୮ ବଛର ହେଲା ଖଟେ ପଡ଼ିଛନ୍ ପନୌ:ଦାଉ ସାଧୁଛେ ଅଜନା ରୋଗ୍
ପାଇକମାଳ, ୨୫ା୫ ( ଡି.ଏନ୍.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ଅବସ୍ତା ଏନ୍ତା ଯେ, ସେ ସବୁବେଲେ...
ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍ଲି ହେଉଛନ୍ ରୁଗୀ
ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ଲୁକ୍କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ସ୍ବାସ୍ଥ୍ୟ ଉପକେନ୍ଦ୍ର ଖୁଲୁଛନ୍। ହେଲେ...
କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍ ଭିକ୍ଟ୍ରି
ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି । ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ...
ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ...
ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ
ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କୁ ୫୬, ୫୩୩ ଖଣ୍ଡ...
ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ
ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...
ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍ ବିଜୟ
ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ...
ଝାରସୁଗୁଡ଼ାରେ ନବ, ବ୍ରଜରାଜନଗରରେ କିଶୋର ଆଗୁଆ
ଲଖନପୁର,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗରେ ଅଛନ୍ତି। ନବ ୪୧୫୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦୀନେଶ ଜୈନ ୨୪୩୫୮ ଭୋଟ ପାଇଛନ୍ତି। ସେହିପରି...
ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ
ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୯୦୬୦ ଭୋଟ ପାଇଛନ୍ତି।...
କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ
ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ୧୧ ରାଉଣ୍ଡ ଗଣତି ସୁଦ୍ଧା ବୌଦ୍ଧ ବିଧାନସଭା...
ଲୋଇସିଂହା ବିଧାନସଭାରେ ଭାଜପା ଆଗୁଆ
ଲୋଇସିଂହା,୨୩।୫: ଲୋଇସିଂହା ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ଆଗରେ ଅଛନ୍ତି। ମୁକେଶ ୧୯୪୧୦ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରଦୀପ କୁମାର ବେହେରା ୧୪୩୦୮ ଭୋଟ ପାଇଛନ୍ତି।
ଅତାବିରା ବିଧାନସଭାରେ ସ୍ନେହାଙ୍ଗିନୀ ଛୁରିଆ ଆଗୁଆ
ଅତାବିରା,୨୩।୫: ଅତାବିରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଗରେ ଅଛନ୍ତି। ସ୍ନେହାଙ୍ଗିନୀ ୧୭୮୧୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ଭାଜପା ପ୍ରତିଦ୍ୱନ୍ଦ୍ୱୀ ୧୩୧୦୯ ଭୋଟ ପାଇଛନ୍ତି।
Archives


