ସମ୍ବଲପୁର

ଅବେବସ୍‌ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍‌ରୁ ବଁଚିତ୍‌ ଛାତ୍ରୀଛାତ୍ର

ଦେଓଗାଁ,୧୫।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା ଉଭଏ ବ୍ଲକ ଦାଇତିଅରେ ଅଛନ୍‌। ଇଥିରଲାଗି ଯେନ୍‌ହିସାବେ କାମ୍‌ ହେବାର କଥା ନାଇଁ ହେଇପାରୁଥିବାର…

ମନ୍‌ବଲ ଆଗ୍‌କେ ବଢ଼ବାର ବାଟ କଢ଼ାସି

ଲାଠୋର, ୧୫ା୪ (ଡି.ଏନ୍‌.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍‌। କିଏ ବୁଧି ବିବେକ ଖଟେ ତ ଆର କିଏ ବାହାଜାଂଗଲ ମାଜି ହାଡ଼ଭଂଗା ପରିଶ୍‌ରମ କରି ନିଜର କୁଟୁମ ପୁଷୁଛନ୍‌। ହେଲେ ମୁନୁଷ୍‌ ମଜବୁତ…

ହରିଶଙ୍କରରେ ମାଓବାଦୀଙ୍କ ବ୍ୟାନର

ଖପ୍ରାଖୋଲ ୧୪।୬ (ଡି.ଏନ.ଏ.) : କିଛିଦିନର ନିରବତା ପରେ ପୁଣି ମାଓବାଦୀମାନେ ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ ନିଜ ଉପସ୍ଥିତି ଜାହିର କରିଛନ୍ତି। ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଶୁକ୍ରବାର ମାଓବାଦୀମାନେ ବ୍ୟାନର ଲଗାଇ ଜନଆନ୍ଦୋଳନ ଉପରେ ଫାସୀବାଦି ଦମନକୁ ବିରୋଧ କରିବାକୁ…

ଅବୈଧ ଟିକଟ କାରବାର କରୁଥିବା ନକଲି ରେଳ ଅଧିକାରୀ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ରେଳ ସୁରକ୍ଷା ବଳ ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଜଣେ ନକଲି ରେଳ ଅଧିକାରୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ ଲୋଇସିଂହା ଥାନା ଅନ୍ତର୍ଗତ ବାଦୀବାହାଲ ଗ୍ରାମର ହୃଷୀକେଶ ଦାଶ । ହୃଷୀକେଶ ନିଜକୁ ରେଳ…

ଖାଉଟି ଅଦାଲତ ଅବମାନନା ମାମଲାରେ ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ଟାଉନଥାନା ପୋଲିସ ପକ୍ଷରୁ ଶୁକ୍ରବାର ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଗିରଫ କରାଯାଇଛି। ଏକ ଖାଉଟି ଅଦାଲତ ଅବମାନନା ମାମଲାକୁ ନେଇ ତାଙ୍କ ନାଁରେ ଓ୍ବାରେଣ୍ଟ ଜାରି କରାଯାଇଥିଲା । ଏହି ଓ୍ବାରେଣ୍ଟକୁ ଭିତ୍ତିକରି ତାଙ୍କୁ ଗିରଫ କରାଯାଇଥିବା…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ଜଣାପଡ଼ିବ

ଅତାବିରା,୧୪ା୬(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ତଲିଟାମ୍ପରସରା ଗ୍ରାମର ଜଣେ ଯୁବକଙ୍କ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ହେଲା ବଳରାମ ସେଟ୍‌(୧୮)। ସେ ଗୁରୁବାର ସନ୍ଧ୍ୟାରେ ତଲିଟାମ୍ପରସରା ଗ୍ରାମର ରାଜୀବ ବିଶ୍ୱାଳଙ୍କ ଦୁଗ୍ଧ ନେଇ ଲରମ୍ଭା…

ପାଠ ପଢ଼ାଇବାକୁ କି ବିବାହ କରାଇବାକୁ ସମ୍ବଳ ନାହିଁ : ଭିନ୍ନକ୍ଷମ ଝିଅକୁ ବିକ୍ରି ପାଇଁ ବାପା ପ୍ରସ୍ତୁତ

