ସମ୍ବଲପୁର

ଖଡିଆଳ ସ୍ବୟଂଶାସିତ କଲେଜ ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୭୮.୭୧ %

ଖଡିଆଳ,୩୧।୫(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ସ୍ବୟଂଶାସିତ କଲେଜର ଯୁକ୍ତ ୩ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ହୋଇଛି । ସମ୍ବଲପୁର ବିଶ୍ୱ ବିଦ୍ୟାଳୟ କ୍ଷେତ୍ରୀୟ ନିର୍ଦ୍ଦେଶକ ମାନସରଞ୍ଜନ ପୂଜାରୀ ଉପସ୍ଥିତ ରହି ପରୀକ୍ଷା ଫଳକୁ ଉନ୍ମୋଚିତ…

ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ଆୟୋଜିତ ଏହି ସ୍ବାସ୍ଥ୍ୟ ଶିବିରରେ ଅଞ୍ଚଳର ୨ ଶହ…

ବସ୍‌ ଭିତରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧। ୫: ବାଲେଶ୍ୱରରୁ ବଲାଙ୍ଗୀର ଆସୁଥିବା ଏକ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ହେଲେ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗଁାର ରବୀନ୍ଦ୍ର କୁମାର ସାମନ୍ତ…

ସଚେତନତାରେ ଆସିବ ପରିବର୍ତ୍ତନ

ସୋନପୁର,୩୧।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ମୁକ୍ତ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲାପାଳ ମଧୁସୂଦନ ମିଶ୍ର ସଚେତନତା ଦ୍ୱାରା ହିଁ ସକାରାତ୍ମକ ପରିବର୍ତ୍ତନ ଆସିବ…

ପଶ୍ଚିମ ଓଡ଼ିଶାବାସୀଙ୍କୁ ନିରାଶ କଲେ ମୋଦି

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର କଳାହାଣ୍ଡି ସାଂସଦ ଭାବେ ରାଜ୍ୟ ସଭାପତି ବସନ୍ତ ପଣ୍ଡା ବିଜୟୀ ହୋଇଥିଲେ ହେଁ ତାଙ୍କୁ…

ଦୁଇ ପୃଥକ ଅପହରଣ ମାମଲା: ୪ ଗିରଫ

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ଦୁଇଟି ଅପହରଣ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଭବାନୀପାଟଣା ସହରରେ ଗତ କିଛି ଦିନ ତଳେ ବିବାହର ପ୍ରଲୋଭନ ଦେଖାଇ ବେନ୍ଦାଝୋଲା ଗ୍ରାମର ମାନସ ନାଏକ ସାଥୀ…

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁର ରବୀନ୍ଦ୍ର କୁମାର ସାମନ୍ତ (୫୫)…

ସରକାରକଁର ସ୍ବଚ୍ଛ ଭାରତ ଅଭିଯାନ ବାଟବନା:ପାଇଖାନା ତିଆରି ନାଁରେ ଟଁକା ହଡ଼ପ

ଜାମଟିକ୍ରା, ୩୧।୫ (ଡି.ଏନ.ଏ): ପରିବେଶକେ ସାଫ୍‌ ସୁତର ରଖ୍‌ବାର ଲାଗି କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ କାଯ୍‌କାରୀ କରି କୋଟି କୋଟି ଟଁକା ସାରୁଛନ୍‌। ଇ ଯୋଜନାରେ ଗଁାଗଁଲିରୁ ସହରତକ୍‌ ଲୁକ୍‌କୁ ଘରେ ପାଇଖାନା ତିଆର କରବାର ଲାଗି ୧୨…

ପିଇଲା ପାଏନ୍‌ ଲାଗି ଡହକ୍‌ବିକଲ: ଅଂଚଲବାସୀକୁ ନିଅଁଟ ଟ୍ୟାଙ୍କର ପାଏନ୍‌

ସଇଁତଲା, ୩୧ା୫ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ସଇଁତାଲା ବ୍ଲକଛକ୍‌ ଅଂଚଲର ଗୁଟେ ମୁଖିଆ ଜାଗା। ଇଠାନେ ବ୍ଲକସ୍ତରୀୟ ଅନେକ ସରକାରୀ ଅଫିସ, ସ୍କୁଲ ରହିଛେ। ସବୁ ଅଫିସର କରମଚାରୀ ସମେତ ଇଠାନ୍‌କେ ଭିନେ ଭିନେ କାମ୍‌ରେ ଫିଦିନ୍‌ ଶହ ଶହ ଲୋକ୍‌…

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର ଜଣେ ଯୁବକ ସାବିନ ବାଗ (୧୯) ଓ ଜଣେ ନାବାଳକ(୧୭)। ୨୯ ତାରିଖ…

ଉଠାଇ ହେଉନି ଜମାଟଙ୍କା: ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ବିିକ୍ଷୋଭ

ବିନିକା, ୩୦ା୫(ଡି.ଏନ୍‌.ଏ.) ଜମା ଟଙ୍କା ଉଠାଇବାରେ ସମସ୍ୟା ହେଉଛି। ବାରମ୍ବାର ବ୍ୟାଙ୍କକୁ ଯାଇ ନିରାଶ ହୋଇ ଫେରିବାକୁ ହେଉଛି। ବ୍ୟାଙ୍କରେ ଟଙ୍କା ନ ଥିବା କୁହାଯାଇ ସେମାନଙ୍କୁ ଗତ ତିନିଦିନ ହେଲାଣି ଫେରାଇ ଦିଆଯାଉଛି। ଏହିଭଳି ଅଭିଯୋଗ କରି ଗୁରୁବାର ଶତାଧିକ…

ହାତୀ ଆକ୍ରମଣରେ ବୃଦ୍ଧା ସଙ୍କଟାପନ୍ନ

କେସିଙ୍ଗା/ସେରଗଡ଼,୩୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ତେର୍ଲୋ ଗ୍ରାମର ଜଣେ ବୃଦ୍ଧା ଗୁରୁବାର ସକାଳ ସାଢ଼େ ୬ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ (ଟୋଳ) ଗୋଟେଇବାକୁ ଯାଇ ଦନ୍ତାହାତୀ ଆକ୍ରମଣ ଶିକାର ହୋଇଛନ୍ତି । ସେ ହେଲେ ଗ୍ରାମର ସପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?