ସମ୍ବଲପୁର

କାମରେ ଆସୁନି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ୧୯ ଲକ୍ଷ ମାଟିରେ ମିଶିଲା

ମନମୁଣ୍ଡା, ୧୩।୬ (ଡି.ଏନ.ଏ.) – ବୌଦ୍ଧ ଜିଲା କଙ୍କାଳି ପାହାଡ ତଥା ସଂରକ୍ଷିତ ଜଙ୍ଗଲ ପାଦଦେଶରେ ଥିବା ରତାଖଣ୍ଡି, କଲରାଝୁଲି, ହାତୀପାଲି ଅଞ୍ଚଳରେ ଜଳସେଚନ ସୁବିଧା ନାହିଁ । ଏହି ଅଞ୍ଚଳ ବାରମ୍ବାର ମରୁଡିର ସମ୍ମୁଖୀନ ହେଉଥିବାରୁ ଉକ୍ତ ପାହାଡର ଉତ୍ତର…

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଓ ମକ୍‌ ଡ୍ରିଲ ନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି ।…

ଏନଏସିର ପଲିଥିନ ଚଢ଼ାଉ ଅଭିଯାନ

ବିଜେପୁର, ୧୨।୬ (ଡି.ଏନ.ଏ): ବିଜେପୁର ଏନଏସି ପକ୍ଷରୁ ବୁଧବାର ସ୍ଥାନୀୟ ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ ଚଢ଼ାଉ କରାଯାଇଥିଲା । ଏଥିରେ ୧୦ କେଜି ଓଜନର ପଲିଥିନ ଜବତ ହୋଇଛି । ସ୍ବଚ୍ଛ ଓ ସୁନ୍ଦର ଓଡିଶା ଗଠନ ପାଇଁ ପରିବେଶ…

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣା: ପାଟଣାଗଡ଼ ବିଧାୟକଙ୍କୁ ଗିରଫ ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୨।୬: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଗିରଫ ଦାବିରେ ଆଦିବାସୀ ସଂଘ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳ ଅଫିସ ଘେରାଉ କରାଯାଇଥିଲା। ଏହି ଘେରାଉ ବେଳେ ଉତ୍ତେଜନା ପ୍ରକାଶ ପାଇବା ସହ ଆଦିବାସୀ ଓ ପୋଲିସ ମଧ୍ୟରେ ମୁହାଁମୁହିଁ…

ସଫେଇ ସହଯୋଗ: ଫନୀ ପ୍ରଭାବିତ ପୁରୀକୁ ଗଲେ ଏସ୍‌ଏମ୍‌ସି କର୍ମଚାରୀ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ୩୨ ଜଣ (ଏସ୍‌ଏମ୍‌ସି) ସଫେଇ କର୍ମଚାରୀ ବୁଧବାର ପୁରୀକୁ ଯାଇଛନ୍ତି। ବାତ୍ୟା ଫନୀରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ପୁରୀକୁ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ସେମାନେ ସମ୍ବଲପୁରରୁ ପୁରୀ ଅଭିମୁଖେ ବାହାରିଛନ୍ତି। ପୁରୀ ପ୍ରଶାସନକୁ ଭେଟିବା…

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର…

ନାବାଲକ ଉପରେ ୫ ପରାନୀ କୁଟ୍‌ମର ବୋଝ୍‌: ଗୁପ୍‌ଚୁପ୍‌ ବିକି ପାଠ୍‌ ପଢ଼ୁଛନ୍‌ ଦେବାନନ୍ଦ

ଭବାନୀପାଟଣା,୧୨।୬(ଡି.ଏନ୍‌.ଏ.): ବଁଚ୍‌ବାର ଲାଗି ହେଲେ ଯୁଝ୍‌ବାକେ ପଡ଼ବା। ସେଟା କୁଟୁମ ପୁଷ୍‌ବାର ଲାଗି ହେଉ କି ପେଟ ପାଲବାର ଲାଗି ହେଉ। ମୁନୁଷ୍‌ କେନ୍‌ନେ ଗୁପ୍‌ଚୁପ୍‌ ବିକି ନିଜର ପଁାଚ୍‌ ପରାନୀ କୁଟୁମ ପୁଷୁଛେ ତ ଆର କିଏ ଗୁପ୍‌ଚୁପ୍‌ ବିକି…

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌ ଭରସାରେ ଚାଷ୍‌ବାସ କରୁଛନ୍‌, ହେଲେ ଅନେକ ସମିଆରେ ଚାଷ୍‌ବାସ ମର୍‌ଡିରେ ମାଡ଼ ଖାଉଛେ। ସେନ୍‌ତା…

ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭତାର ଲାଗି ଆବେଦନ କରି ନିରାଶ…

ଲୋପ୍‌ ପାଉଛେ ଯଁତାର ବେଭାର:ଦିହିପା ସମସିଆରେ ଛଁଦି ହେଉଛନ୍‌ ମହିଲା

ଲାଠୋର, ୧୨ା୬ (ଡି.ଏନ୍‌.ଏ): ଆଜିର ମୁନୁଷ ନିଜକେ ଆଧୁନିକତା ଭିତରେ ହଜେଇ ଦେଇଛେ। ଯୁଗର ସଂଗେ ତାଲ ଦେଇ ଆଗ୍‌କେ ବଢ଼ୁଛେ। ନିଜର ସୁଖ୍‌ ସୁବିଧାର ଲାଗି ନୂଅଁା ନୂଅଁା ଯନ୍ତ୍ରପାତିର ବେଭାର କରୁଛେ। ଯେନ୍‌ଥିରଲାଗି ପୁରନାକାଲିଆ ଘରୁଆ ଉପକରନ୍‌ ଯଁତା,…

ପଞ୍ଚାୟତ ଗଠନର ଅଢେଇ ବର୍ଷ ପୁରିଲା, ଉନ୍ନୟନ କାର୍ଯ୍ୟ ଶୂନ: ମାନିଗୁଡା ପଞ୍ଚାୟତବାସୀ ବିିଡିଓଙ୍କ ଦ୍ୱାରସ୍ଥ

ନୂଆପଡା ଅଫିସ,୧୧ା୬: ନୂଆପଡ଼ା ଜିଲା କୋମନା ବ୍ଲକ ମାନିଗୁଡା ଗ୍ରାମପଞ୍ଚାୟତଗଠନର ଆଜକୁ ଅଢେଇ ବର୍ଷ ଗଡିଯିବ ହେଲେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି । ଏହାକୁ ନେଇ ପଞ୍ଚାୟତ ସରପଞ୍ଚ, ନାଏବ…

ପଞ୍ଚାୟତ ସମିତି ବୈଠକ: ଅଧାରୁ ଉଠି ଚାଲିଗଲେ ସମିତି ସଭ୍ୟାସଭ୍ୟ, ସରପଞ୍ଚ

କୋକସରା,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭାଗୃହଠାରେ ନିର୍ବାଚନ ଆଚରଣବିଧି ଉଠିବା ପରେ ମଙ୍ଗଳବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍‌ ଅଧ୍ୟକ୍ଷା ସବ୍ୟାରାଣି ବାଗଙ୍କ ଅଧ୍ୟକ୍ଷତାରେ ବୈଠକରେ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ମୌଷଧି ବାଗ ପ୍ରଥମ ଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?