କଣ୍ଟାମାଳ, ୧୪।୬ (ଡି.ଏନ.ଏ.) : ବୌଦ୍ଧ ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ପଡିଛନ୍ତି। ବିବାହ ନାଁରେ ପ୍ରତିବର୍ଷ ଶହ ଶହ ଯୁବତୀ ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ଅଞ୍ଚଳରେ ବିକ୍ରି ହେଉଛନ୍ତି। ପୂର୍ବରୁ କଣ୍ଟାମାଳ ବ୍ଲକ ସିନ୍ଦୁରପୁର…

ଫଲମୂଲ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ: ଶୋଷନ୍‌ର ଶିକାର ହେଉଛନ୍‌ ଆଦିବାସୀ

ଭବାନୀପାଟଣା,୧୪।୬ (ଡି.ଏନ୍‌.ଏ.): କଳାହାଣ୍ଡି ଆର ରାୟଗଡ଼ା ସୀମାନାରେ ଥିବାର ନିୟମଗିରି ପରବତ ସିଘେ ୨ଶହରୁ ଅଧ୍‌କା ଆଦିବାସୀ ଡଙ୍ଗରିଆ ଆର ଝରଣିଆ କଁଧ୍‌ ପରିବାର ବାସ କରୁଛନ୍‌। ଭିନେ ଭିନେ ରୁତୁ ସମିଆରେ ଇମାନେ ସପୁରୀ, ଆମ୍‌, ପଣସ, କଦ୍‌ଲି, କମଲା,…

ମଣ୍ଡିରୁ ଧାନ ଉଠାଇବା ଦାବି: କୁଟ୍ରୁଛକଠାରେ ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ କୁଟ୍ରୁ ପ୍ୟାକ୍ସ ମଣ୍ଡିରେ ଅବ୍ୟବସ୍ଥା ଯୋଗୁ ଚାଷୀଙ୍କ ଧାନ ଉଠିପାରୁ ନାହିଁ । ତୁରୁନ୍ତ ମଣ୍ଡିରୁ ଧାନ ଉଠାଇବା ଦାବି କରି ଚାଷୀମାନେ ଗୁରୁବାର ସକାଳୁ ଜୟପାଟଣା-ମୋଟେର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଚାଷୀମାନଙ୍କ…

କୃଷି ନିର୍ଦ୍ଧାରଣ ବୈଠକରେ ଧାନଚାଷ ଓ ବିକ୍ରି ପ୍ରସଙ୍ଗ ପ୍ରତି ଗୁରୁତ୍ୱ

ବରଗଡ଼ ଅଫିସ,୧୩ା୬ : ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା କୃଷି ନିିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ ଚାଷ ଉପରେ ଆଲୋଚନା ହୋଇଥିଲା। ବୈଠକରେ…

ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏକ ବୈଷୟିକ ପ୍ରତିନିଧି ଦଳ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖୋଳି ନମୁନା ସଂଗ୍ରହ…

ସୂଚନା ଫଳକରେ ସୀମିତ ପୁନରୁଦ୍ଧାର

ଡୁଙ୍ଗୁରିପାଲି, ୧୩ା୬(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଡଙ୍ଗୁରିପାଲି ବ୍ଲକ ସୁନାପାଲି ଗ୍ରାମ ପଞ୍ଚାୟତରସଦର ଗଁାରେ ଥିବା ଯୋଗୀକଟା(ଜଳାଶୟ)ର ପଙ୍କୋଦ୍ଧାର ଓ ଅନ୍ୟାନ୍ୟ କାମ ପାଇଁ ପାଣିକୁ କଟାଯାଇଛି। ୨୦୧୮-୧୯ ଆର୍ଥିକ ବର୍ଷରେ ଚତୁର୍ଦ୍ଦଶ ଅର୍ଥ କମିଶନ ଯୋଜନାରେ ଏଥିପାଇଁ ୫ଲକ୍ଷ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?