍ନା କରୁଥିବାର ଅଭିଯୋଗ ହେଉଛେ। ଲୋକ୍ ଏକ୍ସ-ରେ ଲାଗି ବରପାଲି,…
ଭତା, ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍:ଭିଖ୍ ମାଗି ପେଟ୍ ପାଲୁଛନ୍ କିର୍ତ୍ତନ
ଲାଠୋର,୫।୬(ଡି.ଏନ.ଏ.): ସରକାର ଗରିବ ଦୁଖି, ଅସାହା ବୁଢ଼ାବୁଢ଼ି, ଭିନ୍ନକ୍ଷମ, ବିଧବାମାନକୁ ଚାଉଲ, ଭତା, ଆବାସ ଯୋଜନାରେ ଘର ଆଦି ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ସରକାରକଁର ଇ ମହତ୍ ଯୋଜନା ବାଟବନା ହେଉଛେ। ଏନ୍ତା ଗୁଟେ…
ଉତ୍ତାପ କମାଇବାକୁ କାର୍ଯ୍ୟକାରୀ ହେବ ପାଇଲଟ୍ ପ୍ରକଳ୍ପ: କୁମୁଡ଼ା ପାହାଡ ଉନ୍ନତି ଲାଗି ଖର୍ଚ୍ଚ ହେବ ୪.୭୪ କୋଟି
ବଲାଙ୍ଗୀର ଅଫିସ,୫।୬- ଉତ୍ତପ୍ତ ଅଞ୍ଚଳ ଭାବେ ପରିଚିତ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଏବଂ ଆଖପାଖ ଅଞ୍ଚଳରେ ତାପମାତ୍ର ବୃଦ୍ଧି ରୋକିବା ଦିଗରେ ବନ ବିଭାଗ ପକ୍ଷରୁ ଏକ ପାଇଲଟ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଯୋଜନା କରାଯାଇଛି। ବଲାଙ୍ଗୀର ବନ ବିଭାଗ ପକ୍ଷରୁ…
ବଡ଼ପଡ଼ାରେ ପାନୀୟ ଜଳର ଉତ୍କଟ ଅଭାବ: ଜାତୀୟ ରାଜପଥ ଅବରୋଧ କଲେ ମହିଳା
କୋକସରା,୪।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ୍ ସଦର ମହକୁମା ବଡ଼ପଡ଼ାଠାରେ ପାନୀୟ ଜଳର ଉତ୍କଟ ଅଭାବ ଦେଖାଦେଇଥିବା ବେଳେ ମହିଳାମାନେ ରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ସ୍ଥାନୀୟ ବଡ଼ପଡ଼ା ମହିଳାମାନେ ଗରା, ମାଠିଆ, ବାଲଟି ଧରି ଦୀର୍ଘ ୧ ଘଣ୍ଟା ୨୬ ନଂ.…
ଜବରଦଖଲ ହଟୁନି, ରାସ୍ତାକାମ ଆଗଉନି: ବଡମାଣପୁର ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ
ଦେବଗଡ଼, ୪ା୬(ସ୍ବ.ପ୍ର): ଦେବଗଡ଼ ଜିଲା ବାରକୋଟ ବ୍ଲକ୍ ଅଧିନ ବଡମାଣପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମ ଆଗେଇ ପାରୁନାହିଁ। ଜବରଦଖଲ ସମସ୍ୟା ଯୋଗୁ ଏପରି ଅବସ୍ଥା ହୋଇଛି। ଜବରଦଖଲ ହଠାଇବା ଦାବିରେ ମଙ୍ଗଳବାର ପୂଣି ଥରେ ଗ୍ରାମବାସୀ…
ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା
ସରଣ୍ଡା,୪।୬(ଡି.ଏନ୍.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା ଠିକ୍ ଭାବେ ଉଠୁ ନାହିଁ। ବିକ୍ରି ହୋଇ ନ ପାରି ବହୁପରିମାଣର ଧାନ…
ବିଜେପୁର ଡାକ୍ତରଖାନରେ ଖାଲିପଡ଼ିଥିବା ପଦବୀପୂରଣ ଦାବି: ୧୯ରେ ଅନଶନ ଚେତାବନୀ
ବରଗଡ଼ ଅଫିସ,୪।୬: ବରଗଡ଼ ଜିଲା ବିଜେପୁର ଡାକ୍ତରଖାନାରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀଗୁଡ଼ିକ ଦୀର୍ଘଦିନ ହେଲା ଖାଲି ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ…
କାରରୁ ଓହ୍ଲାଇ କୋଷ୍ଠରୋଗୀଙ୍କୁ ରାସ୍ତା ପାର କରାଇଲେ ଡାକ୍ତର: ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ
ଚିପିଲିମା, ୪।୬ (ସ୍ବ.ପ୍ର.)କୁଷ୍ଠରୋଗୀମାନଙ୍କ ପ୍ରତି ଆମମାନଙ୍କ ଭିତରେ ଏବେ ବି ଘୃଣାଭାବ ରହିଛି। ସେମାନଙ୍କୁ ଛୁଇଁଲେ କୁଷ୍ଠରୋଗ ବ୍ୟାପେ ବୋଲି ଆମମାନଙ୍କ ଭୁଲ୍ ଧାରଣା ମଧ୍ୟ ରହିଛି। କୌଣସି ବ୍ୟକ୍ତି କୁଷ୍ଠ ରୋଗରେ ଆକ୍ରାନ୍ତ ହେଲେ ପ୍ରଥମେ ନିଜ ପରିବାର ଲୋକଙ୍କ…
ମାସେ ହେଲା ୮ ନଳକୂଅ ଅଚଳ
ବାମରା, ୪।୬ (ସ୍ବ.ପ୍ର.) ବାମରା ବ୍ଲକ ସଦର ମହୁକୁମା ଗୋବିନ୍ଦପୁର ପଞ୍ଚାୟତରେ ଗତ ପ୍ରାୟ ୧ମାସ ହେବ ୮ଟି ନଳକୂଅ ଅଚଳ ହୋଇପଡିଥିବାରୁ ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି । ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ନା ସ୍ଥାନୀୟ…
ବର୍ଷା ଆସିଲାଣି, ଡ୍ରେନ୍ ସଫେଇ ସରୁନି
ସମ୍ବଲପୁର,୪ା୬(ବ୍ୟୁରୋ) ସମ୍ବଲପୁରରେ ନାଳନର୍ଦ୍ଦମା ସଫା କାମ ଶେଷ ହେଉନାହିଁ। ଫଳରେ ଏଥର ବର୍ଷା ଦିନେ ଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ବନ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଏପ୍ରିଲ ମାସ ଶେଷ ସୁଦ୍ଧା ଜିଲା ପ୍ରଶାସନ ସହର ବିଭିନ୍ନ…
ଲୋପ୍ ପାଉଛେ ଧାନଖଣି, ପୁଡୁଗ୍ ବଁଧା ପରମ୍ପରା
ଭବାନୀପାଟଣା, ୪ା୬ (ଡି.ଏନ୍.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍। ରାଏଜର ବଡ଼ଭାଗି ଲୋକ୍ ଚାଷ୍ବାସ କାରି ନିଜର ଜୀବନ୍ ଜୀବ୍କା ଚଲଉଛନ୍। ସେନ୍ତା ଚାଷୀ ଆଘ ଧାନ, ଚାଉଲକେ ବେଉଁତ କରି ରଖବାର ଲାଗି ଅନେକ ପରକାର ସାଜୋସାମାନ…
Archives


