୨୧ରୁ ଅଙ୍ଗନଓ୍ବାଡ଼ିଙ୍କ କାର୍ଯ୍ୟବନ୍ଦ
ରେଢ଼ାଖୋଲ,୧୪ା୧୧(ଡି.ଏନ.ଏ.): ଭାରତୀୟ ମଜଦୁର୍ ସଂଘ ଦ୍ବାରା ପରିଚାଳିତ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ଼ ୱାର୍କର୍ସ ଆସୋସିଏଶନ ରେଢାଖୋଲ ଶାଖା ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଉପଜିଲାପାଳ ପବିତ୍ର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଶାଖା ସଭାନେତ୍ରୀ ବିଜୟଲକ୍ଷ୍ମୀ ନନ୍ଦ,...
ଯୁବକଙ୍କୁ ଅପହରଣ ପରେ ହତ୍ୟା: ପୁଣି ୩ଜଣଙ୍କୁ ଧରିଲା ପୋଲିସ
ସମ୍ବଲପୁର,୧୩।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ବିଷ୍ଣୁପଡ଼ାର ରାମଚନ୍ଦ୍ର ମେହେର(୨୫)ଙ୍କୁ ଅପହରଣ ପରେ ହତ୍ୟା ଘଟଣାରେ ପୋଲିସ ଆଉ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ମହତାବ ନଗରର ଅଜୟ ବନଛୋର, ବିଶାଳ କୁମ୍ଭାର, ଶିବ କୁମ୍ଭାର। ପୂର୍ବରୁ ମୁଖ୍ୟ...
ମାମଲା ଶୁଣାଣି ପାଇଁ ସମୟ ଧାର୍ଯ୍ୟ ରହିଛି
ସମ୍ବଲପୁର,୧୨।୧୧(ବ୍ୟୁରୋ): ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ନିୟମ ରହିଛି। ଆଇନ ଅନୁସାରେ ଦଣ୍ଡିବିଧାନ ମଧ୍ୟ କରାଯାଉଛି। ୨୦୧୯ ପୂର୍ବରୁ ଉପଭୋକ୍ତା ସୁରକ୍ଷା ଆଇନର ପରିବର୍ତ୍ତନ କରାଯାଇଛି। ବିଭିନ୍ନ ସ୍ଥାନରେ ସଚେତନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପୂର୍ବରୁ ମାମଲାର ଶୁଣାଣିରେ ବିଳମ୍ବ...
ଦିନରେ ତଦନ୍ତ, ରାତିରେ କାମ
ସମ୍ବଲପୁର,୧୧ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଧନକଉଡା ବ୍ଲକ କିଲାସମା ପଞ୍ଚାୟତରେ ଏମଜିଏନଆରଇଜିଏସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହାକୁ ନେଇ ଖବର ମଧ୍ୟ ପ୍ରକାଶ ପାଇଥିଲା । ଜିଲାପାଳ ଅନନ୍ୟା ଦାସଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତ ଆରମ୍ଭ...
ଭିମ୍ସାରରେ ନକଲି ନିଯୁକ୍ତିପତ୍ର
ସମ୍ବଲପୁର, ୯ା୧୧(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ଭିମ୍ସାରରେ ୪ଜଣ ଯୁବତୀଯୁବକଙ୍କୁ ଆଟେଣ୍ଡାଣ୍ଟ ପଦରେ ନିଯୁକ୍ତି ଦିଆଯାଇଛି। ଏଥିରେ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କ ସ୍ବାକ୍ଷର ସହ ଓଡ଼ିିଶା ସରକାରଙ୍କ ଲୋଗୋ ରହିଛି। ନିଯୁକ୍ତି ପାଇଥିବା ଜଣେ ଯୁବକ ଭିମ୍ସାର କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ...
ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଆଦିବାସୀ
ଜମନକିରା,୭ା୧୧(ଡି.ଏନ.ଏ.): ପ୍ରଶାସନର ପ୍ରତିଶ୍ରୁତି ପାଇବା ପରେ ସୋମବାର ଜମନକିରା ବ୍ଲକ ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ କରାଯାଇଥିବା ରାସ୍ତାରୋକୋ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ସୂଚନା ଅନୁସାରେ, ବ୍ଲକର ଡିମିରିମୁଣ୍ଡା ଛକ ରାସ୍ତାପାର୍ଶ୍ୱରେ କେତେକ ଆଦିବାସୀ ପରିବାର ଜମି ଅଧିଗ୍ରହଣ କରିଥିଲେ। ଆଦିବାସୀଙ୍କ...
