ସମ୍ବଲପୁର

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର ଜଣେ ଯୁବକ ସାବିନ ବାଗ (୧୯) ଓ ଜଣେ ନାବାଳକ(୧୭)। ୨୯ ତାରିଖ…

ଉଠାଇ ହେଉନି ଜମାଟଙ୍କା: ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ବିିକ୍ଷୋଭ

ବିନିକା, ୩୦ା୫(ଡି.ଏନ୍‌.ଏ.) ଜମା ଟଙ୍କା ଉଠାଇବାରେ ସମସ୍ୟା ହେଉଛି। ବାରମ୍ବାର ବ୍ୟାଙ୍କକୁ ଯାଇ ନିରାଶ ହୋଇ ଫେରିବାକୁ ହେଉଛି। ବ୍ୟାଙ୍କରେ ଟଙ୍କା ନ ଥିବା କୁହାଯାଇ ସେମାନଙ୍କୁ ଗତ ତିନିଦିନ ହେଲାଣି ଫେରାଇ ଦିଆଯାଉଛି। ଏହିଭଳି ଅଭିଯୋଗ କରି ଗୁରୁବାର ଶତାଧିକ…

ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ) ଗୋଟେଇବାକୁ ଯାଇ ଦନ୍ତାହାତୀ ଆକ୍ରମଣ ଶିକାର ହୋଇଛନ୍ତି । ସେ ହେଲେ ଗ୍ରାମର ସପୁରୀ…

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ଭରତ ବିଶ୍ୱାଳ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର…

୩୯ ବର୍ଷ ପରେ ଟିଟିଲାଗଡ଼କୁ ମନ୍ତ୍ରୀ ପଦ

ଟିଟିଲାଗଡ଼,୩୦ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ବୁଧବାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ…

ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା

ବୀରମହାରାଜପୁର, ୩୦ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ପୋଲିସ…

ଆପ୍‌ନେ ଆର ବଡ଼ପୁଓ ଆରପାରେ: ଦୁରଦିନ୍‌ରେ ନିସାହା ବିଧବା ଅମ୍ବିକା

ଲୋଇସିଂହା,୩୦।୫(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ସଦର ଗାଁର ଅମ୍ବିକା ବାଗ(୭୦)। ଆପ୍‌ନେ ଅନେକ ଦିନୁ ଅରପାରକେ ଚାଲିଯାଇଥିଲାବେଲେ ବଛର କେତେଟା ଉତାରୁ ପୁଓ ବି ଆରପାରକେ ଚାଲିଯାଇଛନ୍‌। ପରିବାରର ଏନ୍‌ତା ଦୁଖଦ୍‌ ପରିସ୍ଥିତିରେ ସେ ଭାଂଗି ପଡ଼ିଛନ୍‌।…

କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି। ଏହି ଅବସରରେ ସମବାୟ ସମିତି ସଭାପତି ଗୋବର୍ଦ୍ଧନ ଭୋଇ, ସମ୍ପାଦକ ଭବାନୀଶଙ୍କର ସାହୁ, ଦେବରାଜ…

ମଦଦୋକାନ ଉଚ୍ଛେଦ ନେଇ ତେଜିଲେ ମହିଳା, କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମରର ବେଆଇନ ମଦଦୋକାନଗୁଡିକୁ ଉଚ୍ଛେଦ ଦାବିରେ ମହିଳାମାନେ ଭବାନୀପାଟଣା ଅବକାରୀ ଅଧ୍ୟୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ବୟଂସହାୟକ ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ଦାବିପତ୍ର ପ୍ରଦାନ କରିଥିଲେ। ପତ୍ରରେ ଗ୍ରାମରେ…

ଟ୍ରକ୍‌ ଧକ୍କାରେ ପରିବାରର ୩ ଜଣଙ୍କ ଜୀବନ ଗଲା : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବେଲପାହାଡ଼,୨୯।୫(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୌଡପଡା ନିକଟସ୍ଥ ଜାତୀୟ ରାଜପଥ ୪୯ରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକମାନେ ହେଲେ କୁଡାଲୋ ଗାଁର ବିଶିକେଶନ…

ଜିଲାପାଳକଁର ନିରଦେଶକେ ବେଖାତିର: ଘରଭଂଗା ସାହାଯ୍‌ରୁ ବଁଚିତ ଅସାହା ପରିବାର

ବିନିକା,୨୯ା୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କୁହିବାହାଲ ଗଁାର ହିରଣ୍ୟ ନାୟକକଁର ଗଲା ବରଷା ଦିନେ ଭାଂଗି ଯାଇଥିଲା। ସେ ଘରଭଂଗା ସାହାଯ୍‌ ପାଏବାର ବାବ୍‌ଦେ ମେଘଲା ରାଜସ୍ବ ନିରୀକ୍ଷକ, ବିନିକା ତହସିଲଦାରକୁଁ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ…

ଥୁଆମୁଳ ରାମପୁର ବ୍ଲକରେ ସ୍ବାସ୍ଥ୍ୟ ସେବା ଅପହଁଚ୍‌: ଭଗବାନ ଭରସାରେ ଅଂଚଲର ରୁଗୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): ପାହାଡ଼ ଜଂଗଲ ଘେରା କଳାହାଣ୍ଡି ଜିଲାର ଥୁଆମୁଳ ରାମପୁର ବ୍ଲକରେ ପାଖାପାଖି ୭୫ ଭାଗ ଆଦିବାସୀ ଲୋକ୍‌ ବାସ କରୁଛନ୍‌। ବ୍ଲକର ଅନେକ ଗାଁବାସୀ ଆଏଜ୍‌ ବି ମଉଲିକ ସୁବିଧା ସୁଯୋଗରୁ ବଁଚିତ ହେଇ ରହିଛନ୍‌। ଇ ଅଂଚଲ ଭୁଖମରି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri