ସମ୍ବଲପୁର

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା ଚାଷୀ ଆଘ ଧାନ, ଚାଉଲକେ ବେଉଁତ କରି ରଖବାର ଲାଗି ଅନେକ ପରକାର ସାଜୋସାମାନ…

ପୁରନା ବଁଧ୍‌କଟାର ପୁନଃରୁଧାର ଦାବି

ଅତାବିରା, ୪।୬ (ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିରୁ ସହର ତକ୍‌ ଲୁକ୍‌କର ଲାଗି ପିଇଲା ପାଏନ୍‌ର ବେବସ୍‌ତା କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଗଁାଗଁଲିରେ ଥିବାର ପୁରାତନ ବଁଧ୍‌କଟାର ପୁନଃରୁଧାର ନାଇଁ କରାଯିବାର। ଯେନ୍‌ଥିରଲାଗି…

ଶିକ୍ଷା ହିଁ ସାମାଜିକ ବିପର୍ଯ୍ୟୟରୁ ମୁକ୍ତିର ବାଟ

ବଲାଙ୍ଗୀର ଅଫିସ, ୪ା୬ ଆମ ସମାଜରେ ଅନେକ ବିପର୍ଯ୍ୟୟ ଦେଖିବାକୁ ମିଳୁଛି ା ଏହା ଆମ ସାମାଜିକ ଜୀବନକୁ ପ୍ରଭାବିତ କରୁଛି ା ତେବେ ଏଥିରୁ ମୁକ୍ତିର ଏକମାତ୍ର ବାଟ ହେଉଛି ଉପଯୁକ୍ତ ଶିକ୍ଷା ବ୍ୟବସ୍ଥା ଦ୍ୱାରା ବ୍ୟକ୍ତି ଜୀବନକୁ ସଂଗଠିତ…

ଧର୍ମଗଡ଼ ବିଧାୟକଙ୍କ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

କୋକସରା,୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ମୌଷୋଧି ବାଗ ସୋମବାର କୋକସରା ବ୍ଲକ ଗସ୍ତ କରିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଉପସ୍ଥିତ କର୍ମକର୍ତ୍ତାମାନେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହା ପରେ ବିଧାୟକ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ…

ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି। କ୍ୟାପଟେନଙ୍କୁ ଶକ୍ତି ଭଳି ଚାଲେଞ୍ଜିଂ ବିଭାଗ ସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…

ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ହେବା ପରେ ରବିବାର ସନ୍ଧ୍ୟାରେ ପ୍ରଥମ ଥର ପାଇଁ…

ବିକାଶର ନାଁ ଗଁଧ୍‌ ନାଇଁ, ତଥାପି ବିତୁଛେ ଜୀବନ୍‌

ଭବାନୀପାଟଣା, ୩ା୬ (ଡି.ଏନ୍‌.ଏ): କଳାହାଣ୍ଡି ଜିଲାର ଜୟପାଟଣା ବ୍ଲକ ଅଁଲାଭଟା ପଁଚେତ୍‌ର ପାହାଡ଼ ସିଘେ ପଟାକୁସୁମୀ, ଟେଣ୍ଡକାଚୁଆଁ, କର୍ଲାକୋଟ, ଦାବ୍ରିଘାଟି, କରାଘାଟି ଲେଖେଁ ଗାଁମାନ ରହିଛେ। ଗୁଟେ ଅପହଁଚ୍‌ ଇଲାକା ସଂଗେ ଅଣ ସର୍ବେକ୍ଷଣ ଭୂଇଁରେ ଇ ଗାଁମାନ ବସିଥିଲାବେଲେ ପଟାକୁସୁମୀ…

