ସମ୍ବଲପୁର

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ ଶେଷ ହେବାର ନାଁ ଧରୁନାହିଁ । ମାତ୍ର ୬୫ କି.ମି. ଦୂର ରାସ୍ତାରେ...

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବାବେଳେ ସେମାନଙ୍କଠାରୁ...

ଆନ୍ତଃରାଜ୍ୟ କଫ୍‌ସିରପ ର଼୍ୟାକେଟର ୨ଗିରଫ

ବଲାଙ୍ଗୀର ଅଫିସ, ୨୦ା୫: ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରା ର଼୍ୟାକେଟ୍‌ ଚଳାଇଥିବା ସାନ ଓରଫ୍‌ ଗୋବିନ୍ଦ ନେଗୀ (୩୮) ଓ ପ୍ରଶାନ୍ତ କ୍ଷେତୀ (୪୨)ଙ୍କୁ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଭୁବନେଶ୍ୱରରୁ ଗିରଫ କରିଛି ା ପୋଲିସ...

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି...

‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍‌ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ...

ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭବାନୀପାଟଣା, ୨୦।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି।...

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ...

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)-  ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌ କିଡ଼୍‌ନୀ ରୋଗ୍‌ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍‌। ସୂଚନା ଅନ୍‌ସାରେ ସିନାପାଲି...

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ...

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା...

ସରକାରୀ ପୋରଛାହନ୍‌ର ଅଭାବ୍‌:ଦୁରଦିନ୍‌ରେ ମୁରଦୁଁଗ୍‌ କାରିଗର

ଗୁଡଭେଲିପଦର, ୧୯।୫ (ଡି.ଏନ.ଏ): ଭାରତୀୟ ସଂସ୍କୃତି ଆର ପରମ୍ପରାରେ ଅନେକ ପରକାର ବାଦ୍ୟର ପରଚଲନ ଅଛେ। ପୂଜାପାଠ୍‌ନୁ ମୂଲ କରି ବିହାବରପନ, ଉଛବ୍‌, ପରବ୍‌, ଜାନୀଯାତରାରେ ଘଁଟ୍‌, ଶଁଖ୍‌, ମୁହୂରି, ଢ଼ୋଲ, ଲିସାନ୍‌, ମୁରଦୁଁଗ୍‌, ଗିନିର ପରଚଲନ ଦେଖ୍‌ବାକେ ମିଲସି।...

କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌ ତିଥି ପାଲିତ ହେଇଯାଇଛେ। ମୁର୍‌ଧନିଅଁା କବି ବିଭାକରୀଚରଣ ମିଶ୍ରକଁର ସଭାପତିତ୍ୱନେ ଆୟୋଜିତ ସଭାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri