ସମ୍ବଲପୁର

କଲମପୁର ମଣ୍ଡିରେ ଅବ୍ୟବସ୍ଥା, ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ମଣ୍ଡିରେ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ମଣ୍ଡିକୁ ଧାନ ଆଣି ଯଗି ବସିଥିବା ରହିଥିବାବେଳେ ମିଲର୍ସମାନେ ମଣ୍ଡିକୁ ଅଖାବସ୍ତା ଓ ଟ୍ରକ ପର୍ଯ୍ୟାପ୍ତ ପରିମାଣରେ ପଠାଇ ପାରୁ ନ ଥିବାରୁ ଧାନ ଉଠାଣ ସେହି ଅନୁପାତରେ ହୋଇପାରୁ…

ଘରୋଇ କଳହ: ଦାଦାପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର

ପାଟଣାଗଡ଼,୧୧।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ସାନବାବେଯୁରୀ ଗ୍ରାମରେ ସୋମବାର ରାତିରେ ଘରୋଇ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଦାଦା ପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର ହୋଇଛନ୍ତି। ଗୁରତର ଜଣକ ହେଲେ…

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ଜଣେ ବ୍ୟକ୍ତିଙ୍କ ମୁଣ୍ଡ କାଟି ଦୁର୍ବୃତ୍ତମାନେ ନେଇଯାଇଥିବା ଜଣାପଡିଛି। ସେ ହେଲେ ସତ୍ୟନାରାୟଣ ମୁଣ୍ଡା…

ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ

ଡୁଙ୍ଗୁରିପାଲି, ୧୧।୬(ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା…

ପଁଚେତ୍‌ରେ କାଗଜପତର ଦାଖଲ କରି ନିରାଶ: ବଏସ୍‌ ୭୦, ଭତାରୁ ବଁଚିତ୍‌ ପଞ୍ଚାନନ

ଅତାବିରା, ୧୧।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ, ମଧୁବାବୁ ଲେଖେଁ ପେନ୍‌ସନ ଯୋଜନାରେ ସାମିଲ କରି ଫିମାସ ଭତା ଯୁଗେଇ ଦେଉଛନ୍‌। ଇଥିରଲାଗି କେନ୍ଦ୍ର ଆର ରାଏଜ୍‌ ସରକାର ଫିବଛର ରାଜକୋଷରୁ…

ଆବାସ ଯୋଜନା ବାଟବନା:ଭଂଗା ଘରେ ବିତୁଛେ ମା’ପୁଓର ଅସାହା ଜୀବନ୍‌

ଗାଇସିଲେଟ, ୧୧ା୬(ଡି.ଏନ୍‌.ଏ): ବରଗଡ଼ ଜିଲା ଗାଇସିଲେଟ ବ୍ଲକ ବୁରୋମୁଣ୍ଡା ପଁଚେତ୍‌ ବଇଦପାଲି ଗଁାର ବିଧବା ମହିଲା ସତ୍ୟଭାମା ସାହୁ। ଆଏଜ୍‌କେ ୫ ବଛର ତଲେ ଆପ୍‌ନେ ନରହରି ସାହୁ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ସତ୍ୟଭାମା ନିସାହା ହେଇ ନିଜର ନାବାଲକ ପୁଓର…

ଛେଉଁଡ୍‌ ଛୁଆକେ ଉଧାର କଲା ଚାଇଲ୍ଡ ଲାଇନ୍‌

ଲାଠୋର, ୧୧ା୬ (ଡି.ଏନ୍‌.ଏ) : ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ତଲିପଡ଼ାର ଗୁଟେ ଛେଉଁଡ୍‌ ଛୁଆର ବାବ୍‌ଦେ ଗଲା ୬ ତାରିଖ ଗୁରୁବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ”ଛେଉଁଡ ଛୁଆକେ ପୁଷ୍‌ବାରେ ଅକ୍ଷମ ଦାଦନ ପରିବାର“ ଶୀରଷକ୍‌ରେ ଖବର…

ସମସିଆରେ ଦିବ୍ୟାଙ୍ଗ ପରିବାର: ରିପୋର୍ଟ ତଲବ କଲା ମୁଖ୍ୟମନ୍ତ୍ରୀ ଅଫିସ

ଲାଠୋର, ୧୧ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଅଧିନ ବାଞ୍ଜିପାଲି ଗଁାର ସୁରେନ୍ଦ୍ର ତାଣ୍ଡି। ଭିନ୍ନକ୍ଷମ ସୁରେନ୍ଦ୍ର ଝନେ ସ୍ନାତକ। ଘରେ ରୁଗୀଆ ମା’ ସଂଗେ ଦୁଇ ବହେନ୍‌ ଆର ଗୁଟେ ଭାଇ ରହୁଛନ୍‌। ବାପା ବନେ ବଛରକେତେ ହେଲା ଆରପାରକେ…

ହୁଇଲ ଚେୟାର ଆଇପିଏଲ ଖେଳିବେ ଦିବ୍ୟାଙ୍ଗ ଚକ୍ରଧର

ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍‌ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା ଓ ପିତା ନେତ୍ର ନାଏକ ା ସାଧାରଣ ଚାଷୀ ପରିବାରର ପୁଅ ା ଆସନ୍ତା…

ବଲୋଦାରେ ପଞ୍ଚାୟତ ଗୃହ ନିର୍ମାଣ ଦାବି ତେଜିଲାପଞ୍ଚାୟତବାସୀ ଜିଲାପାଳ ଅଫିସ ଘେରିଲେ

ନୂଆପଡା ଅଫିସ,୧୦ା୬:ଓଡିଶା ହାଇକୋର୍ଟ ନୂଆପଡ଼ା ଜିଲା ଭୈଷାଁଟାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ବଲୋଦାରେ ନିର୍ମାଣ କରିବାକୁ ଚୂଡାନ୍ତ ରାୟ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ସୋମବାର ନୂଆପଡା ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲାପାଳଙ୍କ…

ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩ ନମ୍ବର ଜାତୀୟ ରାଜପଥରେ ପଛ ଚକା ଫାଟିଯିବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା। ଏହା ଦେଖି…

ଏସିଆନ୍‌ କୋଚ୍‌ ଭାବେ ଏହେସାସ ହୋତାଙ୍କ ସଫଳତା

ବୀରମହାରାଜପୁର, ୧୦।୬ (ଡି.ଏନ୍‌.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍‌ ଏହେସାସ ହୋତାଙ୍କୁ ଆଉ ଏକ ସଫଳତା ମିଳିଛି। ଏଥର ଜଣେ ଶ୍ରେଷ୍ଠ କୋଚ୍‌ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?