ସମ୍ବଲପୁର

ବିପଦ୍‌ ଅବସ୍‌ତାରେ ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର

କେସିଙ୍ଗା, ୨୮।୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା ବିପଦ ଅବସ୍‌ତାରେ ପଡ଼ିରହିଛେ। ସୂଚନା ଅନ୍‌ସାରେ ଇ ସ୍ବାସ୍ଥ୍ୟସେବା କେନ୍ଦ୍ରରର ଥାପନା ୧୯୮୫ ସାଲେ…

ବାପ୍‌ କିଡ଼୍‌ନୀ ରୁଗୀ, ଝି’ ହୁରୁଦ୍‌ରୋଗ୍‌ରେ ପୀଡ଼ିତ: ଚିକିସତ୍ା ସାହାଯ୍‌ ଲାଗି ଜିଲାପାଲକୁଁ ଗୁହାରି

ବରଗଡ଼ ଅଫିସ୍‌,୨୮।୫-ବରଗଡ଼ ଜିଲା ବରଡୋଲ ପଁଚେତ ଅଧୀନ ପିପିଲିପାଲି ବନ୍ଧପାଲି ଗଁ।ର ରାଜେଶ ରାଓ। ସେ ଝନେ ନିହାତି ଗରିବ୍‌, କୁଲି ମଜୁରି କରି ନିଜର କୁଟୁମ ପୁଷୁଛନ୍‌। ପରିବାର କହେଲେ ମାଏକିନା, ତିନ୍‌ ଝି’ ବିନ୍ଦୁ, ଡଲି, ସୀତା ଆର…

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା

ଉଲୁଣ୍ଡା, ୨୭ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ସଦର ଥନାପତି ପଡାରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ପଡାର ଚମ୍ପେଶ୍ୱର ଥନାପତି ଏବଂ ଆଲୋକ ଦେହେରି। ସବୁଦିନ…

ଏନଏଚ ୩୫୩ ପାଇଁ ଅର୍ଥନୈତିକ ଅବରୋଧ୮ ଘଣ୍ଟା ପରେ ଓହରିଲା

ନୂଆପଡା ଅଫିସ,୨୭ା୫: ସରକାର ଦିନକୁ ୩୦ କି.ମି. ଜାତୀୟ ରାଜପଥ ନିର୍ମାଣ କରୁଥିବା କହୁଥିବା ବେଳେ ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ଜାତୀୟ ରାଜପଥ ୩୫୩ କାମ (୬୫ କି.ମି.) ଆଜକୁ ୫ ବର୍ଷ ହେବ ଶେଷ ହେବାର ନାଁ…

କେସାପାଲି-ଭାଲିଆକଟା ରାସ୍ତା କାମରେ ଅନିୟମିତତା

ସମ୍ବଲପୁର,୨୫ା୫ (ବ୍ୟୁରୋ): ଗ୍ରାମାଞ୍ଚଳରେ ଗମନା ଗମନ ସୁବିଧା ପାଇଁ ସରକାର ରାସ୍ତା ନିର୍ମାଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜକୋଷରୁ ଟଙ୍କା ଦେଉଛନ୍ତି । ହେଲେ ଯେଉଁ ବିଭାଗ ମାଧ୍ୟମରେ କାମ ହେଉଛି ସେହି ବିଭାଗର ଅଧିକାରୀ ହିଁ ଠିକାଦାର ଓ…

ଚିପିଲିମା ଘଣ୍ଟେଶ୍ୱରୀ ସ୍ବାଗତ ଫାଟକରୁ ପଥର ପ୍ଲେଟ୍‌ ଖସୁଛି

ଚିପିଲିମା, ୨୭।୫ (ଡି.ଏନ.ଏ):ସମ୍ବଲପୁର ଜିଲା ଚିପିଲିମାସ୍ଥିତ ମୁଖ୍ୟ ଛକରେ ଥିବା ଘଣ୍ଟେଶ୍ୱରୀଙ୍କ ପୀଠର ସ୍ବାଗତ ଫାଟକ ଅସୁରକ୍ଷିତ। ହେଲେ ଏହି ଫାଟକରୁ କିଛି ଦିନ ହେଲା ନିୟମିତ ପ୍ଲେଟ ଖସୁଛି। ଏଣୁ ଏହି ରାସ୍ତାରେ ଯାଉଥିବା ପର୍ଯ୍ୟଟକ ତଥା ଜନସାଧାରଣ ଭୟଭୀତ…

ସମ୍ବଲପୁରରେ ୩୦ରୁ ୩ ଶିକ୍ଷାନୁଷ୍ଠାନକୁ ଅଗ୍ନିଶମ ବିଭାଗର ନୋଟିସ୍‌

ସମ୍ବଲପୁର,୨୭ା୫ (ବ୍ୟୁରୋ): ଗୁଜରାଟ ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୦ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଦେଶ ଓ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତି ସରକାରୀ ଓ ପ୍ରଶାସନିକ ସ୍ତରରେ ଦୃଷ୍ଟି ପଡିଛି। ଏଭଳି…

ଜଳୁଛି କଳାହାଣ୍ଡି : ୪୪.୫ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): ସାରା ରାଜ୍ୟ ପ୍ରବଳ ଗ୍ରୀଷ୍ମତାପରେ ଜଳୁଥିବାବେଳେ ଭବାନୀପାଟଣାରେ ତାପମାତ୍ରା ୪୪.୫ ଡିଗ୍ରୀ ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସହରରେ ଝାଞ୍ଜି ବହୁଥିବାରୁ ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ଅନ୍ୟପକ୍ଷରେ ସମସ୍ତ ପ୍ରକାର…

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟର ନେହେଲା ଗ୍ରାମରେ ଭବାନୀପାଟଣା ସହର ପୁରୁଣାପଡ଼ାର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନି ଦିନ ପରେ ଠାବ କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ…

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ୧୮ ଆହତ

ସୋନପୁର/ମନମୁଣ୍ଡା,୨୬।୫(ନି.ପ୍ର./ଡି.ଏନ.ଏ.):ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବୌଦ୍ଧ ଜିଲା ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସମ୍ମୁଖରେ ସୁଜନ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା। ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ବସ୍‌…

ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା

ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍‌ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ ହୋଇପଡ଼ିଥିଲା।…

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଅବସ୍‌ତା ଏନ୍‌ତା ଯେ, ସେ ସବୁବେଲେ ଖଟେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri