ବିଜେପୁରରେ ନବୀନ ଆଗୁଆ
ବିଜେପୁର,୨୩।୫: ବିଜେପୁର ବିଧାନସଭା ଆସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ରହିଛନ୍ତି। ୧୨ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନବୀନ ୩୭୩୫୬ ଭୋଟ ପାଇଥିବାବେଳେ ଭାଜପାର ସନତ କୁମାର ଗଡ଼ତିଆ ୧୫୧୨୯ ଭୋଟ ପାଇଛନ୍ତି।
ବଲାଙ୍ଗୀରରେ ସଙ୍ଗୀତା ସିଂହ ଦେଓ ଆଗୁଆ
ବଲାଙ୍ଗୀର ଅଫିସ,୨୩।୫: ପ୍ରଥମ ରାଉଣ୍ଡରେ ଭାଜପାର ସଙ୍ଗୀତା ସିଂହ ଦେଓ ୨୫୬୭ ଭୋଟରେ ଆଗୁଆ ଅଛନ୍ତି। ବିଜେଡିର କଳିକେଶ ନାରାୟଣ ସିଂହ ଦେଓ ୧୧୧୨ଭୋଟ ପାଇଛନ୍ତି। ସେହିପରି କଂଗ୍ରେସର ସୌମରେନ୍ଦ୍ର ମିଶ୍ର ୬୪୯ ଭୋଟ ପାଇଥିବା ସୂଚନା ମିଳିଛି।
ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ
ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମରୁ ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଥିଲା।...
ବୌଦ୍ଧ ବିଧାନସଭା: ଭାଜପା ଅ।ଗୁଅ।
ବୌଦ୍ଧ,୨୩୫(ଡି.ଏନ୍.ଏ.):ବୌଦ୍ଧ ବିଧାନସଭା ଅାସନରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁଶାନ୍ତ ପ୍ରଧାନ ବିଜେଡିର ପ୍ରଦୀପ ଅମାତଙ୍କଠାରୁ ୨୦୨ ଭୋଟରେ ଅ।ଗୁଅ। ରହିଛନ୍ତି
ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା
ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ...
ଦାଉ ସାଧୁଛେ କିଡ଼୍ନୀ ରୋଗ୍: ମୁରତୁ ସଂଗେ ଯୁଝୁଛନ୍ ଦଧି
ଅମରପାଲି, ୨୨।୫ (ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଲପଦର ପଁଚେତ୍ ଅମରପାଲି ଗଁାର ଦଧି ବାଘ(୬୦) କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ସେ ଝନେ ନିହାତି ଗରିବ୍ ଲୋକ ହେଇଥିଲା ବେଲେ ଟଁକା ପଏସା ଅଭାବୁ ଉଷୋକଷା ଘିନି...
ସରକାରକଁର ଅଜବ୍ ନୀତି:ଖରା ଝାଉରେ ସିଝୁଛନ୍ ଅଙ୍ଗନଓ୍ବାଡିର ଛାତ୍ରୀଛାତ୍ର
ଜାମଟିକ୍ରା, ୨୨।୫ (ଡି.ଏନ.ଏ): ମୁଡ଼ଫଟା ଖରା ତାତିର ଲାଗି ରାଏଜ୍ ସରକାର ସବୁ ସରକାରୀ ବେସରକାରୀ ସ୍କୁଲ, କଲେଜ ଛୁଟି ଘୋଷନା କରିଛନ୍। ହେଲେ ମହିଳା ଓ ସମନ୍ବିତ ଶିଶୁ ବିକାଶ ଯୋଜନାରେ ସହରନୁ ଗଁାଗଁଲି ତକ୍ ଚାଲୁଥିବାର ଅଙ୍ଗନଓ୍ବାଡି...
ପାଣି ପାଇଁ ନଳକୂପ ପାଖରେ ଲମ୍ବାଧାଡି
ଟିକ୍ରାପଡା, ୨୧ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ କରମତଲା ପଞ୍ଚାୟତ ଅଧିନ ଦାବଯୁରି ଗ୍ରାମରେ ଉକତ୍ଟ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଗାଁରେ ମାତ୍ର ଦୁଇଟି ନଳକୂପ ଥିବା ବେଳେ ଜଳସ୍ତର ହ୍ରାସ ପାଇଥିବାରୁ ସେଥିରୁ ପର୍ଯ୍ୟାପ୍ତ ମାତ୍ରାରେ...
ବଲାଙ୍ଗୀର ଜିଲା: ମାଟ୍ରିକ୍ ପରୀକ୍ଷା ପାସ୍ହାର ୭୩.୦୮ % , ସିଦ୍ଧାନ୍ତ ରାୟ ଜିଲା ଟପ୍ପର
ବଲାଙ୍ଗୀର ଅଫିସ, ୨୧ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ମଙ୍ଗଳବାର ପ୍ରକାଶ ପାଇଛି ା ଜିଲାରେ ପାସ୍ହାର ୭୩.୦୮ ପ୍ରତିଶତ ରହିଛି । ଜିଲାର ୩୬୩ ହାଇସ୍କୁଲର ୨୨ହଜାର ୫୫୩ ଜଣ ପରୀକ୍ଷାର୍ଥୀ...
୫ ପରାନୀ କୁଟୁମର ବୋଝ୍:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ
ବିନିକା,୨୧ା୫(ଡି.ଏନ୍.ଏ.) ବିନିକା,୨୦ା୫(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍ ନାଇଁ ଦିଶବାର। ସେ ନିହାତି ଗରିବ୍ ଘରର ପିଲା ହେଇଥିଲା ବେଲେ ଚିକିସତ୍ା ଲାଗି ଟଁକା...
ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍
ଅତାବିରା, ୨୧ା୫ (ଡି.ଏନ୍.ଏ): ଦିନୁଦନ୍କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍। ସଭେ ଛାଇତଲ ଖୁଜୁଛନ୍। ସକାଲର ୯ ବାଜଲେ ଲୋକ୍ ଘରୁ ଭଟାକେ ନାଇଁ ବାହାରବାର। ରାଏଜ ସରକାର ବି ଦିନର...
ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ
ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍ ଯୋଜନା ତିଆର କରିଛନ୍। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି ଅନେକ ଦିବ୍ୟାଙ୍ଗ ନିଜର ହକ୍ ପାଏବାରୁ ବଁଚିତ ହେଉଥିବାର ଦେଖ୍ବାକେ ମିଲୁଛେ।...
Archives


