ସମ୍ବଲପୁର

ମାଟ୍ରିକ୍‌ ପରୀକ୍ଷା ନାମ ପଞ୍ଜୀକରଣରେ ଆଧାର ବାଧକ

ସମ୍ବଲପୁର, ୯ା୧୦(ଭବାନୀ ଶଙ୍କର ଭୋଇ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ନବମ ଶ୍ରେଣୀଠାରୁ ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ କରାଯିବା ବ୍ୟବସ୍ଥା ରହିଛି। ଚଳିତବର୍ଷ ପଞ୍ଜୀକରଣ ସେପ୍ଟେମ୍ବର ୨୭ରୁ ଆରମ୍ଭ ହୋଇ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।…

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ!

କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା…

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ…

ସମ୍ବଲପୁର ଜେଲ୍‌ରେ ରେଡ୍‌

ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍‌। ହୋଇଛି। ଶୁକ୍ରବାର ଭୋର୍‌ ୪ଟାରୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଏସ୍‌ପି, ସଦର ଏସ୍‌ଡିପିଓ ସାମିଲ ହୋଇଛନ୍ତି। ବିପୁଳ ପରିମାଣର ଗୁଟ୍‌ଖା, ଖଇନି ସହ…

ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ

ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍‌ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ସାଧାରଣ ଲୋକଙ୍କ ସହିତ ଧାଡିରେ ଛିଡା ହୋଇ ଟୋକନ କ୍ରୟ କରି…

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ…

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ ଭାବେ…

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର ପୋକ୍‌ସୋ…

ଜିଲା ଭାଜପା ସଭାପତିଙ୍କୁ କୋଣଠେସା: ହେଉଛି ଚର୍ଚ୍ଚା

ସମ୍ବଲପୁର, ୨୯। ୯(ଭବାନୀ ଶଙ୍କର ଭୋଇ): ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତ ପଣ୍ଡା ଶନିବାର ସମ୍ବଲପୁର ଗସ୍ତରେ ଆସି ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ। ସମ୍ବଲପୁର ହାଟପଡ଼ା, ଜେଲଛକ ଆଦି ସ୍ଥାନରେ ସ୍ଥାନୀୟ ଲୋକଙ୍କୁ ଅନଲାଇନ୍‌ରେ ଦଳର…

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସମ୍ବଲପୁର ସ୍ବତନ୍ତ୍ର ପୋକ୍‌ସୋ ଫାଷ୍ଟଟ୍ରାକ୍‌ କୋର୍ଟ ଅତିରିକ୍ତ ଜିଲାଜଜ୍‌ ଆର୍‌.ଏଲ୍‌.…

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ ବୋଲି କହିଛନ୍ତି ପ୍ରଫେସର ମହାଦେବ ଜୟସ୍ବାଲ। ଆଇଆଇଏମ…

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୧୯ା୯(ଉତ୍ତମ କୁମାର ଦାଶ): ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ ଏକ ସମ୍ବଲପୁରୀ ଆଲବମ୍‌ ଶୁଟିଂ କରିବାକୁ ଯାଇ ସେଠାରେ ଅସୁସ୍ଥତା ଅନୁଭବ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri