ସମ୍ବଲପୁରୀ ଧନୁଯାତ୍ରା ଉଦ୍ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର
ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ରେଢାଖୋଲ ବିଧାୟକ…
ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ…
ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…
ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ, ସଚିବ…
ନାବାଳକଙ୍କୁ ଏୟାରଗନ୍ରୁ ଗୁଳି ଚଳାଇଲେ ଯୁବକ, ଫେରାର ହୋଇଯିବା ସମୟରେ…
ସମ୍ବଲପୁର,୧୧ା୧(ପ୍ରମୋଦ ବହିଦାର): ସମ୍ବଲପୁର ସଦରଥାନା ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ଗୁଳିରେ ସେହି ଗ୍ରାମର ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ମିର୍ଗାମୁଣ୍ଡା ଗ୍ରାମର ପ୍ରତାପ କିଷାନ(୯)। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମ୍ବଲପୁରକୁ ଗଡ଼ିବ ୫୦ ଇ-ବସ୍
ଭୁବନେଶ୍ୱର/ସମ୍ବଲପୁର,୧୦ା୧: ସମ୍ବଲପୁରରେ ଶନିବାର ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଅତ୍ୟାଧୁନିକ ବସ୍ ଟର୍ମିନାଲ…
ଉଡ଼ାଇ ଦେବୁ….ସମ୍ବଲପୁର ଜିଲା ଜଜ୍ କୋର୍ଟରେ ବୋମା ଆତଙ୍କ, ବୋମା ସ୍କ୍ୱାଡ୍ ଓ ସନ୍ଧାନୀ କୁକୁର…
ସମ୍ବଲପୁର,୮।୧(ପ୍ରମୋଦ ବହିଦାର): ସକାଳୁ ସକାଳୁ ବୋମା ଧମକ । ସମ୍ବଲପୁର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଥିବା ନେଇ ସୂଚନା ରହିଛି । ସମ୍ବଲପୁର ଜିଲା ଜଜ୍ କୋର୍ଟରେ ବୋମା ଆତଙ୍କକୁ ନେଇ ଏକ ପ୍ରକାର ହଇଚଇ ସୃଷ୍ଟି ହୋଇଛି।…
ହୋଟେଲକୁ ମାଡ଼ିଗଲା ଟ୍ରାକ୍ଟର, ୨ ମୃତ
ସମ୍ବଲପୁର,୮ା୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଭାଲୁପାଲି ଛକରେ ବୁଧବାର ସନ୍ଧ୍ୟାରେ ଇଟା ବୋଝେଇ ଟ୍ରାକ୍ଟର ବିଜୁ ଏକ୍ସପ୍ରେସ୍ ୱେ(ରାଜ୍ୟ ରାଜପଥ-୧୦) ପାର୍ଶ୍ୱରେ ଥିବା ଏକ ହୋଟେଲକୁ ମାଡ଼ିଯାଇ ରାସ୍ତାପାର୍ଶ୍ୱସ୍ଥ ଡ୍ରେନରେ ଓଲଟି ପଡ଼ିଥିଲା। ଏଥିରେ ଟ୍ରାକ୍ଟର ଚାଳକଙ୍କ ସହ…
ଓଡ଼ିଶାର ଏହି ଅଭୟାରଣ୍ୟକୁ ଆସିବେ ଦୁଇଟି ନୂଆ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଲେ ସୂଚନା
ଭୁବନେଶ୍ୱର: ରାଜ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବରଗଡ଼ ଜିଲାସ୍ଥିତ ଦେବ୍ରୀଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଖୁବଶୀଘ୍ର ଦୁଇଟି ନୂଆ ବାଘ ଅଣାଯିବ। ସୋମବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ…
ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ
ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶନିବାର ବିଳମ୍ବିତ ରାତିରେ ଭାଜପା ରାଜ୍ୟ ସଭାପତି…
ଛିଡ଼ା ହୋଇଥିବା ପାଉଁଶ ବୋଝେଇ ହାଇୱାକୁ ଧକ୍କା ଦେଲା କାର୍, ୩ ମୃତ
ସମ୍ବଲପୁର,୪।୧(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ NH-55 ନକ୍ସପାଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ କାର୍ ପିଟି ହେବା ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ଖବର ଅନୁସାରେ ଏକ ପାଉଁଶ…
ହୋଟେଲ ରୁମ୍ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…
ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍ଏସ୍ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ ପ୍ରାୟ ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ଅନୁମାନ କରାଯାଉଛି। ଏହାସହ…
ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ
ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ ୬ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଅଇଁଠାପାଲି ପିଏଚ୍ଡି ପଡିଆରେ ହେବ। ମହୋତ୍ସବ ସକାଶେ ପ୍ରସ୍ତୁତି ପ୍ରାୟ…
Archives