ଅଧାପନ୍‌ତରିଆ ହେଇ ପଡ଼ିଛେ ପ୍ରକଳ୍ପ: ପାଏନ୍‌ ଲାଗି ଡହକ୍‌ବିକଲ ଲରିଆବାହାଲବାସୀ

ଡୁଙ୍ଗୁରିପାଲି, ୩ା୬(ଡି.ଏନ୍‌.ଏ) : କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିରୁ ସହର ତକ୍‌ ସବୁ ଲୁକ୍‌କୁ ନିରମଲ ପିଇଲା ପାଏନ୍‌ ଯୁଗେଇ ଦେବାକେ ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଦାଇତିଅରେ ଥିବାର ଅଧ୍‌କାରୀ, କରମ୍‌ଚାରୀ, ଜନପରତିନିଧିମାନକର ଆଁତରିକତା ଅଭାବୁ ସରକାରକଁର…

କମୁଛେ ପାରମ୍ପରିକ ଥଁଡା ପାନୀୟର ଚାହିଦା

ଭବାନୀପାଟଣା, ୩ା୬ (ଡି.ଏନ୍‌.ଏ): କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଆସର ପାସର ଅଂଚଲରେ ଖରା ଝାଉର ପରକୋପ ଜାରି ରହିଛେ। ଏନ୍‌ତାଥି ଦୁକାନ ବଜାରରେ ପାରମ୍ପାରିକ ଦେଶୀ ଥଁଡା ପାନୀୟର ଠାନ୍‌ ଭିନେ ଭିନେ କମ୍ପାନୀର ପାନୀୟ ନେଇଛେ। ଆଏଜକାଲି…

ଅଜନା ରୋଗ୍‌ରେ ପୀଡ଼ିତ ଅଭିଜିତ: ଚିକିତ୍ସା ଲାଗି ଟଁକା ବାଧକ

ବୌଦ୍ଧ,୩।୬(ସ୍ବ.ପ୍ର): ମା’ବାପ୍‌ ପୁଓଟେ ପାଏବାର ଲାଗି କେତେ ଉପାସ, ପୂଜାପାଠ୍‌ କଲେ। ଶେଷେ ପୁଓଟେ ପାଏଲେ। ହେଲେ ପୁଓ ଜନମ ହେବାର ମାସକେତେ ଉତାରୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଲା। ମା’ବାପ୍‌ ଲାଗ୍‌ ବରମସ କରି ପୁଓର ଚିକିତ୍ସା…

ପେଟର ଲାଗି ନାଟ: ଜାଦୁ ଖେଲ ଦେଉଛେ ପେଟକେ ଦାନା

ଅତାବିରା, ୩।୬ (ଡି.ଏନ୍‌.ଏ): ପେଟର ଲାଗି ଦାନା ଯୁଗାଡ଼ କରବାକେ ରାଜସ୍ଥାନ ଜଲବାର ଗାଁରୁ ଆସି ଗୁଟେ ପରିବାର ଓଡ଼ିଶାର ଭିନେ ଭିନେ ଅଂଚଲରେ ବୁଲୁଛନ୍‌। ସେମାନେ ଗାଁ ଗାଁ ବୁଲି, ଜାଦୁ ଖେଲ ଦେଖେଇ ଦୁଇ ପଏସା ରୁଜଗାର କରୁଥିବାର…

୧୯ ବର୍ଷ ସଂଘର୍ଷ, ତଥାପି ମିଳିନି ନ୍ୟାୟ

ସମ୍ବଲପୁର,୨।୬(ବ୍ୟୁରୋ):ଦୀର୍ଘ ୧୯ ବର୍ଷ ସଂଘର୍ଷ ପରେ ମଧ୍ୟ ରାଜ୍ୟ ସରକାରଙ୍କ ଦେବୋଦତ୍ତର ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ସମ୍ବଲପୁର ଠେମରା ଗ୍ରାମର ରାମଚନ୍ଦ୍ର ମିଶ୍ରଙ୍କୁ ମିଳିନି ନ୍ୟାୟ। ବିଭାଗର ଜଣେ ଉଚ୍ଚ ଅଧିକାରୀଙ୍କ ଆକ୍ରୋସ ଶିକାର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?