ସହର ଉପକଣ୍ଠରେ ମାଟି ମାଫିଆ ସକ୍ରିୟ
ସମ୍ବଲପୁର,୭ା୧୧(ବ୍ୟୁରୋ):ସମ୍ବଲପୁର ସହର ଉପକଣ୍ଠ ମାନେଶ୍ୱର, ସଦର, ରେଙ୍ଗାଲି ଓ ଯୁଯୁମୁରା ତହସିଲ ଅଞ୍ଚଳରେ ମାଟି ମାଫିଆ ସକ୍ରିୟ ହୋଇଉଠିଛନ୍ତି। ସରକାରୀ, ଜଙ୍ଗଲ କିସମ ଓ ଘରୋଇ ଜମି ମାଲିକଙ୍କୁ ହାତ କରି ସେମାନେ ବିନା ଅନୁମତିରେ ମାଟି ଚୋରା ଚାଲାଣ...
ମିଲର୍ସଙ୍କ ପାଇଁ ମଣ୍ଡି ଖୋଲିବାରେ ବିଳମ୍ବ
ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ନଭେମ୍ବର ୨୫ରୁ ଧାନ ସଂଗ୍ରହ ଆରମ୍ଭ ହେବା ନେଇ ପ୍ରଶାସନ ନିଷ୍ପତ୍ତି ନେଇଛି। ହେଲେ ଚାଷୀଙ୍କ ସମସ୍ୟାକୁ ଚିନ୍ତା ନ କରି ମିଲର୍ସଙ୍କ ପାଇଁ ଧାନ ସଂଗ୍ରହ ପ୍ରାୟ ଏକ ମାସ ବିଳମ୍ବ କରାଯାଇଥିବା ଚାଷୀମାନେ...
୧୨ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ରେଢାଖୋଲ,୫।୧୧(ଡି.ଏନ୍.ଏ): ୧୨ ଦଫା ଦାବିରେ ଏସ୍ୟୁସିଆଇ(କମ୍ୟୁନିଷ୍ଟ) ରେଢାଖୋଲ ଶାଖା ପକ୍ଷରୁ ଶନିବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏସ୍ୟୁସିଆଇର ବହୁ କର୍ମକର୍ତ୍ତା ସ୍ଥାନୀୟ ଭୀମଭୋଇ...
୨୫ରୁ ଜିଲାରେ ଧାନ ସଂଗ୍ରହ ଆରମ୍ଭ
ସମ୍ବଲପୁର,୩ା୧୧(ବ୍ୟୁରୋ): ସମ୍ବଲପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ରବି ଧାନ ସଂଗ୍ରହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅନନ୍ୟା ଦାସ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାର କୁଚିଣ୍ଡା ଓ ରେଢାଖୋଲ ଉପଖଣ୍ଡରେ ଡିସେମ୍ବର ମାସରେ ପର୍ଯ୍ୟାୟକ୍ରମେ ଧାନ...
ମହାନଦୀ ଅଯୋଧ୍ୟା ସରୋବର ଆନିକଟରେ ଘାଇ
ସମ୍ବଲପୁର,୧ା୧୧(ବ୍ୟୁରୋ): ସମ୍ବଲପୁର ନିକଟ ମହାନଦୀର ଅଯୋଧ୍ୟା ସରୋବର ଆନିକଟରେ ୧୦ଫୁଟ ଲମ୍ବର ଏକ ଘାଇ ସୃଷ୍ଟି ହୋଇଛି। ଏହି ଖବର ପ୍ରଚାର ହେବାପରେ ଜଳସେଚନ ବିଭାଗର ଏକ ବୈଷୟିକ ଟିମ୍ ସୋମବାର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ମହାନଦୀ ଅଯୋଧ୍ୟା ସରୋବର...
ଜିଲା ସୈନିକ ବୋର୍ଡରେ ଅଚଳାବସ୍ଥା
ସମ୍ବଲପୁର,୨୮ା୧୦(ବ୍ୟୁରୋ): ଅବସରପ୍ରାପ୍ତ ସୈନିକଙ୍କ ସମସ୍ତ ସରକାରୀ କାର୍ଯ୍ୟ କରିବା ପାଇଁ ଜିଲା ସୈନିକ ବୋର୍ଡ ଗଠନ କରାଯାଇଛି। ଯବାନମାନଙ୍କୁ ନେଇ ବୋର୍ଡ ଗଠନ କରାଯାଇ ଏହାର ପରିଚାଳନା କରାଯାଉଥିବା ବେଳେ ରାଜ୍ୟ ଗୃହ ବିଭାଗ ଏହାର ତଦାରଖ କରୁଛିି। ଆବଶ୍ୟକ...