ସମ୍ବଲପୁର

ବାଗଡ଼େଗା ହରିଦର୍ଶନ ସାହୁ ଗୁଳିକାଣ୍ଡ ଘଟଣା: ବର୍ଷେ ପରେ ବି ପୋଲିସ ହାତ ଖାଲି

ନୂଆଗାଁ, ୧ା୫(ଡି.ଏନ.ଏ)- ସୁନ୍ଦରଗଡ ଜିଲା ନୂଆଗାଁ  ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ବାରିଲେପ୍ଟା ଗ୍ରାମରେ ରହୁଥିବା ଯୁବ ବ୍ୟବସାୟୀ ହରିଦର୍ଶନ ସାହୁଙ୍କୁ ଗତ ୨୦୧୮ ମାର୍ଚ୍ଚ ୬ରେ ବାଗଡେଗା ସାପ୍ତାହିକ ହାଟରେ ଦିନଦ୍ୱିପ୍ରହରରେ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟାକରିଥିଲେ। ଏହି ଘଟଣା…

ବକ୍ସିଂରେ ଗୌରବ ବଢ଼ାଉଛନ୍ତି ଦୁଇଭଉଣୀ

ବଡ଼ଗାଁ, ୧ା୫ (ଡି.ଏନ.ଏ)- ଦୁଇ ଭଉଣୀ ସୁଭଦ୍ରା ସିଂ ଓ ଯାଜ୍ଞସେନୀ। ସରକାର ଓ ପ୍ରଶାସନର ସହଯୋଗ ନ ଥିବା ଓ ଆର୍ଥିକ ଅଭାବ ସତ୍ତ୍ବେ ବକ୍ସିଂରେ ସଫଳତା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ବକ୍ସିଂରେ ଗୌରବ ବଢାଇ ଚାଲିଛନ୍ତି ଏହି…

ବିଜିଆର୍‌ ଠିକାକର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଲଖନପୁର,୧।୫(ଡି.ଏନ୍‌.ଏ.)- ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ଲଖନପୁର କୋଇଲାକ୍ଷେତ୍ର ସମ୍ପ୍ରସାରଣରେ ନିୟୋଜିତ ହୋଇଛି ବିଜିଆର୍‌ ମାଇନିଂ ଆଣ୍ଡ୍‌ ଇନ୍‌ଫ୍ରା ଲିଃ ନାମକ ଠିକାସଂସ୍ଥା| ଏହି ଠିକାସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନେ ୪ଦଫା ଦାବି ନେଇ ଗତ ରବିବାରରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ଖଣି ସମ୍ପ୍ରସାରଣ…

ପାନିର୍‌ ଲାଗି ବଡା ଗୁଲ୍‌ଗୁଲା, ଠେଲାପେଲା

ବଲାଙ୍ଗୀର ଅଫିସ, ୧ା୫ – ବଲାଙ୍ଗୀର ମ୍ୟୁନିସିପାଲିଟି ଅଧୀନ ୧୭ ନମ୍ବର ୱାର୍ଡ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଓ ଖଲିଆପାଲି ଅଞ୍ଚଳରେ ପାନୀୟ ଜଳସମସ୍ୟା ଏକ ସାଧାରଣ କଥା|  ପ୍ରତିବର୍ଷ ଖରାଦିନେ ଏଠାରେ ଉତ୍କଟ ଜଳ ସମସ୍ୟା ଦେଖା ଦେଇଥାଏ ା ଚଳିତବର୍ଷ…

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

  ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗଁାର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଅଁା ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ…

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ ପାନି…

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିକଟବର୍ତ୍ତୀ କମଳପୁର ଗ୍ରାମ ଯୁବନାଟ୍ୟ ସଂସଦର ସୌଖୀନ କଳାକାର ଗଣ।  ସେମାନେ ମଞ୍ଚସ୍ଥ…

ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ ନାଇଁ…

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାର…

ସୋନପୁର ବସ୍‌ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ

ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଉଥିବା ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି। ମନ୍ଦିରମାଳିନୀ ସୋନପୁରର କେନ୍ଦ୍ରସ୍ଥଳରେ…

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ ଏକ ଚନ୍ଦନଗଛ ୧୫ବର୍ଷରୁ ଊର୍ଦ୍ଧ୍ୱ ହେବ ରହିଥିଲା। କିନ୍ତୁ ଶନିବାର ରାତିରେ ଏହାକୁ…

ଚିକିସତ୍ା ଲାଗି ଟଁକା ବାଧକ୍‌ ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ପାଲିପଡ଼ାର ଅଶୋକ ବର୍ଗେ(୩୦)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ ଘରେ ପଡ଼ିରହିଛନ୍‌। ହେଲେ ଟଁକା ପଏସା ଅଭାବୁ ଅଶୋକ ରୁଗର ଚିକିସତ୍ା କରେଇ ନାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri